Browsing Tag

CHSE

ଯୁକ୍ତ ଦୁଇ ନାମଲେଖାଇ ପାରି ନଥିବା…

ଭୁବନେଶ୍ବର: ଦଶମ ବା ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛତ୍ରୀ ପ୍ରଥମ ପର୍ଯ୍ଯାୟ ଇ- ଆଡମିଶନ ଭାଗ ନେଇ ପାରି ନ ଥିବା ସରକାରଙ୍କ ଦୃଷ୍ଟିକୁ ଆସିଛି। ଏହି ପରିପ୍ରେକ୍ଷୀରେ ରାଜ୍ଯ ସରକାର ସେମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ନିମନ୍ତେ ସୁଯୋଗ ଦେବା ପାଇଁ ଦ୍ବିତୀୟ ପର୍ଯ୍ଯାୟ…

ସିଏଚଏସଇ ପକ୍ଷରୁ ରିଚେକିଂ ପାଇଁ…

ଭୁବନେଶ୍ୱର: ଚଳିତ ବର୍ଷ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦମୂଳକ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କ ‘ରି-ଚେକିଂ’ ଓ ‘ରି-ଆଡିସନ୍‍’ ପ୍ରକ୍ରିୟା ପାଇଁ ଆବେଦନ ଆସନ୍ତା ସେପ୍ଟେମ୍ବର ୧୨ ଯାଏଁ ଚାଲିବ। ସିଏଚଏସଇ ଦ୍ୱାରା ଦିଆଯାଇଥିବା ମାର୍କ କୁ ନେଇ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ…

ଯୁକ୍ତ ଦୁଇରେ ଗତ ବର୍ଷ ଭଳି ଏଥର ମଧ୍ଯ…

ଭୁବନେଶ୍ୱର: ଏଥର ଯୁକ୍ତ ଦୁଇରେ ଗତ ବର୍ଷ ଭଳି ତ୍ରୈମାସିକ ବା କ୍ଵାଟର ଏଣ୍ଡ ପରୀକ୍ଷା ଅନୁଷ୍ଠିତ ହେବ। ଗଣଶିକ୍ଷା ବିଭାଗ ପକ୍ଷରୁ ଏ ନେଇ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଜୁନ ୧୮ ରୁ କଲେଜ ଖୋଲିଥିଲେ ସୁଦ୍ଧା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କ୍ଵାଟର ଏଣ୍ଡ ପରୀକ୍ଷା ହେବ ନା ନାହିଁ ସ୍ପଷ୍ଟ କରି ନ ଥିଲା।…

ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ…

ଭୁବନେଶ୍ବର: ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ୨ ଛାତ୍ରଛାତ୍ରୀମାନଙ୍କ ନାମଲେଖା ଅବଧିକୁ ବୃଦ୍ଧି କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ଅନୁମୋଦନ କ୍ରମେ ଯୁକ୍ତ ୨ ନାମଲେଖା ନିମନ୍ତେ ପରିବର୍ତ୍ତି କାର୍ଯ୍ଯସୂଚୀ ପ୍ରସ୍ତୁତ ହୋଇଛି। ନୂତନ ସୂଚନା…

ଏଣିକି +୨ରେ ହେବ ତ୍ରୈମାସିକ ପରୀକ୍ଷା :…

ଭୁବନେଶ୍ବର : ଚଳିତ ଶିକ୍ଷାବର୍ଷରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ୨ ଛାତ୍ରଛାତ୍ରୀଙ୍କ ପାଇଁ ତ୍ରୈମାସିକ ପରୀକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରତି ତିନି ମାସରେ ଛାତ୍ରଛାତ୍ରୀ ଗୋଟିଏ ଲେଖାଏ ପରୀକ୍ଷା ଦେବାକୁ ପଡିବ। ଅର୍ଥାତ୍‌ ବର୍ଷକୁ ୩ଟି ପରୀକ୍ଷା ଦେବା ବାଧ୍ୟତାମୂଳକ। ଯଦି କୌଣସି…

ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ଓ…

ଭୁବନେଶ୍ବର : ପ୍ରକାଶ ପାଇଛି ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ। ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶିତ ହୋଇଛି। ଚଳିତ ବର୍ଷ ଯୁକ୍ତ ଦୁଇ କଳାରେ ୨ ଲକ୍ଷ ୮ ହଜାର ୬୩୧ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥର ପାସ୍ ହାର ୮୨.୧୦ ପ୍ରତିଶତ ରହିଛି। ସେହିପରି ଧନ୍ଦାମୂଳକ…

ଆଜି ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ଦୁଇ…

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶିତ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପରୀକ୍ଷା ଫଳ ଘୋଷଣା କରିବେ । ଏହାପରେ ୱେବସାଇଟରେ ରେଜଲ୍ଟ ଉପଲବ୍ଧ । ପରୀକ୍ଷାର୍ଥୀ…

ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ…

ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‍ଏସ୍‍ଇ) ପକ୍ଷରୁ ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇଛି। ସିଏଚଏସଇ ମୁଖ୍ୟାଳୟରେ ଆନୁଷ୍ଠାନିକ ଭାବେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ଘୋଷଣା କରିଛନ୍ତି। ଅପରାହ୍ଣ ୫ଟାରେ ପରୀକ୍ଷା ଫଳ…

ଜୁନ୍ ୨ରୁ +୨ ଖାତା ଦେଖା ଆରମ୍ଭ

ଭୁବନେଶ୍ୱର: ଜୁନ ୨ ତାରିଖରୁ ଆରମ୍ଭ ହେବ + ୨ ମୂଲ୍ୟାୟାନ । ୨ଟି ପର୍ଯ୍ଯାୟରେ ଯୁକ୍ତ ଦୁଇ ଖାତାଦେଖା ହେବ। ୬୪ଟି କେନ୍ଦ୍ରରେ ଅଫଲାଇନ, ୩୭ଟି କେନ୍ଦ୍ରରେ ଅନଲାଇନ ମୂଲ୍ୟାୟନ ହେବ । ଜୁନ ୨ରୁ ଜୁନ ୧୨ ପର୍ଯ୍ଯନ୍ତ ପ୍ରଥମ ପର୍ୟ୍ୟାୟର ମୂଲ୍ୟାୟାନ ହେବ। ଜୁନ୍‍ ୧୩ରୁ ୨୨ ଯାଏଁ ୨ୟ ପର୍ଯ୍ଯାୟ ମୂଲ୍ୟାୟନ ହେବ।…

ବ୍ରଜରାଜନଗର ଉପନିର୍ବାଚନ ପାଇଁ ଘୁଞ୍ଚିଲା…

ଭୁବନେଶ୍ବର: ବ୍ରଜରାଜନଗର ଉପନିର୍ବାଚନ ପାଇଁ  ଦ୍ୱାଦଶ (+୨) ପରୀକ୍ଷା ଘୁଞ୍ଚିଛି। ଆସନ୍ତା ୩୧ ତାରିଖରେ ହେବାକୁ ଥିବା ପରୀକ୍ଷା ଜୁନ୍ ୪କୁ ଘୁଞ୍ଚାଇ ଦିଆଯାଇଛି । କଳା ବିଭାଗର ଗଣିତ ଓ ଗୃହବିଜ୍ଞାନ, ବିଜ୍ଞାନର ଗଣିତ ପରୀକ୍ଷା ଘୁଞ୍ଚିଥିବା ସୂଚନା ।