ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Corona New Variant Omicron

ଆଗାମୀ ୩ରୁ ୪ ସପ୍ତାହ ମଧ୍ୟରେ ଓଡ଼ିଶାରେ…

ଭୁବନେଶ୍ବର : ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ। ପ୍ରତିଦିନ ଦୈନିକ ସଂକ୍ରମଣ ସଂଖ୍ୟା ଦୃତ ଗତିରେ ମାଡିଚାଲିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଓମିକ୍ରନ ମଧ୍ୟ ରାଜ୍ୟରେ କାୟା ମେଲାଇ ଚାଲିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭୦ଟି…

କୋଭିଡ ସ୍ଥିତି ନେଇ ମୁଖ୍ୟ ଶାସନ ସଚିବଙ୍କ…

ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ। କିଛି ଦିନ ଭିତରେ ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାର ବିପଦ ସଙ୍କେତ ଅତିକ୍ରମ କରିଛି। ରାଜ୍ୟରେ ଦୈନିକ ସଂକ୍ରମଣ ହାର ୫.୧୫ ପ୍ରତିଶତରେ ପହଞ୍ଚିଛି। ରାଜ୍ୟର ସମସ୍ତ ଜିଲ୍ଲାରୁ ସଂକ୍ରମଣ ବୃଦ୍ଧି ସାମ୍ନାକୁ ଆସୁଥିବା ବେଳେ ଓମିକ୍ରନ ମାମଲା…

କାୟା ମେଲାଉଛି ଓମିକ୍ରନ : ରାଜ୍ୟରୁ…

ଭୁବନେଶ୍ବର : ରାଜ୍ୟରେ କାୟା ମେଲାଇ ଚାଲିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଦକ୍ଷିଣ ଆଫ୍ରିକାରୁ ଆରମ୍ଭ ହୋଇଥିବା ଓମିକ୍ରନ ବର୍ତ୍ତମାନ ସାରା ବିଶ୍ବ ପାଇଁ ଚିନ୍ତାର କାରଣ ହୋଇଛି। ଆମ ରାଜ୍ୟ ଓଡ଼ିଶାରେ ମଧ୍ୟ ଭୟଙ୍କର ହେବାରେ ଲାଗିଲାଣି ଓମିକ୍ରନ୍ । ପ୍ରତିଦିନ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା…

ଓଡ଼ିଶାରେ ଚିନ୍ତା ବଢାଇଲା ଓମିକ୍ରନ :…

ଭୁବନେଶ୍ବର : ରାଜ୍ୟରେ ଚିନ୍ତା ବଢାଇଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଆଜି ଆଉ ୨୩ ନୂଆ ଓମିକ୍ରନ ଆକ୍ରାନ୍ତ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି। ଏନେଇ ଆଇଏଲଏସ ପକ୍ଷରୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି । ତେବେ ଆଗରୁ ରାଜ୍ୟରେ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ଏହାକୁ…

କରୋନାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର…

ନୂଆଦିଲ୍ଲୀ:କରୋନା ଭାଇରସ୍‌ର ନୂଆ ଭାରିଆଣ୍ଟ ଓମିକ୍ରନ ସମଗ୍ର ବିଶ୍ୱକୁ ଆତଙ୍କିତ କରିଛି । ଭାରତ ମଧ୍ୟ ଏଥିରୁ ବାଦ ପଡ଼ିନାହିଁ । କୋଭିଡର ତୃତୀୟ ଲହରି ବର୍ତ୍ତମାନ ଭାରତର ଦ୍ୱାରଦେଶରେ ପହଞ୍ଚି ସାରିଲାଣି । ତେଣୁ ଗତ ଦୁଇବର୍ଷ ଧରି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଥିବା ଏହି କୋଭିଡ ମହାମାରୀର ଅନ୍ତ କେବେ…

