ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

CMO

ବଢ଼ିଲା OTET ପାସ୍‌ କରିନଥିବା…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ  କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।  ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ୧୨,୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ ।ସୂଚନାଯୋଗ୍ୟ ଯେ, 5-T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ…

୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୩ଟି ବିଭାଗର ୮ ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି ମିଳିଛି। ମହିଳା ଓ ଶିଶୁ ବିକାଶର ୫୦୪ ଜଣ ଠିକା ସୁପର ଭାଇଜରଙ୍କୁ ରେଗୁଲାର ପାଇଁ ନିଷ୍ପତି…

ରାଜ୍ୟର ବିଭିନ୍ନ ସହରରେ ବିକାଶମୂଳକ…

ଭୁବନେଶ୍ବର: ରାଜ୍ୟର ସହର ବିକାଶ ଇତିହାସରେ ଆଜି ଏକ ନୂଆ ମାଇଲଷ୍ଟୋନ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି 5T ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ପିଇବା ପାଣି ସୁବିଧା,  ଡ୍ରିଙ୍କ ଫ୍ରମ ଟ୍ଯାପ , ପକ୍କା ରାସ୍ତା, ସ୍ୱେରେଜ୍ ସିଷ୍ଟମ୍ ଓ ଅନେକ ନାଗରିକ ସେବା ସହିତ…

୧୩୩ଟି ନୂତନ ପ୍ରାଣୀ ସେବା ଯାନ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଆଜି  ୧୩୩ଟି ନୂତନ ପ୍ରାଣୀ  ସେବା ଯାନ ଲୋକାର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା କାର୍ଯ୍ୟକ୍ରମ ଅଧିନରେ ଏହା କାର୍ଯ୍ୟକାରୀ ହୋଇଛି।  ଆଜି କଳିଙ୍ଗ ଷ୍ଟାଡିୟମ୍‌ଠାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ…

୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ…

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି । ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟରରେ ନିଯୁକ୍ତି…

ଜିଲ୍ଲା ମୁଖ୍ୟାଳୟରୁ ପୁରୀ ଯାଏ ଗଡ଼ିବ…

ଭୁବନେଶ୍ବର: ଜିଲ୍ଲା ମୁଖ୍ୟାଳୟରୁ ପୁରୀ ଯାଏ ଗଡ଼ିବ ବିଳାସମୟ ବସ୍ । ଲକ୍ଷ୍ମୀ ୩ୟ ଟାଇଆରରେ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ । ଏସି ଡିଲକ୍ସ ବସରେ ଜିଲ୍ଲା ମୁଖ୍ୟାଳୟରୁ ପୁରୀ ଆସି ଜଗନ୍ନାଥ ଦର୍ଶନ କରି ଫେରିବେ  ଲୋକେ। ପ୍ରଥମ ପର୍ଯ୍ୟାୟରେ ୧୫ ଜିଲ୍ଲାରେ ଆରମ୍ଭ ହେବ। ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ…

୪ର୍ଥ ପର୍ଯ୍ୟାୟରେ ୫ ଜିଲ୍ଲାର ୩୮୯ଟି…

ଭୁବନେଶ୍ବର: ୫ଟି ଉପକ୍ରମରେ ବଦଳୁଛି ସ୍କୁଲର ଚିତ୍ର। ଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ସାଙ୍ଗକୁ ଯୋଗାଇ ଦିଆଯାଉଛି ହାଇଟେକ ସୁବିଧା । ଗୁରୁବାର ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟର ୩୮୯ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଗୁଡିକ…

ପରିବର୍ଦ୍ଧିିତ କାଳିଆ ଛାତ୍ରବୃତ୍ତିକୁ…

ଭୁବନେଶ୍ୱର: କାଳିଆ ଯୋଜନା ହିତାଧିକାରୀଙ୍କ ପିଲାମାନଙ୍କୁ ଉଚ୍ଚଶିକ୍ଷା ପାଇଁ ଦିଆଯାଉଥିବା କାଳିଆ ଛାତ୍ରବୃତ୍ତିକୁ ପରିବର୍ଦ୍ଧିତ କରାଯାଇଛି। ଏହି ଛାତ୍ରବୃତ୍ତିରେ ଯେପରି ଅଧିକ ପିଲା ଉପକୃତ ହେବେ, ସେଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନକ୍ରମେ ଆବଶ୍ୟକ ସଂଶୋଧନ କରାଯାଇଛି। ଏହି କ୍ରମରେ ଶୁକ୍ରବାର କୃଷି…

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: କଳାହାଣ୍ଡି…

ଭୁବନେଶ୍ବର: କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ନାମରେ ନାମିତ କରାଯାଇଛି। ଏବେ ଏହା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ଭବାନୀପାଟଣା ନାମରେ ପରିଚିତ ହେବ। ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।…

ଶ୍ରୀମନ୍ଦିରର ସୁରକ୍ଷା ପାଇଁ ସ୍ବତନ୍ତ୍ର…

ଭୁବନେଶ୍ୱର: ବିଶ୍ବ ପ୍ରସିଦ୍ଧ ଶ୍ରୀଜଗନ୍ନାଥ ମନ୍ଦିରରେ ସୁରକ୍ଷା ବ୍ୟବସ୍ଥା ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଏଥି ପାଇଁ ପଦକ୍ଷେପ ନେଇଛନ୍ତି। ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ବତନ୍ତ୍ର ବାଟାଲିଅନ୍‌ ମୁତୟନ ହେବେ। ଏଥି ପାଇଁ ସ୍ବତନ୍ତ୍ର ବାଟାଲିଅନ୍‌ ଗଠନ ହେବ। ସମସ୍ତଙ୍କ ସହ ଆଲୋଚନା ପରେ ୫ଟି…