ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

CM Naveen

କଟକ ମୋର ପ୍ରିୟ ସହର, ମୋର ଜନ୍ମଭୂମୀ,…

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଠାରେ ୫ଟି ଉପକ୍ରମରେ ନବ ନିର୍ମିତ ଅତ୍ୟାଧୁନିକ କଟକ ନେତାଜୀ ବସ ଟର୍ମିନାଲ୍‌କୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ କଟକ ସହରର ୯ଟି  ଉନ୍ନୟନ ପ୍ରକଳ୍ପର ଉଦ୍‌ଘାଟନ ଓ ୪ଟି ପ୍ରକଳ୍ପ ପାଇଁ…

ଓଡ଼ିଶାରେ ଶିଳ୍ପ ବିକାଶର ଏକ ନୂଆ ଯୁଗ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠୁ ଏକ ସପ୍ତାହ ବ୍ୟାପୀ ଜାପାନ ଗସ୍ତରେ ଯାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ଏକ ୪ ଜଣିଆ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ଜାପାନ ଗସ୍ତ କରିଛନ୍ତି । ଏହି ପ୍ରତିନିଧି ଦଳରେ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଶିଳ୍ପ…

ଆହୁରି ସୁଦୃଢ଼ ହେବ ଆଇନଶୃଙ୍ଖଳା, ଆଜି…

ଭୁବନେଶ୍ୱର : ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତିକୁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଥିବା ବେଳେ ଏହାର ସୁଫଳ ତୃଣମୂଳସ୍ତରରେ ଏ ଅନୁଭୂତ ହେଉଛି। ବିଶେଷକରି ରାଜ୍ୟଗୁଡ଼ିକରେ ଅଧିକରୁ ଅଧିକ ଥାନା ପ୍ରତିଷ୍ଠା ସହ ସେଠାରେ ପର୍ଯ୍ୟାପ୍ତ ପୁଲିସ ଅଧିକାରୀ, କର୍ମଚାରୀ ନିୟୋଜନ ତଥା ଭିତ୍ତିଭୂମି…

କାଲି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ,…

ଭୁବନେଶ୍ବର : ଆସନ୍ତାକାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । G-20 ଅଧ୍ୟକ୍ଷତାକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବୈଠକରେ ହେବେ ସାମିଲ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ବସିବ ବୈଠକ । ଏ ନେଇ ଆସନ୍ତାକାଲି ସକାଳୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯିବା…

ଆରମ୍ଭ ହେଲା ଜାତୀୟ ଭିଜିଲାନ୍ସ ସଚେତନତା…

ଭୁବନେଶ୍ୱର : ଆଜିଠୁ ଆରମ୍ଭ ହୋଇଛି ଜାତୀୟ ଭିଜିଲାନ୍ସ ସଚେତନତା ସପ୍ତାହ। ଏହା ସମଗ୍ର ଦେଶ ସମେତ ରାଜ୍ୟରେ ଆସନ୍ତା ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ଏକ ଉନ୍ନତ ରାଷ୍ଟ୍ର ପାଇଁ ଦୁର୍ନୀତିମୁକ୍ତ ଭାରତ ଗଠନ” ଚଳିତ ବର୍ଷର ବିଷୟବସ୍ତୁ ରହିଛି। ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏହି କାର୍ଯ୍ୟକ୍ରମ…

ଉପାନ୍ତ ଜିଲ୍ଲାମାନଙ୍କ ପାଇଁ ବରଦାନ…

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଯୋଜନା ଉପାନ୍ତ ଜିଲ୍ଲାମାନଙ୍କ ପାଇଁ ବରଦାନ ପାଲଟିଛି। ରାଜ୍ୟର ଦୁର୍ଗମ ଅଞ୍ଚଳର ରୋଗୀମାନେ ମଧ୍ୟ ସୁପର ସ୍ପେସାଲିଷ୍ଟ ଚିକିତ୍ସା ପାଇବାରେ ସକ୍ଷମ ହେଉଛନ୍ତି । ପ୍ରଥମ ପର୍ଯ୍ୟାୟରେ ହୃଦରୋଗ, କିଡନୀ ଓ ଗ୍ୟାଷ୍ଟ୍ରୋଲୋଜି ଭଳି ବିଭାଗର…

ଗୋଟିଏ ଦିନରେ ୧୮ଟି ବୈଠକ କରି ଆପଣ…

ଭୁବନେଶ୍ବର : ନିବେଶ ନିମନ୍ତେ ସାରା ଦେଶରେ ଓଡ଼ିଶା ସର୍ବୋତ୍କୃଷ୍ଟ ରାଜ୍ୟ। ଇଜ୍‍ ଅଫ୍‍ ଡ଼ୁଇଙ୍ଗ ବିଜନେସ କ୍ରମାଙ୍କରେ ଓଡ଼ିଶା ଆଚିଭର୍ସ ବର୍ଗରେ ସ୍ଥାନ ପାଇଛି। ଦକ୍ଷ ମାନବସମ୍ବଳ ସୃଷ୍ଟି ଓ ସହଜ ଶିଳ୍ପ ନୀତି ପ୍ରଣୟନ କ୍ଷେତ୍ରରେ ଦେଶରେ ଓଡ଼ିଶାର ପ୍ରଚେଷ୍ଟା ଅଦ୍ୱିତୀୟ। ଏଥିପାଇଁ ଦେଶ ବିଦେଶର…

୩୧ରେ ନୂଆଦିଲ୍ଲୀ ନିବେଶକ ସମ୍ମେଳନ :…

ଭୁବନେଶ୍ୱର : ଚଳିତ ବର୍ଷ ନଭେମ୍ବର ମାସ ୩୦ ତାରିଖରୁ ଡିସେମ୍ବର ମାସ ୪ ତାରିଖ ଯାଏଁ ରାଜ୍ୟ ସରକାରଙ୍କ ପକ୍ଷରୁ ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ଅନୁଷ୍ଠିତ ହେବାକୁ ଯାଉଛି। ଏହି କନକ୍ଲେଭକୁ ସଫଳ କରିବା ପାଇଁ ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚଳାଇଛନ୍ତି। ଏହି କ୍ରମରେ ଆସନ୍ତା ୩୧…

ରାଜ୍ୟକୁ ଧାର୍ଯ୍ୟ ସମୟରେ ମିଳୁନି ସାର,…

ଭୁବନେଶ୍ବର : ଓଡିଶାକୁ ସାର ଯୋଗାଣ ବାବଦରେ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟକୁ ଆବଶ୍ୟକ ପରିମାଣର ସାର ମିଳୁନଥିବାରୁ ଉଦବୋଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ କେନ୍ଦ୍ର ସାର ମନ୍ତ୍ରୀଙ୍କ ବ୍ୟକ୍ତିଗତ…

୩୦ଟି ଜିଲ୍ଲା ପାଇଁ ବରିଷ୍ଠ…

ଭୁବନେଶ୍ବର : ରାଜ୍ୟର ୩୦ଟି ଜିଲ୍ଲା ପାଇଁ ବିଜୁ ଜନତା ଦଳ ପକ୍ଷରୁ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କ ନାମ ଘୋଷଣା କରିଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୬ ଜଣ ବରିଷ୍ଠ ନେତାଙ୍କୁ ୩୦ଟି ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପ୍ରେସ…