ରାଜଧାନୀରେ ଲାଗୁ ହେଲା ୟେଲୋ ଆଲର୍ଟ:…

ନୂଆଦିଲ୍ଲୀ : ସାରା ଦେଶରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗୁଛି । ଭାରତର ୨୧ଟି ରାଜ୍ୟରେ ଓମିକ୍ରନ ମାମଲା ଦେଖିବାକୁ ମିଳିଛି । ବର୍ତ୍ତମାନ ଭାରତରେ ୨୧ଟି ରାଜ୍ୟରୁ ମୋଟ ୬୫୩ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି । ଏହି ମାମଲା ମଧ୍ୟରୁ କେବଳ ରାଜଧାନୀ ଦିଲ୍ଲୀରେ…

ଭୟ ବଢାଉଛି ଓମିକ୍ରନ : ୧୦ ରାଜ୍ୟକୁ ଯିବେ…

ନୂଆଦିଲ୍ଲୀ : ଦେଶରେ ବଢିବାରେ ଲାଗିଛି ଓମ୍ରିକନ ସଂକ୍ରମିତଙ୍କ ସଂଖ୍ୟା। ଏପର୍ଯ୍ୟନ୍ତ ଦେଶର ୧୭ ରାଜ୍ୟରୁ ୪୧୫ ଓମିକ୍ରନ ମାମଲା ଚିହ୍ନଟ ହୋଇଛନ୍ତି।ମହାରାଷ୍ଟ୍ରରୁ ସବୁଠୁ ଅଧିକ ୧୦୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦିଲ୍ଲୀରୁ ୭୯, ଗୁଜରାଟରୁ ୪୩, ତେଲେଙ୍ଗାନାରୁ ୩୮ ଜଣ ଓମିକ୍ରନ୍…

କାୟା ବିସ୍ତାର କରିବାରେ ଲାଗିଛି…

ନୂଆଦିଲ୍ଲୀ: କାୟା ବିସ୍ତାର କରିବାରେ ଲାଗିଛି ଓମିକ୍ରନ୍। ରାଜଧାନୀ ଦିଲ୍ଲୀରେ ଓମିକ୍ରନ୍ ଭାରିଆଣ୍ଟସ୍ ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଆଜି ଆଉ ୧୦ଟି ନୂଆ ମାମଲା ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ଦିଲ୍ଲୀରେ ୨୦କୁ ବୃଦ୍ଧି ପାଇଛି।…

ଦିଲ୍ଲୀରୁ ପୁଣି ଚିହ୍ନଟ ହେଲେ ଆଉ ୪…

ନୂଆଦିଲ୍ଲୀ: କାୟା ବିସ୍ତାର କରିବାରେ ଲାଗିଛି ଓମିକ୍ରନ୍। ରାଜଧାନୀ ଦିଲ୍ଲୀରେ ଓମିକ୍ରନ୍ ଭାରିଆଣ୍ଟସ୍ ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଆଜି ଆଉ ୪ଟି ନୂଆ ମାମଲା ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୧୦ ରେ ପହଞ୍ଚିଛି। ସ୍ୱାସ୍ଥ୍ୟମନ୍ତ୍ରୀ ଏ ନେଇ ସୂଚନା…

ଚିନ୍ତା ବଢାଇଲେ ବିଦେଶ ଫେରନ୍ତା :…

ଭୁବନେଶ୍ବର : ନଭେମ୍ବର ୨୪ ପରେ ପ୍ରଭାବିତ ଦେଶରୁ ରାଜ୍ୟକୁ ଫେରିଥିବା  ୨୪୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସମସ୍ତ ନମୁନା ଜେନମ ସିକ୍ବେନ୍ସିଂ ଲାଗି ଆଇଏଲଏସକୁ ଆସିଛି। ଏ ସଂପର୍କରେ ଆଇଏଲଏସ ନିର୍ଦେଶକ ଡକ୍ଟର ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ଏହାପୂର୍ବରୁ ନଭେମ୍ବର ମାସରେ ରାଜ୍ୟକୁ ଆସିଥିବା ୧୪୧…