ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

corona virus

ଆସନ୍ତା ୨୮ରୁ ବନ୍ଦ ହେବ ଭୁବନେଶ୍ୱରର…

ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବାରୁ ବନ୍ଦ ହେବାକୁ ଯାଉଛି କୋଭିଡ କେୟାର ସେଣ୍ଟର । କୋଭିଡ୍‌ ସ୍ଥିତି ସୁଧୁରୁଥିବାରୁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଏପରି ପଦକ୍ଷେପ ନେଇଛି। ଭୁବନେଶ୍ୱରରେ ବନ୍ଦ…

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ…

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୧ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୮୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୦୩ ଜଣ…

ରାଜ୍ଯରେ ଚିହ୍ନଟ ହେଲେ ଆଉ ୮୫୨ କୋଭିଡ୍…

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୧ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୫୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୯୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୫୭ ଜଣ…

ରାଜ୍ଯରେ ଚିହ୍ନଟ ହେଲେ ଆଉ ୧୧୪୮ କୋଭିଡ୍…

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୨ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୪୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୬୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୭୯ ଜଣ…

କରୋନାର ତୃତୀୟ ଲହର: ଓଡ଼ିଶାରେ ଜାନୁଆରୀ…

ଭୁବନେଶ୍ୱର: କାୟା ବିସ୍ତାର କରୁଛି କରୋନା । ଦେଶରେ କରୋନା ସଂକ୍ରମଣ ବଢ଼ିବା ସହ ରାଜ୍ୟରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି। ଜାନୁଆରୀ ଶେଷ ସୁଦ୍ଧା ଓଡ଼ିଶାରେ କରୋନା ତୃତୀୟ ତରଙ୍ଗ ଶିଖର ଛୁଇଁପାରେ ବୋଲି ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶକ ବିଜୟ ମହାପାତ୍ର ସୋମବାର କହିଛନ୍ତି।…

ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ଯା…

ନୂଆଦିଲ୍ଲୀ: କାୟା ବିସ୍ତାର କରୁଛି ଓମିକ୍ରନ । ଦେଶରେ ଓମିକ୍ରନ ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ୩୬୨୩କୁ ବୃଦ୍ଧିପାଇଛି। ସେଥିମଧ୍ୟରେ ମହାରାଷ୍ଟ୍ରରେ ସର୍ବାଧିକ ୧୦୦୯ ଚିହ୍ନଟ ହୋଇଥିବାବେଳେ ଦିଲ୍ଲୀରେ ୫୧୩ ଓ କର୍ଣ୍ଣାଟକରେ ୪୪୧  ଜଣ ଚିହ୍ନଟ ହୋଇଛନ୍ତି।…

ବେକାବୁ ହେଲାଣି କରୋନା: ପାର୍ଲାମେଣ୍ଟର…

ନୂଆଦିଲ୍ଲୀ:  ଦେଶରେ ପୁଣି କରୋନା କାୟା  ବିସ୍ତାର କରୁଛି। ହୁ ହୁ ହୋଇ ମାଡିଚାଲିଛି ସଂକ୍ରମଣ ।  ଦିଲ୍ଲୀରେ ପୁଣି ବେକାବୁ ହେବାକୁ ଲାଗିଲାଣି ସଂକ୍ରମଣ । ପାର୍ଲାମେଣ୍ଟରେ ପଶିଲା କରୋନା । ସଂସଦ ଭବନରେ କାର୍ଯ୍ଯରତ ୪୦୦ କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ଭିତରେ କିଛି ସୁରକ୍ଷାକର୍ମୀ ଅଛନ୍ତି…

ଚୀନ୍‌ର ୯ ସହରରେ ସୁପର ମାର୍କେଟ ବନ୍ଦ,…

ବେଜିଂ : ଦିନକୁ ଦିନ କରୋନା ଭୂତାଣୁର ନୂଆ ଭାରିଆଣ୍ଟକୁ ନେଇ ସାରା ବିଶ୍ବରେ ଭୟର ବାତାବରଣ ସୃଷ୍ଟି ହୋଇଥିବା ବେଳେ ଏବେ ଫଳରେ କରୋନା ଭୂତାଣୁ ଚିହ୍ନଟ ହେବା ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି । ଏଭଳି ଘଟଣା ଆଶ୍ଚର୍ଯ୍ୟଜନକ ହେଲେ ମଧ୍ୟ ଚୀନ୍‌ରେ ଏଭଳି ଘଟିଥିବା ଜଣାପଡ଼ିଛି । ଭିଏତନାମରୁ ଚୀନକୁ ଆମଦାନୀ…

୬ ଜଣ କୋଭିଡ ପଜିଟିଭ ଚିହ୍ନଟ ପରେ କଟକକୁ…

କଟକ: ରାଜଧାନୀ ଭୁବନେଶ୍ୱର ପରେ କଟକକୁ ପୁଣି ଫେରିଲା କଣ୍ଟେନମେଣ୍ଟ ଜୋନ । ଗୋଟିଏ ପରିବାରର ଏକାବେଳକେ ୬ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ଉକ୍ତ ଘରକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛି ସିଏମସି । କଟକ ସହର ଅନ୍ତର୍ଗତ ନୂଆ ରାଉସପାଟଣାର ଗୋପବନ୍ଧୁ ବିହାର ଅଞ୍ଚଳରେ ଏହି କଣ୍ଟେନମେଣ୍ଟ ଜୋନ୍…

ରାଜସ୍ଥାନରେ ଓମିକ୍ରନ୍ ଆତଙ୍କ, ଗୋଟିଏ…

ଜୟପୁର: ଦେଶରେ ଦିନକୁ ଦିନ ବଢିବାରେ ଲାଗିଛି କରୋନାର ନୂଆ ଭାରିଆଣ୍ଟ ଓମ୍ରିକନ ସଂକ୍ରମିତଙ୍କ ସଂଖ୍ୟା। ଭାରତରେ ୪୦୦ ପାର କଲାଣି ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା । ଶନିବାର ରାଜସ୍ଥାନରେ ଓମିକ୍ରନର ୨୧ଟି ନୂଆ ମାମଲା ଚିହ୍ନଟ ହୋଇଛନ୍ତି । ଏହି ୨୧ ଜଣଙ୍କ ମଧ୍ୟରୁ ଜୟପୁରରୁ ୧୧ ଜଣ ଚିହ୍ନଟ…