ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

CMO_Odisha

ଆରମ୍ଭ ହେଲା ଦୁଇଦିନିଆ ଅନ୍ତର୍ଜାତୀୟ…

ଭୁବନେଶ୍ବର:  ଭୁବନେଶ୍ବରରେ ଆଜିଠାରୁ ଆରମ୍ଭ ହୋଇଛି ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ  । ଜନତା ମଇଦାନରେ ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯୁଗଯୁଗରୁ ପୁଷ୍ଟିଶସ୍ୟ ବା ମିଲେଟ୍‌ ଆମ ଖାଦ୍ୟପେୟର ଏକ ବିଶେଷ ଅଂଶ ହୋଇ ରହିଆସିଛି । ଓଡ଼ିଶାରେ ଏହାକୁ ବିଶେଷତ ଆଦିବାସୀ…

କମ୍ପୁଛି ଧାମନଗର: ଅବନ୍ତୀଙ୍କ ପାଇଁ…

ଭୁବନେଶ୍ବର: ପ୍ରଚାରରେ କମ୍ପୁଛି ଧାମନଗର। ଉପନିର୍ବାଚନ ପାଇଁ ସବୁ ଦଳର ପ୍ରାର୍ଥୀ ଏବେ ପ୍ରଚାରପ୍ରସାର ଚଳାଇଛନ୍ତି । ଏହି କ୍ରମରେ ଧାମନଗରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର କରିଛନ୍ତି। ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ପାଇଁ ନବୀନ ପ୍ରଚାର କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…

‘ଇଣ୍ଡିଆ ଟୁଡେ ମୁଡ୍‍ ଅଫ୍‍ ଦ ନେସନ’…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ଲୋକପ୍ରିୟତାରେ ଶୀର୍ଷରେ ରହିଛନ୍ତି। ନିର୍ମଳ ଭାବମୂର୍ତ୍ତି ଓ ସୁଶାସନ ତାଙ୍କ ପାଇଁ ଏହି ସଫଳତା ଆଣିଦେଇଛି। କେବଳ ରାଜ୍ୟ ପାଇଁ ନୁହେଁ; ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦେଶ ହିତକାରୀ ପ୍ରସଙ୍ଗରେ ଉଚିତ୍‍ ଦାୟିତ୍ୱ ନିର୍ବାହ କରି ନବୀନ ଜାତୀୟ ସ୍ତରରେ…

ମାଗିବା ଆଗରୁ ସମର୍ଥନ ଦେଇ ଉପହାର…

ଭୁବନେଶ୍ୱର: ଓଡ଼ିଶାରେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ।  ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ ଦ୍ରୌପଦୀ ମୁର୍ମୁ । ଏହା ପରେ ସେ ଅତିଥି ଭବନ ଯାଇଥିଲେ ଓ ସେଠାରୁ ବିଧାନସଭା ଆସିଥିଲେ । ବିଧାନସଭାରେ ଭବ୍ୟ ସ୍ୱାଗତ କରି ସମ୍ମିଳନୀ କକ୍ଷକୁ…

ବିଧାନସଭା ସମ୍ମିଳନୀ କକ୍ଷରେ ଦ୍ରୌପଦୀ…

ଭୁବନେଶ୍ୱର: ବିଧାନସଭାରେ ପହଞ୍ଚିଲେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ବିଧାନସଭାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ୱାଗତ କରିଥିଲେ। ବିଧାନସଭାର ସମ୍ମିଳନୀ କକ୍ଷକୁ ଦ୍ରୌପୀ ମୁର୍ମୁଙ୍କୁ ପାଛୋଟି ନେଲେ ମୁଖ୍ୟମନ୍ତ୍ରୀ, ବିଜେଡି ସାଂସଦ ଓ ବିଧାୟକ।…

ଦଳମତ ନିର୍ବିଶେଷରେ ମାଟିର ଝିଅ ଦ୍ରୌପଦୀ…

ଭୁବନେଶ୍ୱର: ଦଳମତ ନିର୍ବିଶେଷରେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୁଣି ଅପିଲ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କୁ ଭେଟିଲେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ…

ବିଦେଶ ଗସ୍ତ ସାରି ଆଜି ଓଡ଼ିଶା ଫେରିବେ…

ଭୁବନେଶ୍ବର: ୧୦ ଦିନିଆ ବିଦେଶ ଗସ୍ତ ସାରି ଆଜି ଓଡ଼ିଶା ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ବିଦେଶ ଗସ୍ତକୁ ନେଇ ରାଜ୍ୟ ଭିତରେ ଯେତିକି ଚର୍ଚ୍ଚା, ଦେଶ ବାହାରେ ବି ସେତିକି ଆଲୋଚନା । ରୋମରୁ ଦୁବାଇ ସବୁଠି ଥିଲା ନବୀନଙ୍କ କ୍ରେଜ । ବିଗତ ୨୨ ବର୍ଷରେ ଓଡ଼ିଶାରେ ହୋଇଥିବା…

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମସ୍ତ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମର ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମର ନୀତି…

ୟୁକ୍ରେନରୁ ସୁରକ୍ଷିତ ଫେରିଲେ ଓଡ଼ିଆ…

ଭୁବନେଶ୍ୱର: ଯୁଦ୍ଧଗ୍ରସ୍ତ ୟୁକ୍ରେନରୁ ଫେରିଥିବା ଓଡ଼ିଆଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଆ ଛାତ୍ରମାନେ ସୁରକ୍ଷିତ ଫେରିଆସିଥିବାରୁ ଆଶ୍ୱସ୍ତି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ୟୁକ୍ରେନରୁ ଫେରି ଆସି ନୂଆଦିଲ୍ଲୀରେ ଥିବା ଓଡିଆ…

କୋଭିଡ ସ୍ଥିତିର ସମୀକ୍ଷା କଲେ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର କୋଭିଡ ସ୍ଥିତି ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି । ତା ସହିତ ବରିଷ୍ଠ ନାଗରିକ ଓ ସମ୍ମୁଖ…