ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Covid Hospital

ସମ୍ଭାବ୍ୟ ତୃତୀୟ ଲହର ପାଇଁ ସଜାଗ ଓଡ଼ିଶା,…

ଭୁବନେଶ୍ବର : ସମ୍ଭାବ୍ୟ ତୃତୀୟ ଲହର ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି। ସମସ୍ତ କୋଭିଡ ହସ୍ପିଟାଲକୁ ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସରକାରଙ୍କ ସହଭାଗିତାରେ ଚାଲିଥିବା ଘରୋଇ କୋଭିଡ ହସ୍ପିଟାଲ ଗୁଡିକୁ ପ୍ରସ୍ତୁତ ରହିବାକୁ କୁହାଯାଇଛି। କୋଭିଡ ସଂକ୍ରମଣ ବଢିଲେ ତୁରନ୍ତ ଯେମିତି…

କୋଭିଡ୍ ହସ୍ପିଟାଲରେ ଭୟଙ୍କର…

ଅହମଦନଗର: ମହାରାଷ୍ଟ୍ରର ଅହମଦନଗରର ଜିଲ୍ଲା ହସ୍ପିଟାଲର ଆଇସିୟୁ ୱାର୍ଡରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ଜଣ କରୋନା ରୋଗୀଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି। ଏଥିସହ ୧୦ରୁ ଊର୍ଦ୍ଧ୍ବ ଲୋକ ଆହତ ହେବାର ଖବର ମଧ୍ୟ ଅଛି । ଅହମଦନଗର ଜିଲ୍ଲାପାଳ ରାଜେନ୍ଦ୍ର ଭୋସଲେ ଏହି ଘଟଣା…

ଭବାନୀପାଟଣାରେ ୨୦୦ ଶଯ୍ୟା ବିଶିଷ୍ଟ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ କଳାହାଣ୍ଡିର ଭବାନୀପାଟଣାଠାରେ ନିର୍ମିତ ଏକ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସପିଟାଲ ଉଦ୍‌ଘାଟନ କରିଛନ୍ତି। ବେଦାନ୍ତ ଗ୍ରୁପ୍‌ ଏହି କୋଭିଡ ହସ୍ପିଟାଲ ପରିଚାଳନା କରିବ । ଏଥିରେ ୧୬ଟି ଆଇସିୟୁ ଓ ୧୬ଟି ଏଚଡିୟୁ ଶଯ୍ୟା ସହିତ ଏକ ସ୍ୱତନ୍ତ୍ର…

କୋଭିଡ ହସ୍ପିଟାଲରେ ଶିଶୁ କନ୍ୟାକୁ ଜନ୍ମ…

ଫୁଲବାଣୀ ସ୍ଥିତ କୋଭିଡ ହସ୍ପିଟାଲରେ ଗୁରୁତର ହୋଇ ଭର୍ତ୍ତି ହୋଇଥିବା ଜଣେ ପ୍ରସୂତୀ ମହିଳାଙ୍କର କନ୍ୟା ସନ୍ତାନ ଜନ୍ମ ହୋଇଛି । ଏବେ କୋଭିଡ ହସ୍ପିଟାଲରେ ମା’ ଗୁରୁତର ଅବସ୍ଥାରେ ଭେଣ୍ଟିଲେଟରେ ରହିଥିବା ବେଳେ ନବଜାତ ଶିଶୁ କନ୍ୟାକୁ ଏସ୍‌ଏନ୍ଏସ୍‌ୟୁରେ ରଖାଯାଇଛି। ଗତକାଲି ଆସନ୍ନ ପ୍ରସବାଙ୍କୁ ଗୁରୁତର…

ପୁରୀରେ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ୍…

ଭୁବନେଶ୍ୱର: ପୁରୀ ଶ୍ରୀଜଗନ୍ନାଥ ମେଡିକାଲ୍ କଲେଜ ପରିସରରେ କୋଭିଡ୍ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କରିଛନ୍ତି । ଏହି ହସ୍ପିଟାଲରେ ୧୫୦ ଶଯ୍ୟା ରହିଛି । ଭୁବନେଶ୍ୱର ସମ୍‌ ହସ୍‌ପିଟାଲ ସହଯୋଗରେ ପୁରୀ କୋଭିଡ୍‌ ହସ୍‌ପିଟାଲ ନିର୍ମାଣ କରାଯାଇଛି ।…

ଯାଜପୁରରେ ସ୍ବତନ୍ତ୍ର କୋଭିଡ଼…

ଭୁବନେଶ୍ୱର: କୋଭିଡ୍ ରୋଗୀଙ୍କ ଚିକିତ୍ସା ପାଇଁ ଯାଜପୁରରେ ଘରୋଇ ସହାୟତାରେ ଏକ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଅନୁମତି ପ୍ରଦାନ କରିଛନ୍ତି । ଏହା ଫଳରେ ଯାଜପୁର ତଥା ଆଖ ପାଖ ଜିଲ୍ଲାର ଗୁରୁତର କୋଭିଡ୍ ରୋଗୀ ମାନଙ୍କୁ ଚିକିତ୍ସା ପାଇଁ ଆଉ କଟକ ଭୁବନେଶ୍ବର…

ପୁରୀରେ ନିର୍ମାଣ ହେବ ସ୍ୱତନ୍ତ୍ର କୋଭିଡ୍…

ପୁରୀ: ପୁରୀରେ ଖୁବଶୀଘ୍ର ନିର୍ମାଣ କରାଯିବ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ । ପିପିପି ମୋଡରେ ହେବ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲ । ଏହି କୋଭିଡ୍ ହସ୍ପିଟାଲକୁ ଭୁବନେଶ୍ୱର ସମ୍ ହସ୍ପିଟାଲ ପରିଚାଳନା କରିବ ବୋଲି ଜଣାପଡିଛି। ଏଥିରେ 20 ଟି ଆଇସିୟୁ ସହ 40 ଟି ସେମି ଆଇସିୟୁ ଓ 90ଟି ଅକ୍ସିଜେନ…