ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

cm of odisha

ଚିକିତ୍ସା କ୍ଷେତ୍ରରେ ବୈପ୍ଳବିକ…

ସୁନ୍ଦରଗଡ଼ : ଅର୍ଥ ଅଭାବରୁ କାହାର ଜୀବନ ଯିବ ନାହିଁ । ଚିକିତ୍ସା ପାଇଁ ଜମିବାଡ଼ି, ଗହଣା ବିକିବାକୁ ପଡ଼ିବ ନାହିଁ। କେବଳ ଗୋଟିଏ କାର୍ଡ ଦେଖାଇଲେ ମାଗଣାରେ ମିଳିବ ଚିକିତ୍ସା ସୁବିଧା । ସରକାରୀ ହସ୍ପିଟାଲରୁ ଆରମ୍ଭ କରି ବେସରକାରୀ ହସ୍ପିଟାଲ, ବିନା ଟଙ୍କାରେ ଚିକିତ୍ସା ସୁବିଧା ପାଇବେ ରାଜ୍ୟର ଗରିବ…

ମୁଖ୍ଯମନ୍ତ୍ରୀଙ୍କ କରୋନା ସମୀକ୍ଷା,…

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଛନ୍ତି । ବ୍ୟାପକ ସଚେତନତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । କୋଭିଡ୍ ଗାଇଡଲାଇନକୁ କଡ଼ାକଡି ପାଳନା କରିବାକୁ ମୁଖ୍ୟମନ୍ତ୍ରୀ…

ରାଜ୍ୟରେ ୩ ହଜାର ମୋ ସେବା କେନ୍ଦ୍ର ଓ…

ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୧୦୫ ତମ ଜନ୍ମ ଜୟନ୍ତୀ ।  ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦୦ରୁ ଅଧିକ ମୋ ସେବାକେନ୍ଦ୍ର ଓ ଓଡ଼ିଶାଓ୍ୱାନ୍ ପୋର୍ଟାଲ ଲୋକାର୍ପିତ କରିଛନ୍ତି ।ଏହି କାର୍ଯ୍ଯକ୍ରମରେ ମୁଖ୍ୟମନ୍ତ୍ରୀ  ଉଦ୍‌ବୋଧନ ଦେଇ କହିଛନ୍ତି ଯେ, ସେବା ଓ…

କେନ୍ଦ୍ରାପଡ଼ାରେ ପ୍ରତିଷ୍ଠା ହେବ ଷ୍ଟିଲ୍…

ଭୁବନେଶ୍ୱର: କେନ୍ଦ୍ରାପଡ଼ାରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ କରିବ ଆର୍ସେଲର ମିତ୍ତଲର ନିପୋନ୍ ଷ୍ଟିଲ୍ । ଏନେଇ ଓଡ଼ିଶା ସରକାର ଓ ଆର୍ସେଲର ମିତ୍ତଲ ମଧ୍ୟରେ ଗୁରୁବାର ଏମଓୟୁ ସ୍ବାକ୍ଷରିତ ହୋଇଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଆର୍ସେଲର ମିତ୍ତଲର ମୁଖ୍ୟ ଲକ୍ଷ୍ମୀ ନାରାୟଣ…

ବିଜୁ ବାବୁଙ୍କ ୧୦୫ ତମ ଜୟନ୍ତୀରେ…

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୫ ତାରିଖରେ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜୟନ୍ତୀ ଉପଲକ୍ଷେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ବିଶାଳ ସାଇକେଲ୍ ଶୋଭାଯାତ୍ରା କରାଯିବ। ଏହା ସହିତ ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ ଏପ୍ରିଲ ୧୭ ପର୍ଯ୍ଯନ୍ତ ରକ୍ତଦାନ ଶିବିର ଆୟୋଜନ ପାଇଁ ନିଷ୍ପତ୍ତି ହୋଇଛି । ମାର୍ଚ୍ଚ…

ପିପିଲିର ବିକାଶ ପାଇଁ ୬୭.୬୮ କୋଟି…

ଭୁବନେଶ୍ବର: ପିପିଲି ବିକାଶ ପାଇଁ  ମଙ୍ଗଳବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୀୟକ ସ୍ବତନ୍ତ୍ର ପ୍ଯାକେଜ ଘୋଷଣା କରିଛନ୍ତି।  ପିପିଲି ବ୍ଲକ, ଡେଲାଙ୍ଗ ବ୍ଲକ ଓ ପିପିଲି ପୌରାଞ୍ଚଳ ପାଇଁ ୬୭ କୋଟି ୬୮ ଲକ୍ଷ ଟଙ୍କା ବ୍ୟୟ ପ୍ରକଳ୍ପର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।…

ପିପିଲି ଜନତାଙ୍କ ସହ ନବୀନଙ୍କ ଆଲୋଚନା…

ଭୁବନେଶ୍ୱର: ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା କାଲି ପିପିଲି ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ସହ ଭିଡ଼ିଓ କନଫରେନସିଂ ଜରିଆରେ ଆଲୋଚନା କରିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପିପିଲି ବିଧାନସଭା କ୍ଷେତ୍ର ପାଇଁ କିଛି ବଡ଼ ପ୍ୟାକେଜ୍‍ ଏବଂ ଉନ୍ନୟନମୂଳକ କାର୍ଯ୍ୟକ୍ରମ…

ସ୍ୱାସ୍ଥ୍ୟ ସେବାକୁ ତ୍ୱରାନ୍ୱିତ କରିବାକୁ…

ଭୁବନେଶ୍ୱର, ୨୧ା୨ (ସମିସ): ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ତ୍ୱରାନ୍ୱିତ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେଇଛନ୍ତି ବଡ଼ ପଦକ୍ଷେପ। ବିଭିନ୍ନ ଡ଼ାକ୍ତରଖାନାରେ ଆଉ ୨୪୫୨ ଜଣ ଡ଼ାକ୍ତରଙ୍କୁ ନିଯୁକ୍ତି ଦିଆଯିବ। ଜାନୁଆରୀ ୧୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା…

ନିର୍ବାଚିତ ସରକାରଙ୍କୁ କାମ କରିବାକୁ…

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନିତି ଆୟୋଗ ପରିଚାଳନା ପରିଷଦର ଷଷ୍ଠ ବୈଠକରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଜ ବକ୍ତବ୍ୟ ରଖିଛନ୍ତି। ରେଳବାଇ, ବ୍ୟାଙ୍କିଂ, ଟେଲିକମ୍, କେନ୍ଦ୍ରୀୟ ଅନୁଦାନ ହ୍ରାସ , ‘ସ୍ୱତନ୍ତ୍ର ଫୋକସ୍ ରାଜ୍ୟ’ ଓ…

ମୟୁରଭଞ୍ଜ ସଡ଼କ ଦୁର୍ଘଟଣା;…

ଭୁବନେଶ୍ୱର: ମୟୁରଭଞ୍ଜ ଜିଲ୍ଲାର ସାରକଣାଠାରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିଲା । ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣ ହେଉଛନ୍ତି ଓଡ଼ିଶାର ଅଧିବାସୀ ଏବଂ ଆଉ ଜଣେ ହେଉଛନ୍ତି ଝାଡଖଣ୍ଡ ଅଧିବାସୀ ।…