ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

CM ODISHA

ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନକୁ ସାକାର କରି…

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ…

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ସ୍ଥାନୀୟ ସାମନ୍ତ ବିହାର ଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇ ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରଶିକ୍ଷଣ କେନ୍ଦ୍ର ପାଇଁ ୨୫ କୋଟି…

ଶାନ୍ତି ଓ ଭାଇଚାରା ପାଇଁ ଓଡ଼ିଶା…

ଭୁବନେଶ୍ୱର : ଶାନ୍ତି ଓ ଭାଇଚାରା ପାଇଁ ଓଡ଼ିଶା ପ୍ରସିଦ୍ଧ । ବିଭିନ୍ନ କମ୍ୟୁନିଟି ମଧ୍ୟରେ ସଦ୍‌ଭାବ ପାଇଁ ଓଡ଼ିଶା ସାରା ଦେଶ ପାଇଁ ଆଦର୍ଶ । ଆଜି ଭୁବନେଶ୍ବର ଜୟଦେବ ଭବନଠାରେ ହଜ୍‌ ଯାତ୍ରାରେ ଯାଉଥିବା ହାଜି ଭାଇଭଉଣୀମାନଙ୍କୁ ଭିଡ଼ିଓ ବାର୍ତ୍ତା ଜରିଆରେ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଥୋମାସ କପ ବିଜୟୀ ଭାରତୀୟ ବ୍ୟାଡମିଣ୍ଟନ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୪ ଥର ଥୋମାସ କପ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଥିବା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଦଳର ପ୍ରତ୍ୟେକ ସଦସ୍ୟଙ୍କୁ ସମ୍ପର୍ଦ୍ଧିତ କରିଛନ୍ତି। ଏଥିପାଇଁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଲୋକସେବା ଭବନ ଠାରେ ଏକ ଭବ୍ୟ ସମ୍ବର୍ଦ୍ଧନା…

ଭାରତ-ଦକ୍ଷିଣ ଆଫ୍ରିକା ବାରବାଟୀ ଟି-୨୦ :…

ଭୁବନେଶ୍ବର : ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦କୁ ଆଉ ୫ ଦିନ ବାକି ଅଛି। ମ୍ୟାଚ୍‌ ପାଇଁ ବାରବାଟୀ ଷ୍ଟାଡିୟମର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଓସିଏ ପକ୍ଷରୁ ମ୍ୟାଚ ପାଇଁ ଆନୁଷଙ୍ଗିକ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଆଗେଇ ଚାଲିଛି । ଷ୍ଟାଡିୟମକୁ ଚଳିତ ଥର ନୂଆ ଲୁକ୍‌ ଦେବାପାଇଁ…

‘୫‌-ଟି’ ସ୍କୁଲ ରୂପାନ୍ତରଣର ଦ୍ବିତୀୟ…

ଭୁବନେଶ୍ବର : ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ବିଦ୍ୟାଳୟ ଗୁଡିକର କାୟାକଳ୍ପ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକାରାତ୍ମକ ପ୍ରଭାବ ପକାଇଛି । ସ୍କୁଲର ଆଧୁନିକ ସୁବିଧା ସୁଯୋଗ ଯୋଗୁ ପାଠ ପଢିବାକୁ ଆଗ୍ରହ ମଧ୍ୟ ବଢିବା ସହିତ ଆମର ଆତ୍ମବିଶ୍ବାସ ମଧ୍ୟ ବୃଦ୍ଧି ପାଇଛି ବୋଲି ପିଲାମାନେ ମତବ୍ୟକ୍ତ…

୨୪ ପାଇଁ ନବୀନଙ୍କ ରଣକୌଶଳ, ବରିଷ୍ଠ…

ଭୁବନେଶ୍ୱର : ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଦେଶର ବିଭିନ୍ନ ରାଜନୈତିକ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ବିଜେପି ଗତ ବର୍ଷକ ମଧ୍ୟରେ ପ୍ରାୟ ଅଧଡଜନ ମୁଖ୍ୟମନ୍ତ୍ରୀଙ୍କୁ ବଦଳାଇ ସାରିଲାଣି। କଂଗ୍ରେସ ଦେଶ ତଥା ଅନେକ ରାଜ୍ୟରେ ନୂଆ ସଭାପତି ସନ୍ଧାନରେ ରହିଛି। ମାତ୍ର ଦୀର୍ଘ ୨୨ ବର୍ଷର…

ନବୀନଙ୍କ ମନ୍ତ୍ରୀମଣ୍ଡଳର ନବକଳେବର : ୫…

ଭୁବନେଶ୍ବର : ନିଜ ପଞ୍ଚମ ପାଳିର ୩ୟ ବର୍ଷ ପୂରଣ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମଥର ପାଇଁ ରାଜ୍ୟ ମନ୍ତ୍ରୀମଣ୍ଡଳର ନବକଳେବର କରିବାକୁ ଯାଉଛନ୍ତି। ଏହି ମନ୍ତ୍ରିମଣ୍ଡଳ ପୂର୍ବର ସବୁ ମନ୍ତ୍ରିମଣ୍ଡଳଠାରୁ ଭିନ୍ନ ହେବ ଏବଂ ଆଗାମୀ ସାଧାରଣ ଓ ବିଧାନସଭା ନିର୍ବାଚନ ନିମନ୍ତେ ଦଳର ଆଭିମୁଖ୍ୟ ଏଥିରେ…

କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ…

ଭୁବନେଶ୍ବର :  କଟକର ଅଧିଷ୍ଠାତ୍ରୀ ଦେବୀ ମା କଟକ ଚଣ୍ଡୀ । ହଜ଼ାର ହଜ଼ାର ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ଏହି ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା । ଭକ୍ତ ମାନଙ୍କ ପାଇଁ ବିଭନ୍ନ ସୁବିଧା ସୁଯୋଗ ସହିତ ଏକ ସୁନ୍ଦର…

୪୦୯ କୋଟି ଟଙ୍କାର ୨ ପ୍ରକଳ୍ପର ଉଦଘାଟନ…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୨ଟି ଶିଳ୍ପ ପ୍ରକଳ୍ପର ଉଦଘାଟନ କରିଥିବାବେଳେ ୧୧ଟି ଶିଳ୍ପ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଏସବୁ ପ୍ରକଳ୍ପରେ ମୋଟ ୨୩୫୯ କୋଟି ଟଙ୍କାର ପୁଞ୍ଜି ନିବେଶ ଆସିଥିବାବେଳେ ୩୨୦୦ ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଉଦଘାଟିତ ହୋଇଥିବା ୨ଟି ଶିଳ୍ପ…