ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

CORONA GUIDELINE

କରୋନା କଟକଣା: ବ୍ରହ୍ମପୁରରେ ମାସ୍କ…

ବ୍ରହ୍ମପୁର: ରାଜ୍ଯରେ କରୋନା ସଂକ୍ରମିତଙ୍କ ସଂଖ୍ଯା ବୃଦ୍ଧି ପାଉଛି। କରୋନାକୁ ହରାଇବା ପାଇଁ ପୁଣି ରାଜ୍ଯସରକାର ଅଣ୍ଟା ଭିଡିଛନ୍ତି।  ବ୍ରହ୍ମପୁର ସହରରେ ମାସ୍କ ବାଧ୍ୟତାମୂଳକ କରାଯାଇଛି। ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ଭୁବନେଶ୍ୱର, କଟକ ଓ ସମ୍ବଲପୁର ଆଦି ସହରରେ ମାସ୍କ ବାଧ୍ୟତାମୂଳକ…

ବୁଷ୍ଟର ଡୋଜକୁ ଗୁରୁତ୍ବ: ଉଚ୍ଚ…

ଭୁବନେଶ୍ୱର: ରାଜ୍ଯରେ କ୍ରମାଗତ ଭାବେ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ସଂକ୍ରମଣକୁ ପୁଣି ରୋକିବା ପାଇଁ ରାଜ୍ଯସରକାର ଅଣ୍ଟା ଭିଡିଛନ୍ତି। ଆଜି କୋଭିଡ ସ୍ଥିତର ସମୀକ୍ଷା ନେଇ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ୍ ସ୍ଥିତି ପୂର୍ଣ୍ଣ ନିୟନ୍ତ୍ରଣାଧିନ ଅଛି । ତେବେ…

ଭୁବନେଶ୍ୱର ପରେ କଟକକୁ ଫେରିଲା ମାସ୍କ…

କଟକ: କଟକରେ ମାସ୍କ ବାଧ୍ୟତାମୂଳକ । ଭୁବନେଶ୍ୱର ପରେ କଟକକୁ ଫେରିଲା ମାସ୍କ କଟକଣା । ସିଏମସି ଅଞ୍ଚଳରେ ମାସ୍କ ବ୍ୟବହାର ବାଧ୍ୟତାମୂଳକ କରିଛି କଟକ ମହାନଗର ନିଗମ । କଟକରେ ରହୁଥିବା ଲୋକ ଏବଂ ବାହାରୁ କଟକକୁ ଯାଉଥିବା ଲୋକଙ୍କ ପାଇଁ ମଧ୍ୟ ମାସ୍କ ବାଧ୍ୟତାମୂଳକ ହୋଇଛି । ଏହାସହ ସାମାଜିକ ଦୂରତା ରକ୍ଷା…

ରାଜ୍ୟରୁ ହଟିନି ମାସ୍କ ପିନ୍ଧିବା କଟକଣା,…

ଭୁବନେଶ୍ବର: ରାଜ୍ୟରେ କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି କି, ରାଜ୍ୟରୁ ମାସ୍କ ପିନ୍ଧିବା କଟକଣା ହଟିନାହିଁ। ଭିଡ଼ ସ୍ଥାନକୁ ଗଲେ ମାସ୍କ ପିନ୍ଧିବା ଦରକାର । ଦିଲ୍ଲୀ ଓ ଅନ୍ୟ ରାଜ୍ୟରେ ପରିସ୍ଥିତି ଜଟିଳ ହେଉଥିବା ବେଳେ ଓଡ଼ିଶାରେ…

ମାର୍ଚ୍ଚ ମାସ ପାଇଁ ଜାରି ହେଲା…

ଭୁବନେଶ୍ୱର: ରାଜ୍ୟ ସରକାର ସୋମବାର ମାର୍ଚ୍ଚ ମାସ ପାଇଁ ଜାରି କରିଛନ୍ତି କୋଭିଡ କଟକଣା । ମନ୍ଦିର, ମସଜିତ ଉପରୁ ସମ୍ପୂର୍ଣ୍ଣ କଟକଣା ହଟିଛି। ଏଥିସହ ରାଜ୍ୟରୁ  ନାଇଟ୍ କର୍ଫ୍ୟୁ  ହଟିଯାଇଛି।ଏହା ସହିତ ଧାର୍ମିକ, ସାମାଜିକ ସମାବେଶକୁ ମଧ୍ୟ ଅନୁମତି ମିଳିଛି । ରାଜନୈତିକ ଏବଂ କ୍ରୀଡା ସମାବେଶ…

