Browsing Tag

corona-vaccination

ସରୁଛି ମାଗଣା ଟିକାର ଅବଧି, ତୁରନ୍ତ…

ଭୁବନେଶ୍ୱର: ମାଗଣା ଟିକା ପାଇଁ ବାଜିଲା ସ୍ୱାସ୍ଥ୍ୟ ବିଭାଗର ସତର୍କ ଘଣ୍ଟି । ସେପ୍ଟେମ୍ବର ୩୦ରେ ସରୁଛି ମାଗଣା ଟିକାର ଅବଧି, ଏହା ପୂର୍ବରୁ ତୁରନ୍ତ ବୁଷ୍ଟର ଡୋଜ୍ ନେଇଯିବା ଲାଗି ସମସ୍ତଙ୍କୁ ସ୍ୱାସ୍ଥ୍ୟ ବିଭାଗ ଅପିଲ କରିଛି । ଏନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ।…

ରାଜ୍ୟରେ କାଲିଠୁ ୧୮ ବର୍ଷରୁ…

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା କାଲିଠୁ ମିଳିବ ମାଗଣା ବୁଷ୍ଟର ଡୋଜ । ୧୮ରୁ ୫୯ ବର୍ଷ ବୟସ୍କଙ୍କୁ ମିଳିବ ଏହି ମାଗଣା ବୁଷ୍ଟର ଡୋଜ । ଆଗାମୀ ୭୫ ଦିନ ପର୍ଯ୍ୟନ୍ତ ଏହି ଡ୍ରାଇଭ ଜାରି ରହିବ । ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି, ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣ ଦିନକୁ…

୧୮ ବର୍ଷରୁ ଅଧିକ ବୟସ୍କଙ୍କୁ ଦିଆଯିବ…

ନୂଆଦିଲ୍ଲୀ: ଏପ୍ରିଲ ୧୦ ତାରିଖରୁ ଦେଶର ୧୮ ରୁ ଅଧିକ ବୟସ୍କ ଲୋକଙ୍କୁ ଦିଆଯିବ ବୁଷ୍ଟର ଡୋଜ । ଏନେଇ ବଡ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ବର୍ତ୍ତମାନ ଦେଶରେ କୋଭିଡ୍‌-୧୯ର ନୂଆ ଭାରିଆଣ୍ଟ ଭୂତାଣୁ ଚିହ୍ନଟ ହେବା ସହ ଦେଶରେ ଦୈନିକ କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଇବାକୁ ଆରମ୍ଭ…

ବଳପୂର୍ବକ ଟିକାକରଣ ଗ୍ରହଣୀୟ ନୁହେଁ:…

ନୂଆଦିଲ୍ଲୀ: କରୋନା ମହାମାରୀର ମୁକାବିଲା ପାଇଁ ବର୍ତ୍ତମାନ ଟିକା ହିଁ ଏକମାତ୍ର ବିକଳ୍ପ । ଯାହାକୁ ସବୁ ରାଷ୍ଟ୍ର ଗୁରୁତ୍ଵ ଦେଇ ଟିକାକରଣ କାର୍ଯ୍ୟକ୍ରମ ତ୍ବରାନ୍ବିତ କରିଛନ୍ତି । ଭାରତ ଭଳି ଏକ ଜନବହୁଳ ରାଷ୍ଟ୍ରରେ ଟିକାକରଣକୁ ଏକପ୍ରକାର ବାଧ୍ୟତାମୂଳକ କରାଯାଇଥିବା ବେଳେ ଟିକା ନେଇ ନଥିବା ଲୋକଙ୍କୁ…

କେନ୍ଦ୍ରକୁ କଂଗ୍ରେସର ଟାର୍ଗେଟ:…

ନୂଆଦିଲ୍ଲୀ: ଦେଶରେ କରୋନା ଟିକାକରଣକୁ ୧୦୦ କୋଟି ଟପିଛି । ଏହାକୁ ନେଇ କେନ୍ଦ୍ର ସରକାର ଉପରେ ବର୍ଷିଛି କଂଗ୍ରେସ । କେନ୍ଦ୍ରକୁ ଟାର୍ଗେଟ କରି କଂଗ୍ରେସର ଜାତୀୟ ମୁଖପାତ୍ର ଗୌରବ ବଲ୍ଲଭ କହିଛନ୍ତି ଯେ, ଏହି ଦେଶରେ କିଛି ବି‌ ମାଗଣା ନୁହେଁ। କରଦାତାଙ୍କ ଟଙ୍କାରେ ଟିକାକରଣ ଚାଲିଛି | କରଦାତାଙ୍କ ଟଙ୍କା…

