ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Chief Secretary Suresh Chandra Mohapatra

ପୁରୀ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନ…

ପୁରୀ: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ପୁରୀ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ସ୍ୱତନ୍ତ୍ର ପ୍ରଦକ୍ଷଣଗୃହ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲ୍ଲାରେ ଯାରି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ସଂପୃକ୍ତ…

କିଡନୀ ରୋଗୀଙ୍କୁ ମେଡିସିନ୍‌ ଯୋଗାଣର…

ଭୁବନେଶ୍ବର: କିଡ୍‌ନୀ ପ୍ରତିରୋପଣ ରୋଗୀଙ୍କୁ ଔଷଧ ଯୋଗାଣର ସମୀକ୍ଷା କରିଛନ୍ତି ମୁଖ୍ୟ ସଚିବ ସୁରେଶ ମହାପାତ୍ର।  ଭୁବନେଶ୍ୱରରେ ଲୋକସେବା ଭବନରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରାଯାଇଛି। ନିରାମୟ ମାଧ୍ୟମରେ ଓଡ଼ିଶା ରାଜ୍ୟ ମେଡିକାଲ କର୍ପୋରେସନ ଲିମିଟେଡ ପ୍ରଦାନ କରାଯାଉଥିବା ଔଷଧ ଅତ୍ୟନ୍ତ…

ମୁଖ୍ୟ ଶାସନ ସଚିବଙ୍କ ଦ୍ୱାରା ଇ-ଅଫିସର…

ଭୁବନେଶ୍ୱର: ୫ଟି ଆଧାରରେ ରାଜ୍ୟ ପ୍ରଶାସନ କ୍ଷେତ୍ରରେ ଅନ୍ୟ ଏକ ପଦକ୍ଷେପ ଭାବେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି କଟକ ପୌର ନିଗମ (ସି.ଏମ୍.ସି), ଓଡ଼ିଶା ଜଳ ବିଦ୍ୟୁତ ନିଗମ (ଓ.ଏଚ୍.ପି.ସି) ଏବଂ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱ ବିଦ୍ୟାଳୟ ନିମନ୍ତେ ଇ-ଅଫିସ୍ ବ୍ୟବସ୍ଥାର ଶୁଭାରମ୍ଭ…

ଆଉ ୬ମାସ ବଢ଼ିଲା ମୁଖ୍ଯ ଶାସନ ସଚିବ…

ଭୁବନେଶ୍ୱର: ପୁଣି ବଢ଼ିଛି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ଯକାଳ। ଆଉ ୬ ମାସ କାର୍ଯ୍ଯକାଳ ବୃଦ୍ଧି ପାଇଁ କେନ୍ଦ୍ରର ଅନୁମୋଦନ। ରାଜ୍ୟ ସରକାର ଦେଇଥିବା ପ୍ରସ୍ତାବକୁ କେନ୍ଦ୍ରରୁ ଅନୁମୋଦନ ମିଳିଛି। ଯାହା ଫଳରେ ସୁରେଶ ମହାପାତ୍ରଙ୍କ କାର୍ଯ୍ଯକାଳ ସେପ୍ଟେମ୍ବର ୧ରୁ ଫେବୃଆରୀ ୨୦୨୩…

ନିର୍ମାଣ ଅଗ୍ରଗତିର ସମୀକ୍ଷା କଲେ ମୁଖ୍ୟ…

ଭୁବନେଶ୍ୱର: ବିଭିନ୍ନ ଜିଲ୍ଲାରେ ପୋଲ ତଥା ଚେକ୍‍ଡ୍ୟାମ୍‍ ନିର୍ମାଣରେ ଉଲ୍ଲେଖନୀୟ ଅଗ୍ରଗତି ଘଟିଛି। ୨ ମାସ ମଧ୍ୟରେ ୪୫ଟି ଚେକ୍‍ ଡ୍ୟାମ୍‍ ନିର୍ମାଣ ସରିଥିବା ବେଳେ ଚଳିତ ବର୍ଷ ହିଁ ୩ଶହ ଚେକ୍‍ ଡ୍ୟାମ୍‍ ତିଆରି ହେବ। ତିଆରି ହୋଇଥିବା ଚେକ୍‍ ଡ୍ୟାମ୍‍ ମଧ୍ୟରୁ ପୂର୍ତ୍ତ ବିଭାଗ ୩୧ ଓ ଗ୍ରାମ୍ୟ ଉନ୍ନୟନ…

ବରଗଡ଼ରେ ମୁଖ୍ୟ ଶାସନ ସଚିବ ସୁରେଶ…

ବରଗଡ଼: ବରଗଡ଼ ଜିଲ୍ଲା ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର। ପ୍ରଥମେ ଜିରୋ ପଏଣ୍ଟରେ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପର ଉପରମୁଣ୍ଡ କାର୍ଯ୍ଯ ସମୀକ୍ଷା କରିବା ପରେ ସିକିରଡିଠାରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ଦ୍ୱାରା ନିର୍ମିତ ଇଣ୍ଟେକ ଓ୍ୱେଲ ପ୍ରକଳ୍ପ ପରିଦର୍ଶନ କରିଛନ୍ତି ।…

କାନୁପୁର ବୃହତ ଜଳସେଚନ ପ୍ରକଳ୍ପର…

ଯୋଡ଼ା/କେନ୍ଦୁଝର: ଶୁକ୍ରବାର ଦିନ କେନ୍ଦୁଝର ଜିଲ୍ଲା ଗସ୍ତରେ ଆସିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ୫ଟି ସଚିବ ଭିକେ ପାଣ୍ଡିଆନ। ତାଙ୍କ ସହିତ ଜଳସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ମଧ୍ୟ ଗସ୍ତରେ ଆସିଛନ୍ତି। ହେଲିକପ୍ଟର ଯୋଗେ ଆସି ପ୍ରଥମେ ଚମ୍ପୁଆ ବ୍ଲକର ଚିମିଳା…

ପୌର ନିର୍ବାଚନ: ଭୋଟ ଦେଲେ ମୁଖ୍ୟ ଶାସନ…

ଭୁବନେଶ୍ୱର: ଭୋଟ ଦେଲେ ମୁଖ୍ୟ ଶାସନ ସଚିବ । ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନରେ ମତଦାନ ସାବ୍ୟସ୍ତ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଭୁବନେଶ୍ୱର ୟୁନିଟ-୧ ୱାର୍ଡ ନମ୍ୱର ୪୦ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟର ୪୧୬ ନମ୍ବର ବୁଥରେ ସୁରେଶ ମହାପାତ୍ର ଭୋଟ ଦେଇଛନ୍ତି ।…

କନ୍ଧମାଳ ଗସ୍ତରେ ଯାଇ ମେଡିକାଲ କଲେଜ…

ଫୁଲବାଣୀ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫ଟି ସଚିବ ଭିକେ ପାଣ୍ଡିଆନ୍ ଏବଂ ପୁର୍ତ୍ତ ସଚିବ କିଷନ କୁମାର ଆଜି ଫୁଲବାଣୀରେ ମେଡିକାଲ କଲେଜ ଏବଂ ହସ୍ପିଟାଲ ନିର୍ମାଣର ଅଗ୍ରଗତି ସମୀକ୍ଷା କରିଛନ୍ତି । ୪୫୦ କୋଟି ଟଙ୍କା ବ୍ୟୟରେ ଏହି…