Browsing Tag

Corona Positive

ଇଟାଲୀରୁ ଆସିଲା ଭିନ୍ନ ଚ୍ଚିତ୍ର: କରୋନା…

ରୋମ୍‌: ବିଶ୍ବରେ କରୋନା ସଂକ୍ରମଣ ବଢ଼ି ଚାଲିଥିବାବେଳେ ଇଟାଲୀରେ କିଛି ଲୋକ ସଂକ୍ରମିତଙ୍କ ସହ ପାର୍ଟି କରିବାରେ ବ୍ୟସ୍ତ ଅଛନ୍ତି। ରୋଗୀଙ୍କ ସହ ପାର୍ଟି କରିବାକୁ ଲୋକେ ୧୬୦ ଡଲାର (ପ୍ରାୟ ୧୦ ହଜାର ଟଙ୍କା) ଟଙ୍କା ଦେଉଛନ୍ତି। ସୂଚନା ଅନୁଯାୟୀ ଏଠାକାର ଯୁବ ବର୍ଗ ଟିକା ନେବାକୁ ଚାହୁଁନାହାନ୍ତି। ଟିକା…

ବିଏମସି କାର୍ଯ୍ଯାଳୟରେ କରୋନା ବିସ୍ଫୋରଣ:…

ଭୁବନେଶ୍ବର: ବେକାବୁ ହେଉଛି କରୋନା । ଦୃତ ଗତିରେ ବୃଦ୍ଧି ପାଉଛି ସଂକ୍ରମିତକ ସଂଖ୍ଯା । ଆଜି ବିଏମସି କାର୍ଯ୍ଯାଳୟର ୨୨ ଜଣ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି । କାଲି ଟେଷ୍ଟ କରାଯାଇଥବା ନମୁନାରୁ ୨୨ ଜଣ ପଜିଟିଭ ଚିହ୍ନଟ ହୋଇଥିବା ନେଇ ସୂଚନା ଦିଆଯାଇଛି । ଅନ୍ୟ ସବୁ କର୍ମଚାରୀଙ୍କର ନମୁନା ପରୀକ୍ଷା…

ଏସସିବି ନର୍ସିଂ ହଷ୍ଟେଲରେ ୨୮ ଛାତ୍ରୀ…

କଟକ: ରାଜ୍ୟରେ ବୃଦ୍ଧି ପାଇବେରେ ଲାଗିଛି କରୋନା ସଂକ୍ରମଣ। କଟକ ଏସସିବି ବିଏସସି ନର୍ସିଂ କଲେଜ ହଷ୍ଟେଲରେ ୨୮ ଜଣ ଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଦୁଇ ଦିନରେ ଏମାନେ ସଂକ୍ରମିତ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଛାତ୍ରୀ ହଷ୍ଟେଲରେ ଆଇସୋଲେସନରେ ଅଛନ୍ତି। ପଜିଟିଭ ଚିହ୍ନଟ ଛାତ୍ରୀଙ୍କୁ ଆଉ…

ବେକାବୁ ହେଲାଣି କରୋନା: ପାର୍ଲାମେଣ୍ଟର…

ନୂଆଦିଲ୍ଲୀ:  ଦେଶରେ ପୁଣି କରୋନା କାୟା  ବିସ୍ତାର କରୁଛି। ହୁ ହୁ ହୋଇ ମାଡିଚାଲିଛି ସଂକ୍ରମଣ ।  ଦିଲ୍ଲୀରେ ପୁଣି ବେକାବୁ ହେବାକୁ ଲାଗିଲାଣି ସଂକ୍ରମଣ । ପାର୍ଲାମେଣ୍ଟରେ ପଶିଲା କରୋନା । ସଂସଦ ଭବନରେ କାର୍ଯ୍ଯରତ ୪୦୦ କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ଭିତରେ କିଛି ସୁରକ୍ଷାକର୍ମୀ ଅଛନ୍ତି…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ…

ଭୁବନେଶ୍ବର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କରୋନା ସଂକ୍ରମିତ ହେବା ପରେ ଦିଲ୍ଲୀପ ଆଇସୋଲେସନରେ ରହିଛନ୍ତି। ସେ ଏ ନେଇ ନିଜେ ଟ୍ବିଟ କରି ସୂଚନା ଦେଇଛନ୍ତି। ତାଙ୍କଠାରେ କରୋନାର ସ୍ବଳ୍ପ ଲକ୍ଷଣ ଦେଖାଦେଇଥିଲା । ଏହାପରେ ସେ ଡାକ୍ତରଙ୍କ ପରାମର୍ଶରେ…

ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ଯା…

ନୂଆଦିଲ୍ଲୀ: କାୟା ବିସ୍ତାର କରୁଛି ଓମିକ୍ରନ । ଦେଶରେ ଓମିକ୍ରନ ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ୨୬୩୦କୁ ବୃଦ୍ଧିପାଇଛି । ସେଥିମଧ୍ୟରେ ମହାରାଷ୍ଟ୍ରରେ ସର୍ବାଧିକ ୭୯୭ ଚିହ୍ନଟ ହୋଇଥିବାବେଳେ ଦିଲ୍ଲୀରେ ୪୬୫ ଓ କେରଳରେ ୨୩୪ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହିତ ରାଜସ୍ଥାନ-୨୩୬, ଗୁଜୁରାଟ-୨୦୪ ,…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ…

ନୂଆଦିଲ୍ଲୀ: କରୋନାରେ ସଂକ୍ରମିତ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ୍ । ଏ ନେଇ ସେ ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ସେ ଏବେ ହୋମ୍ ଆଇସୋଲେସନରେ ଅଛନ୍ତି । ତାଙ୍କ ପାଖରେ କରୋନାର ସ୍ୱଳ୍ପ ଲକ୍ଷଣ ଦେଖାଦେଇଛି । ନିକଟ ଅତୀତରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି…

ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୨୮ ଜଣ ନୂଆ…

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୨୮ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୯୭ ଜଣ ରହିଛନ୍ତି।…

ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କୁ…

କୋଲକାତା: ବିସିସିଆଇ ଅଧ୍ୟକ୍ଷ ତଥା ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ କରୋନା । ବର୍ତ୍ତମାନ ଗାଙ୍ଗୁଲିଙ୍କୁ କୋଲକତାର ଉଡଲ୍ୟାଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଗାଙ୍ଗୁଲିଙ୍କ କରୋନା ସାମ୍ପୁଲକୁ ଜିନୋମ୍ ସିକ୍ୱେନ୍ସିଂ ପାଇଁ ପଠାଯାଇଛି । ରିପୋର୍ଟ ଆସିବା ପରେ ଜଣା ପଡିବ…

ଡରାଉଛି କରୋନାର ନୂଆ ଭାରିଆଣ୍ଟ…

ଅହମଦାବାଦ: ଭାରତରେ କାୟା ବିସ୍ତାର କରିବାରେ ଲାଗିଛି ଓମିକ୍ରନ୍‌। ପୁଣି ଆଜି  ଆଉ ୩ଜଣ ଓମିକ୍ରନ୍‌ ଭ୍ୟାରିଆଣ୍ଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆନ୍ଧ୍ରପ୍ରଦେଶରେ ସାମନାକୁ ଆସିଛି ଓମିକ୍ରନର ପ୍ରଥମ ମାମଲା । ଟ୍ରାକ୍ ରେକର୍ଡରେ ସଂକ୍ରମିତ ବ୍ୟକ୍ତି ଆୟରଲ୍ୟାଣ୍ଡରୁ ଆସିଥିବା ଜଣାପଡିଛି ।…