ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Commonwealth Games 2022

ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ଭାରତର…

ବର୍ମିଂହାମ୍‍: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଆଉ ଏକ ସଂସ୍କରଣ ସଫଳତାର ସହ ଶେଷ ହୋଇଛି। ଏହି କ୍ରୀଡ଼ାରେ ଅଂଶଗ୍ରହଣ କରି ଭାରତ ୨୨ ସ୍ୱର୍ଣ୍ଣ ସହ ୬୧ଟି ପଦକ ଜିତି ତାଲିକାରେ ଚତୁର୍ଥ ସ୍ଥାନରେ ରହିଛି। ଏହା ମଧ୍ୟରେ ରହିଛି ୧୬ ରୌପ୍ୟ ଓ ୨୩ କାଂସ୍ୟ ପଦକ। ୭୨ଟି ଦେଶକୁ ନେଇ ଆୟୋଜିତ ହୋଇଥିବା ଏହି ମେଗା ଇଭେଣ୍ଟରେ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ :…

ବର୍ମିଂହାମ:  ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଶେଷ ଦିନରେ ଭାରତକୁ ସ୍ୱର୍ଣ୍ଣ ବର୍ଷା ହେଉଛି। ଶେଷ ଦିନରେ କମାଲ କରିଛନ୍ତି ଭାରତୀୟ ଖେଳାଳି। ଆଜି ଦେଶ ପାଇଁ ଭାରତୀୟ ଖେଳାଳି ଜିତିଛନ୍ତି ୪ଟି ସ୍ୱର୍ଣ୍ଣ ପଦକ। ସେଥିରୁ କେବଳ ୩ଟି ଆସିଛି ବ୍ୟାଡ଼ମିଣ୍ଟନରୁ। ପ୍ରଥମେ ବ୍ୟାଡମିଣ୍ଟନ ମହିଳା ସିଙ୍ଗଲ୍ସରେ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଚମକିଲେ କୁସ୍ତି…

ବର୍ମିଂହାମ: ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ଭାରତକୁ ଆଉ ଦୁଇ ପଦକ ମିଳିଛି। ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତୀୟ ଭାରୋତ୍ତୋଳନକାରୀଙ୍କ କମାଲ ପରେ ଏବେ ଚମକିଛନ୍ତି କୁସ୍ତି ଯୋଦ୍ଧା। ଆଜି ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତକୁ ମିଳିଛି ସପ୍ତମ ସ୍ଵର୍ଣ୍ଣ। ତାରକା କୁସ୍ତି ଖେଳାଳି ବଜରଙ୍ଗ ପୁନିଆ ଭାରତକୁ ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଉ ଦୁଇ…

ବର୍ମିଂହାମ : ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ଭାରତକୁ ଆଉ ଦୁଇ ପଦକ। ପୁରୁଷ ଟେବୁଲ ଟେନିସ ଟିମ୍‌ ସିଙ୍ଗାପୁରକୁ ହରାଇ ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଜିତିଥିବା ବେଳେ ୯୬ କିଲୋ ଭାରତ୍ତୋଳନରେ ବିକାଶ ଠାକୁରଙ୍କୁ ରୌପ୍ୟ ପଦକ ମିଳିଛି । ଏହା ସହ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପଦକ ସଂଖ୍ୟା ୧୨କୁ ବୃଦ୍ଧି…

ରାଜ୍ଯଗୋଷ୍ଠୀ କ୍ରୀଡ଼ା ୨୦୨୨: ଭାରତକୁ…

ଭୁବନେଶ୍ବର: ରାଜ୍ଯଗୋଷ୍ଠୀ କ୍ରୀଡ଼ାରେ ଭାରତ ଆଉ ଏକ ସ୍ବର୍ଣ୍ଣ ପଦକ ହସଲ କରିଛି। ଭାରୋତ୍ତୋଳକ ଜେରେମି ଲାଲରିନୁଙ୍ଗା ଏହି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୬୭ କିଗ୍ରା ବର୍ଗରେ ଏହି ସଫଳତା ତାଙ୍କୁ ମିଳିଛି। ସ୍ନାଚରେ ୧୪୦, କ୍ଲିନ ଓ ଜର୍କରେ  ୧୬୦ କେଜି ଉଠାଇଛନ୍ତି ଜେରେମି। ଅର୍ଥାତ ସେ ରେକର୍ଡ…

ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତକୁ ପୁଣି ଏକ…

ବର୍ମିଂହାମ୍‌: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଉ ଏକ ସଫଳତା । ଭାରୋତ୍ତଳନର ପୁରୁଷ ୬୧ କିଲୋ ବର୍ଗରେ ଗୁରୁରାଜ ପୁଜାରୀ ବ୍ରୋଞ୍ଜ ପଦକ ହାସଲ କରି ଭାରତକୁ ଦ୍ୱିତୀୟ ପଦକ ଦେଇଛନ୍ତି । ଭାରୋତ୍ତଳନରେ ପ୍ରଥମେ ଦେଶକୁ ରୌପ୍ୟ ପଦକ ଭେଟିଦେଇଥିଲେ ସଙ୍କେତ ସରଗର । ବ୍ରୋଞ୍ଜ ଭେଟିଦେଲେ ଗୁରୁରାଜ ପୁଜାରୀ ।…

ରାଜ୍ୟଗୋଷ୍ଠୀ କ୍ରିଡ଼ା ୨୦୨୨: ଭାରତକୁ…

ବର୍ମିଂହାମ: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ମିଳିଲା ପ୍ରଥମ ପଦକ । ଭାରୋତ୍ତୋଳନକାରୀ ସଙ୍କେତ ମହାଦେବ ସରଗର ରୌପ୍ୟ ପଦକ ଜିତି ଭାରତକୁ ପ୍ରଥମ ପଦକ ଦେଇଛନ୍ତି। ସଂକେତ ପୁରୁଷ ଭାରୋତ୍ତଳନର ୫୫ କିଲୋ ବର୍ଗରେ ଭାରତ ପାଇଁ ରୌପ୍ୟ ପଦକ ହାସଲ କରିଛନ୍ତି । ସେ ୨୪୮ କିଲୋ ଭାର ଉଠାଇ ରୌପ୍ୟ ପଦକ ବିଜୟୀ…