କରୋନା ଟିକାକରଣ ପାଇଁ ଲକି ଡ୍ର’

ଲୋକଙ୍କୁ ଟିକା ନେବା ଦିଗରେ ଉତ୍ସାହିତ କରିବା ପାଇଁ ବିଭିନ୍ନ ସ୍ଥାନରେ ବହୁ ଅଭିନବ ପ୍ରୟାସ କରାଯାଉଛି। ଏହି କ୍ରମରେ ବିହାରର କଟିହାରରୁ ଏକ ସେମିତି ଦୃଶ୍ୟ ସାମ୍ନାକୁ ଆସିଛି। ସେଠାରେ କରୋନା ଟିକା ନେଇସାରିବା ପରେ ଲୋକଙ୍କ ପାଇଁ ଲକି ଡ୍ର କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ବିହାର ସରକାର ଲୋକଙ୍କୁ ଟିକା…

ମହାମାରୀ ସମୟରେ ଟିକା ବଦଳରେ ବିଜେପିର…

ଭୁବନେଶ୍ୱର: ଦୁଇ ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ବିଜେପି କର୍ମୀମାନେ ଟିକାକେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ସଚେତନତା ବାର୍ତ୍ତା ଥିବା ପୋଷ୍ଟର ଚିରୁଛନ୍ତି । ଏହାକୁ ଦେଖି ଏବେ ସମଗ୍ର ରାଜ୍ୟରେ ବୁଦ୍ଧିଜୀବୀ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି । ବିଜେପିର ଏହା ହୀନ ରାଜନୀତି ବୋଲି ଚର୍ଚ୍ଚା ହେଉଛି…

ଚଳିତ ବର୍ଷ ଶେଷ ସୁଦ୍ଧା ଦେଶରେ…

୨୦୨୧ ଶେଷ ସୁଦ୍ଧା ଭାରତରେ ସମସ୍ତଙ୍କୁ କରୋନା ଟିକାକରଣ କରାଯିବ। ଏ ନେଇ କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର ଶୁକ୍ରବାର ଘୋଷଣା କରିଛନ୍ତି। କରୋନା ଟିକାକକରଣର ମନ୍ଥରତାକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କର ଏକ ଟ୍ୱିଟ ର ଜାବାବ ଦେଇ ଏପରି କହିଛନ୍ତି କେନ୍ଦ୍ରମନ୍ତ୍ରୀ। ସୂଚନା ଥାଉକି…

ରାଜ୍ୟବାସୀଙ୍କୁ ସୁବିଧାରେ ଟିକା ଉପଲବ୍ଧ…

ରାଜ୍ୟବାସୀଙ୍କୁ ଯେପରି ସୁବିଧାରେ ଟିକା ଉପଲବ୍ଧ ହୋଇପାରିବ, ସେନେଇ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଟିକା ସଂଗ୍ରହ କରିବା ପାଇଁ ଗ୍ଲୋବାଲ ଟେଣ୍ଡର ଡାକିବେ ସରକାର । କୋଭିଡ୍ ଟିକାକରଣକୁ ତ୍ୱରାନ୍ୱିତ କରିବା ନିମନ୍ତେ ବିଭିନ୍ନ ଟିକା କମ୍ପାନୀରୁ ଗ୍ଲୋବାଲ ଟେଣ୍ଡର ମାଧ୍ୟମରେ ଟିକା…

ଏଣିକି ୨୪ ଘଣ୍ଟା ଦିଆଯିବ କରୋନା ଟିକା

ନୂଆଦିଲ୍ଲୀ: ଦେଶରେ ଆରମ୍ଭ ହୋଇଯାଇଛି ଦ୍ବିତୀୟ ପର୍ଯ୍ୟାୟ ଟୀକାକରଣ । ଉଭୟ ପ୍ରଥମ ଦ୍ବିତୀୟ ପର୍ଯ୍ୟାୟରେ ବର୍ତ୍ତମାନସୁଦ୍ଧା ଦେଢ କୋଟିରୁ ଉର୍ଦ୍ଧ୍ବ ଟିକା ନେଇସାରିଛନ୍ତି । ଏମାନଙ୍କ ମଧ୍ୟରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ସାମିଲ ଅଛନ୍ତି । ତେବେ ଟିକା ନେବାର ସମୟ…