ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

corona 3rd wave

ଓଡ଼ିଶାକୁ କୋଭିଡ ଟିକା ଯୋଗାଇବା ପାଇଁ…

ଭୁବନେଶ୍ବର: କୋଭିଡି–୧୯ ର ନୂଆ ପ୍ରଜାତି ବିଏଫ୍-୭ ଏବେ ପୃଥ‌ିବୀର ବିଭିନ୍ନ ଦେଶ ଯଥା ଚୀନ୍, ଜାପାନ, ୟୁଏସ୍ଏ, ବ୍ରାଜିଲ୍, କୋରିଆରେ କାୟା ବିସ୍ତାର କରିଥିବାବେଳେ ଭାରତରେ ମଧ୍ୟ ଏହି ପ୍ରଜାତି ଚିହ୍ନଟ ହେବା ଅତି ଉଦ୍‌ବେଗର ବିଷୟ । ରାଜ୍ୟରେ ୧୨ ବର୍ଷରୁ ଊର୍ଦ୍ଧ୍ବ ଲୋକଙ୍କୁ ୮.୧୪ କୋଟି ପ୍ରଥମ ଡୋଜ୍…

କରୋନା ସଂକ୍ରମଣ ତଳମୁହାଁ ରହିଛି, ଗ୍ରାଫ…

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ଯା ହ୍ରାସ ଘଟିଛି। କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ରାଜ୍ୟରେ କୋଭିଡ ସଂକ୍ରମଣ ବର୍ତ୍ତମାନ କମିବା ଅବସ୍ଥାରେ ଅଛି । ପୂରା ତଳକୁ ଆସିନାହିଁ । ଦ୍ଵିତୀୟତଃ ଟୀକାକରଣ ଅଧିକ ଥିବାରୁ…

ହସ୍ପିଟାଲରେ ସଂକ୍ରମଣ ଆଶଙ୍କା ଅଧିକ, ଅତି…

ଭୁବନେଶ୍ୱର: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମଣ। ଦୁଇ ଦିନ ହେଲାଣି ୧୦ହଜାର ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟବିଭାଗ ପକ୍ଷରୁ ଡାକ୍ତରଖାନା ଗୁଡ଼ିକୁ  ଅତି ଆବଶ୍ୟକ ନଥିଲେ ଆସନ୍ତୁ ନାହିଁ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।ସେ ଆହୁରି…

ଆହୁରି ୨ ମାସ ଯାଏଁ ରାଜ୍ୟରେ କମିବନି…

ଭୁବନେଶ୍ବର : ରାଜ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ। ପ୍ରତିଦିନ ଦୈନିକ ସଂକ୍ରମଣ ହୁ ହୁ ହୋଇ ବଢୁଛି। ପୂର୍ବରୁ ଯେଉଁଠି ଦୈନିକ ସଂକ୍ରମଣ ହଜାରେ ତଳେ ରହୁଥିଲା ଆଜି ତାହା ୮ ହଜାର ପାର୍‌ କରିସାରିଛି। ଏହାରି ମଧ୍ୟରେ ରାଜ୍ୟରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମାମଲା ମଧ୍ୟ…

ରାଜ୍ୟରେ ହଜାରେ ଟପିଲା ଦୈନିକ ସଂକ୍ରମଣ,…

ଭୁବନେଶ୍ବର : ଦ୍ୱିତୀୟ ଲହର ପରଠାରୁ ଏପର୍ଯ୍ୟନ୍ତ ଓଡ଼ିଶାରେ କୋଭିଡ୍‍ ସଂକ୍ରମଣ ଘାତକ ହୋଇ ନାହିଁ। ମୃତ୍ୟୁ ସଂଖ୍ୟା ନଗଣ୍ୟ ରହିଛି। ମାତ୍ର ରାଜ୍ୟରେ ଗତ ୬ ଦିନ ମଧ୍ୟରେ ସଂକ୍ରମଣ ୩ ଗୁଣ ବୃଦ୍ଧି ପାଇବା ପରେ ସ୍ଥିତି ସଙ୍ଗୀନ ଦିଗକୁ ଗତି କରୁଛି। ଚିନ୍ତାର ବିଷୟ ହେଉଛି ଓଡ଼ିଶାରେ ଦୈନିକ ନମୁନା ପରୀକ୍ଷା…

ବ୍ରିଟେନରେ ଆତଙ୍କ ସୃଷ୍ଟିକାରୀ ଭୂତାଣୁ…

ଇନ୍ଦୋର : ଇନ୍ଦୋରରେ କରୋନା ଡେଲଟା ଭାରିଆଣ୍ଟର ନୂଆ ରୂପ ଏୱାଇ-୪ ସାମ୍ନାକୁ ଆସିଛି। ପୁରୁଣା ଡେଲ୍‌ଟା ଭାରିଆଣ୍ଟ ତୁଳନାରେ ଏହା ଅଧିକ ସଂକ୍ରାମକ ବୋଲି ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି। ୭ଜଣ କରୋନା ସଂକ୍ରମିତଙ୍କ ଠାରେ ଏହି ନୂଆ ଭାରିଆଣ୍ଟ ଚିହ୍ନଟ କରାଯାଇଛି। ସମସ୍ତ ସଂକ୍ରମିତ ସୁସ୍ଥ ଅଛନ୍ତି।…

ରାଜ୍ଯରେ ଚିହ୍ନଟ ହେଲେ ଆଉ ୮୪୯ ନୂଆ…

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୪୯ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୯୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୫୭ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

ଭୁବନେଶ୍ବରରେ ୧୨ ନାବାଳକ ଓ ୭ନାବାଳିକା…

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଖସିବାରେ ଲାଗିଛି। ହେଲେ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହେଉଥିବାର ଦେଖିବାକୁ ମିଳିଛି।  ଭୁବନେଶ୍ବରରୁ ଆଜି ୧୯୭ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସଂଗରୋଧରୁ ୪୬ ଜଣ ଓ ସ୍ଥାନୀୟ…

ସ୍ୱାସ୍ଥ୍ୟ ନିର୍ଦ୍ଦେଶକ : ଥାର୍ଡ ୱେଭ୍…

ଦେଶ ସହ ରାଜ୍ୟରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ମାମଲା କମିବାରେ ଲାଗିଛି । ଆଉ ଆଗାମୀ ଦିନରେ ତୃତୀୟ ଲହର ଆସିବା ନେଇ କୁହାଯାଉଛି । ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ଥାର୍ଡ ୱେଭ୍ ଆସିବା ପୂର୍ବରୁ ଆଗୁଆ ଜାଣି ହେବ । କେବେ ଥାର୍ଡ…

କରୋନାର ସମ୍ଭାବ୍ୟ ତୃତୀୟ ଲହର ପାଇଁ…

ଭୁବନେଶ୍ୱର: କରୋନାର ସମ୍ଭାବ୍ୟ ତୃତୀୟ ଲହର ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପ୍ରସ୍ତୁତ ଅଛି। ଏସଓପି ଜାରି ସହ ଭିତ୍ତିଭୂମି ପ୍ରସ୍ତୁତ ଅଛି ବୋଲି ଡିଏମ୍‌ଇଟି ସିବିକେ ମହାନ୍ତି କହିଛନ୍ତି। ଏବେବି ଅନେକ ଦେଶରେ ତୃତୀୟ ଲହର ଆସିନି। ମହାରାଷ୍ଟ୍ରରେ ମଧ୍ୟ ଆସିନାହିଁ। ଏବେଠାରୁ ଆତଙ୍କିତ ହେବାର ଆବଶ୍ୟକତା…