ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ଼…
ରାଉରକେଲା : ଆସନ୍ତାକାଲି ରାଉରକେଲା ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଉରକେଲା ସମେତ ସୁନ୍ଦରଗଡ଼ ଜିଲ୍ଲାରେ ବିଭିନ୍ନ ଉନ୍ନୟନ ତଥା ବିକାଶ କାର୍ଯ୍ୟକ୍ରମ ପାଇଁ ୪ ହଜାର ୮୦୦ କୋଟି ଟଙ୍କାର ପ୍ରକଳ୍ପକୁ ଅନାବରଣ କରିବେ ମୁଖ୍ୟମନ୍ତ୍ରୀ। ଏଥିପାଇଁ ପୂର୍ଣ୍ଣ ପ୍ରସ୍ତୁତିରେ ଲାଗିପଡ଼ିଛି ଜିଲା ପ୍ରଶାସନ।…