ଆଜିଠୁ ରାଜ୍ୟର ସମସ୍ତ ସହରାଞ୍ଚଳରୁ ହଟିଲା…

ଭୁବନେଶ୍ୱର: ସାରା ରାଜ୍ୟର ସମସ୍ତ ସହରାଞ୍ଚଳରେ ଆଜିଠୁ ଆଉ ଲାଗୁ ହେବନି ନାଇଟ କର୍ଫ୍ୟୁ । ଏ ନେଇ ବିଜ୍ଞପ୍ତି ଜାରି କରିଛନ୍ତି ରିଲିଫ କମିଶନର । ରାଜ୍ୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାରୁ କଟକଣାକୁ କୋହଳ କରିଛନ୍ତି ରାଜ୍ୟ ସରକାର। କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ରାଜ୍ୟରେ ନାଇଟ୍ କର୍ଫ୍ୟୁ…

ଭୁବନେଶ୍ୱରରେ ଆମାନିଆଙ୍କ ଉତ୍ପାତ; ନାଇଟ…

ଭୁବନେଶ୍ୱର: ସାରା ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରିଛନ୍ତି । ସଂକ୍ରମଣର ଚେନ ଭାଙ୍ଗିବାକୁ ରାତି ୯ରୁ ନାଇଟ କର୍ଫ୍ୟୁ ଘୋଷଣା କରିଛନ୍ତି । ତେବେ ଏହି ନାଇଟ କର୍ଫ୍ୟୁ ସମୟରେ ଜନସାଧାରଣ…

ଗହଳି ଏଡାଇବା ପାଇଁ ୧ ନମ୍ବର ପରିବା ହାଟ…

ଭୁବନେଶ୍ୱର: କାୟା ବିସ୍ତାର କରି ଚାଲିଛି କରୋନା । ପ୍ରତିଦିନ ୧୦ ହଜାରରୁ ଉର୍ଦ୍ଧ୍ବ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି। କରୋନାକୁ ହରାଇ ପାଇଁ ଟିକା କରଣ ଓ କୋଭିଡ ଗାଇଡଲାଇନକୁ ପାଳନ କରାଯାଉଛି। ଏଥିସହିତ ଗହଳି ଏଡାଇବା ପାଇଁ ବିଭିନ୍ନ ବଡବଡ ହାଟଗୁଡିକୁ ସ୍ଥାନାନ୍ତର କରାଯାଉଛି। ରାଜଧାନୀରେ…

କରୋନା ପାଇଁ ଜାରି ହେଲା ନୂଆ ଗାଇଡଲାଇନ:…

ଭୁବନେଶ୍ବର: କରୋନା ପୁଣି ଥରେ କାୟା ମେଲାଉଛି। ଏହାର ନୂଆ ଭାରିଆଣ୍ଟ ଓମିକ୍ରନ କ୍ଷୀପ୍ର ଗତିରେ ସଂକ୍ରମଣ ବୃଦ୍ଧି କରୁଛି।   ଦେଶ ଏବଂ ରାଜ୍ଯରେ ଦୈନିକ ସଂକ୍ରମିତଙ୍କ ସଂଖ୍ଯା ବୃଦ୍ଧି ଘଟିଛି। କିଛିଦିନ ହେବ ରାଜ୍ଯର ବିଭିନ୍ନ ଜିଲ୍ଲାରେ କରୋନା ମାମଲା  ମଧ୍ଯ ବୃଦ୍ଧି ଘଟିଛି। ଏହାକୁ ନଜରରେ ରଖି…

ଆସିଲା ଜାନୁଆରୀ ମାସ ପାଇଁ ଗାଇଡଲାଇନ:…

ଭୁବନେଶ୍ୱର: ଓଡିଶାକୁ ଫେରିଲା ନାଇଟ୍‌ କର୍ଫ୍ୟୁ । ଓମିକ୍ରନ୍‌ର ଭୟାବହତା ଏବଂ ନୂଆ ବର୍ଷ ସେଲିବ୍ରେସନକୁ ଦୃଷ୍ଟିରେ ରଖି ରାଜ୍ୟକୁ ପୁଣି ଫେରିଛି ନାଇଟ୍‌ କର୍ଫ୍ୟୁ । ରାତି ୧୦ଟାରୁ ଭୋର ୫ଟା ଯାଏଁ ରାଜ୍ୟର ସବୁ ସହରାଞ୍ଚଳରେ ପୁଣି ଲାଗୁହେବ ନାଇଟ୍‌ କର୍ଫ୍ୟୁ । ଜାନୁଆରୀ ପହିଲା ସକାଳ ୫ଟାରୁ କଟକଣା…