ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Congress President

କଂଗ୍ରେସ ସଭାପତି ଭାବେ ଦାୟିତ୍ୱ ନେବା…

ନୂଆଦିଲ୍ଲୀ : ଆଜି ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ଼ଗେ କଂଗ୍ରେସର ଅଧ୍ୟକ୍ଷ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି। ଆଜି ‘ଏଆଇସିସି’ ମୁଖ୍ୟାଳୟରେ ସୋନିଆ ଗାନ୍ଧୀ ୮୦ ବର୍ଷିୟ ଖଡ଼ଗେଙ୍କୁ ‘ସାର୍ଟିଫିକେଟ୍‌’ ପ୍ରଦାନ କରିଛନ୍ତି। ପ୍ରାୟ ୨୪ ବର୍ଷ ପରେ ଏହି ପଦବୀ ଅଳଙ୍କୃତ କରିବାରେ ଖଡ଼ଗେ ହେଉଛନ୍ତି…

ମଲ୍ଲିକାର୍ଜୁନ ଖଡଗେ ହେଲେ କଂଗ୍ରେସ…

ନୂଆଦିଲ୍ଲୀ : ୨୪ ବର୍ଷ ପରେ କଂଗ୍ରେସକୁ ମିଳିଲା ନୂଆ ସଭାପତି। ଅଣ ଗାନ୍ଧି ପରିବାରରୁ ମଲ୍ଲିକାର୍ଜୁନ ଖଡଗେ ହୋଇଛନ୍ତି କଂଗ୍ରେସର ନୂଆ ମୁଖିଆ। ନୂଆ କଂଗ୍ରେସ ସଭାପତି ନେଇ ହୋଇଥିବା ଭୋଟ ଆଜି ଗଣତି କରାଯାଇଛି, ଯେଉଁଥିରେ ସର୍ବାଧିକ ଭୋଟ ପାଇଁ କଂଗ୍ରେସର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡଗେ କଂଗ୍ରେସର…

ଅଣଗାନ୍ଧୀ ପାଲଟିବେ କଂଗ୍ରେସ ଅଧ୍ୟକ୍ଷ :…

ନୂଆଦିଲ୍ଲୀ : କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲାଗି ଗତକାଲିଠୁ ଶେଷ ହୋଇଛି ନାମାନଙ୍କନ ଦାଖଲ ପ୍ରକ୍ରିୟା। ସେପ୍ଟମ୍ବର ୩୦ ତାରିଖରେ ଦଳର ଅଧ୍ୟକ୍ଷ ପଦ ଲାଗି ନାମାଙ୍କନ ଦାଖଲ କରିଥିଲେ ଦଳର ରାଜ୍ୟସଭା ସାଂସଦ ମଲ୍ଲିକାର୍ଜୁନ ଖଡଗେ,ଲୋକସଭା ସାଂସଦ ଶଶୀ ଥରୁର ଏବଂ ପୂର୍ବତନ ଝାଡଖଣ୍ଡ ମନ୍ତ୍ରୀ କେ.ଏନ…

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ : ଓହରିଲେ…

ନୂଆଦିଲ୍ଲୀ : କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବାର ଆଜି ହେଉଛି ଅନ୍ତିମ ଦିନ। ଶେଷ ଦିନର ଅଧ୍ୟକ୍ଷ ନିର୍ବାଚନକୁ ନେଇ ଲଢ଼େଇ ଜୋରଦାର ହେବାକୁ ନେଇ ଚର୍ଚ୍ଚା ମଧ୍ୟରେ ଏକ ରୋଚକ ଦୃଶ୍ୟ ସାମ୍ନାକୁ ଆସିଛି। ପୂର୍ବରୁ କଂଗ୍ରେସ ଅଧ୍ୟକ୍ଷ ପାଇଁ ରେସରେ ଥିବା ଅଶୋକ ଗେହଲଟ ଓ ଦଗବିଜୟ ସିଂହ…

ଗେହଲଟ୍‌ ହୋଇପାରନ୍ତି କଂଗ୍ରେସର…

ନୂଆଦିଲ୍ଲୀ: ଏଆଇସିସି ସଭାପତି ପଦ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ । ଆଜିଠାରୁ ୩୦ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହେବ । ଦୁଇ ଦଶନ୍ଧି ପରେ ଅଣଗାନ୍ଧୀଙ୍କ ହାତକୁ ଯିବ କଂଗ୍ରେସ କମାଣ । ଏଆଇସିସି ସଭାପତି ରେସରେ ଗେହଲଟ, ଥରୁର, ଦିଗବିଜୟଙ୍କ ପରି ହେଭିୱେଟ ରହିଛନ୍ତି । କିନ୍ତୁ ସବୁଠୁ ଆଗରେ…

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ନେଇ ତାରିଖ…

ନୂଆଦିଲ୍ଲୀ : କିଏ ହେବ କଂଗ୍ରେସର ନୂଆ ମଙ୍ଗୁଆଳ। ଦିପାବଳୀ ପୂର୍ବରୁ ଜଣାପଡିବ କିଏ ହେବ କଂଗ୍ରେସର ନୂଆ ଅଧ୍ୟକ୍ଷ। ରବିବାର କଂଗ୍ରେସ କାର୍ଯ୍ୟକାରିଣୀ ବୈଠକରେ ଏହି ନିଷ୍ପତି ନିଆଯାଇଛି । ଅକ୍ଟୋବର ୧୭ରେ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବ ଏବଂ ୧୯ ତାରିଖରେ ଫଳାଫଳ ଘେଷଣା ହେବ ବୋଲି ତାରିଖ ସ୍ଥିର ହୋଇଛି…

ଅକ୍ଟୋବରରେ କଂଗ୍ରେସକୁ ମିଳିବ ନୂଆ…

ନୂଆଦିଲ୍ଲୀ : ଦେଶରେ କଂଗ୍ରେସ ଧରାଶାୟୀ ହେବାରେ ଲାଗିଛି। ଜଣଙ୍କ ପରେ ଜଣେ ନେତା ଛାଡୁଛନ୍ତି ଦଳ। ଏହାରି ଭିତରେ କଂଗ୍ରେସର କିଏ ହେବ ପରବର୍ତ୍ତୀ ଅଧ୍ୟକ୍ଷ। ସେନେଇ ବହୁ କଳ୍ପନା ଜଳ୍ପନା ଲାଗିରହିଥିବା ବେଳେ ଆଜି ଘୋଷଣା ହୋଇଛି ନିର୍ବାଚନ ତାରିଖ। ଆଜି ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ ବୈଠକରେ…

ଇଡିରେ ହାଜର ହେଲେନି ସୋନିଆ

ନୂଆଦିଲ୍ଲୀ : ନ୍ୟାସନାଲ ହେରାଲ୍‌ଡ ଦୁର୍ନୀତି ମାମଲାରେ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ନିକଟରେ ହାଜର ହୋଇନାହାନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ସେ ହାଜର ହେବା ପାଇଁ ଅଧିକ ସମୟ ମାଗିଛନ୍ତି। କାରଣ ସେ ଏ ପର୍ଯ୍ୟନ୍ତ କରୋନାରୁ ସୁସ୍ଥ ହୋଇନାହାନ୍ତି। ଗତ ଗୁରୁବାର ସୋନିଆ କରୋନାରେ…