କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର…
ଭୁବନେଶ୍ବର: କବିତା ସଙ୍କଳନ 'ଦୟାନଦୀ' ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବାକୁ ମନୋନୀତ ହୋଇଥିବା ଓଡ଼ିଶାର ବିଶିଷ୍ଟ କବୟିତ୍ରୀ ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଆ ସାହିତ୍ୟ ଜଗତକୁ ସମୃଦ୍ଧ କରିବା ନେଇ ଆଗାମୀଦିନରେ ତାଙ୍କର…