ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Civil Services Exam

ଘୁଞ୍ଚିଲା ସିଭିଲ୍ ସର୍ଭିସ୍…

ନୂଆଦିଲ୍ଲୀ: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସିଭିଲ ସର୍ଭିସ (ପ୍ରିଲିମିନାରୀ) ପରୀକ୍ଷା ଘୁଞ୍ଚିଲା। ପୂର୍ବରୁ ସିଭିଲ୍‌ ସର୍ଭିସ୍‌ ପ୍ରିଲିମିନାରୀ ପରୀକ୍ଷା ଆସନ୍ତା ମାସ ଜୁନ୍ ୨୭ ତାରିଖରେ ହେବାର ଥିଲା। ଏବେ ଏହାକୁ ୨୦୨୧ ଅକ୍ଟୋବର ୧୦ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।