ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

corona-guidelines

ବାତ୍ୟା ପାଇଁ ୧୦ ଜିଲ୍ଲାରେ ଲକ୍‌ଡାଉନ୍‌…

ଭୁବନେଶ୍ୱର: ବାତ୍ୟା ପାଇଁ ଓଡ଼ିଶାର ୧୦ ଜିଲ୍ଲାରେ ଲକ୍‌ଡାଉନ୍‌ କଟକଣା ସାମାନ୍ୟ କୋହଳ ହୋଇଛି। ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ସମୟ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏନେଇ SRCଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। କୋହଳ କରାଯାଇଥିବା ୧୦ ଜିଲ୍ଲା ଗୁଡିକ ହେଲେ ବାଲେଶ୍ୱର,…

ମୁହଁରେ ମାସ୍କ ନ ଥିଲେ ଜରିମାନା: ପ୍ରଥମ…

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ବଢ଼ିଥିବା ବେଳେ ମାସ୍କ ପିନ୍ଧିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି । ଆଜିଠାରୁ ରାଜ୍ୟରେ ୧୪ ଦିନ ଲାଗି ମାସ୍କ ଅଭିଯାନ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେବା ସହ ମାସ୍କ ନପିନ୍ଧିଲେ ୨ ଗୁଣ ଜରିମାନା ଦେବାକୁ ପଡ଼ିବ ବୋଲି କହିଛନ୍ତି । ଏହାପରେ…

ବିବାହ ଓ ଶୁଦ୍ଧିକ୍ରିୟାକୁ ନେଇ…

ଭୁବନେଶ୍ବର: ରାଜ୍ଯରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। କରୋନାକୁ ହରାଇବା ପାଇଁ ରାଜ୍ଯ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। କରୋନା ବୃଦ୍ଧିକୁ ଦୃଷ୍ଟିରେ ରଖି ବିବାହ ଓ ଶୁଦ୍ଧିକ୍ରିୟାକୁ ନେଇ କମିଶନରେଟ୍ ପୋଲିସ ପକ୍ଷରୁ ଏକ ଗାଇଡ ଲାଇନ ଜାରି କରାଯାଇଛି। ବିନା ଅନୁମତିରେ ହେବନି ବିବାହ ଓ…

ବଢୁଥିବା କରୋନା ସଂକ୍ରମଣକୁ ଦେଖି…

ଭୁବନେଶ୍ବର : ବଢୁଥିବା କରୋନା ସଂକ୍ରମଣକୁ ନେଇ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛି ଭୁବନେଶ୍ବର ମହାନଗର ନିଗମ। ଏଣିକି ଭୁବନେଶ୍ୱର ଭିତରେ ହେଉଥିବା ବିବାହରେ କେବଳ ୧୦୦ ଜଣ ଲୋକ ଯୋଗ ଦେଇପାରିବେ । ସେହିପରି ଅନ୍ତ୍ୟେଷ୍ଟି କ୍ରିୟାରେ କେବଳ ୫୦ ଜଣ ଲୋକ ଯୋଗ ଦେଇପାରିବେ ବୋଲି ବିଏମସି ତରଫରୁ ମାର୍ଗଦର୍ଶିକା…

ରାଜ୍ୟରେ କୋଭିଡ୍‌ ଗାଇଡ୍‌ ଲାଇନ୍‌…

ଭୁବନେଶ୍ବର : ପଡୋଶୀ ରାଜ୍ୟମାନଙ୍କରେ କରୋନା ସଂକ୍ରମଣ ପୁଣିଥରେ ବୃଦ୍ଧି ପାଉଥିବାରୁ ସତର୍କ ହୋଇଛି ଓଡିଶା। ସତର୍କତା ଦୃଷ୍ଟିରୁ ରାଜ୍ୟରେ ପୁଣିଥରେ କରୋନା କଟକଣାକୁ କଡାକଡି କରାଯିବ । ଏନେଇ ଆଜି ରାଜ୍ୟ  ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି) ପ୍ରଦୀପ ଜେନା ସମସ୍ତ ଜିଲ୍ଲାପାଳ, ପୌର କମିଶନର ଏବଂ…