ମମିତା ମେହେର ହତ୍ୟାକାଣ୍ଡ ମାମଲା :…
କଣ୍ଟାବାଞ୍ଜି : ବହୁଚର୍ଚ୍ଚିତ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ କଣ୍ଟାବାଞ୍ଜି ଅତିରିକ୍ତ ଦୌରାଜଜ୍ ଶୁକ୍ରବାରଠାରୁ ଆସନ୍ତା ୧୪ଦିନ ପାଇଁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ମାନ୍ୟବର ହାଇକୋର୍ଟଙ୍କ ନିଷ୍ପତି ଅନୁସାରେ ଆନ୍ତରୀଣ ଜାମିନ…