ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Covid vaccine

ଟିକାର ସୁରକ୍ଷା ପାଇଁ ସମ୍ଭାବ୍ୟ ବାତ୍ୟା…

ସମ୍ଭାବ୍ୟ ବାତ୍ୟା ଯୋଗୁଁ ବନ୍ଦ ରହିବ ଟିକାକରଣ । ବାତ୍ୟାରେ ପ୍ରଭାବିତ ଜିଲ୍ଲାରେ ଟିକାକରଣ ବନ୍ଦ ରଖିବା ନେଇ ପରିବାର ଓ କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଏନେଇ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ଟିକାର ସୁରକ୍ଷାକୁ ଦୃଷ୍ଟିରେ…

ଶିଶୁଙ୍କୁ ଦିଆଯିବ କରୋନା ଟିକା

ନୂଆଦିଲ୍ଲୀ, ୧୨|୫ (ଏଜେନ୍ସି): ଭାରତରେ ଶିଶୁଙ୍କୁ କରୋନା ଟିକା ଦିଆଯିବ। ଏବେ ୨ରୁ ୧୮ ବର୍ଷ ବୟସ ବର୍ଗଙ୍କୁ ଟିକାକରଣ କରିବା ପାଇଁ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥିପାଇଁ ମଙ୍ଗଳବାର ସେଣ୍ଟ୍ରାଲ ଡ୍ରଗ୍ସ କଣ୍ଟ୍ରୋଲ ଅର୍ଗାନାଇଜେସନ(ସିଡିଏସସିଓ)ର ସବଜେକ୍ଟ ଏକ୍ସପର୍ଟ କମିଟି(ଏସଇସି) ୨ରୁ ୧୮…

ପରିବର୍ତ୍ତନ ହେଲା କୋଭିସିଲ୍ଡ ଦ୍ୱିତୀୟ…

କୋ-ୱିନ୍ ପୋର୍ଟାଲରେ କୋଭିସିଲ୍ଡର ଦ୍ୱିତୀୟ ଡୋଜ୍ ଟିକା ବ୍ୟବଧାନ ନେଇ ପରିବର୍ତ୍ତନ କରିଛନ୍ତି କେନ୍ଦ୍ର ସରକାର । ପ୍ରଥମ ଡୋଜ୍ କୋଭିସିଲ୍ଡ ନେଇଥିବା ବ୍ୟକ୍ତି ୪୨ ଦିନ ଅର୍ଥାତ୍ ୬ ସପ୍ତାହ ପରେ ଦ୍ୱିତୀୟ ଡୋଜ୍ ଟିକା ନେବେ । ପୂର୍ବରୁ ଏହା ୪ ସପ୍ତାହ ବା ୨୮ ଦିନ ଥିଲା । ଏଥିରେ ସଂଶୋଧନ କରାଯାଇଛି । ଏବେ…

ରାଜ୍ୟରେ ଆରମ୍ଭ ହେଲା ସାମ୍ବାଦିକଙ୍କ…

ଭୁବନେଶ୍ବର: ସାମ୍ବାଦିକ ମାନଙ୍କୁ ରାଜ୍ୟ ସରକାର ସମ୍ମୁଖ ଯୋଦ୍ଧା ଭାବେ ଘୋଷଣା କରିବା ପରେ ସୋମବାର ଦିନ ସେମାନଙ୍କ ଟିକା କରଣ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା। ବିଏମସି ପକ୍ଷରୁ ସାମ୍ବାଦିକଙ୍କ ଟିକାକରଣ ପାଇଁ ସ୍ବତନ୍ତ୍ର କ୍ୟାମ୍ପ କରାଯାଇଛି। ଭୁବନେଶ୍ବର କଟକରୋଡ୍ ଯାତ୍ରୀ ନିବାସରେ ସାମ୍ବାଦିକଙ୍କୁ…

ଚିନ୍ତାରେ ୪୫ରୁ ଊର୍ଦ୍ଧ୍ବ ବୟସ୍କ

ଭୁବନେଶ୍ୱର: ଓଡ଼ିଶାରେ କୋଭିସିଲ୍ଡ ଟିକାର ଅଭାବ ଆହୁରି ଉତ୍କଟ ହୋଇଛି। ଟିକା ନ ଥିବାରୁ ଦ୍ୱିତୀୟ ଡ଼ୋଜ ପାଇଁ ଯୋଗ୍ୟ ବିବେଚିତ ଲକ୍ଷଲକ୍ଷ ଲୋକ ଟିକା ନେଇପାରୁ ନାହାନ୍ତି। ଗୁରୁବାର ୧୨ ଜିଲ୍ଲାରେ ଟିକାକରଣ ବନ୍ଦ ରଖାଯାଇ ଥିବା ବେଳେ ଶୁକ୍ରବାର ବୌଦ୍ଧ, ଝାରସୁଗୁଡ଼ା, କୋରାପୁଟ, ସମ୍ବଲପୁର ଓ ସୋନପୁର…

ଏଥର ପ୍ରତି ରାଜ୍ୟକୁ ୪୦୦ ଟଙ୍କାରେ ମିଳିବ…

ନୂଆଦିଲ୍ଲୀ: କୋଭିସିଲଡ ପରେ କମିଲା କୋଭାକ୍ସିନ । ସେରମ ଇନଷ୍ଟିଚ୍ୟୁଟ ଦର କମାଇବା ପରେ ଭାରତ ବାଓଟେକ ମଧ୍ୟ ଦର କମାଇଛି । ରାଜ୍ୟ ପ୍ରତି ଡୋଜ ପିଛା ୬୦୦ ଟଙ୍କା ଥିବା ବେଳେ ୨୦୦ ଟଙ୍କା ହ୍ରାସ କରିଛି କମ୍ପାନୀ । ନୂଆ ଦର ମୁତାବକ ଏଥର ପ୍ରତି ରାଜ୍ୟକୁ ୪୦୦ ଟଙ୍କାରେ ମିଳିବ କୋଭାକ୍ସିନ । ଦର ୨୦୦ ଟଙ୍କା…

ରାଜ୍ୟରେ ଟିକାର ଅଭାବ : ଟିକା ଯୋଗାଇ…

ଭୁବନେଶ୍ବର : ରାଜ୍ୟରେ ଟିକା ଅଭାବ ନେଇ ପୁଣିଥରେ କେନ୍ଦ୍ର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ । ଓଡ଼ିଶାକୁ ସ୍ୱଳ୍ପ ଓ ଅନିୟମିତ ଭାବେ କୋଭିଡ୍‌-୧୯ ଟିକା ଯୋଗାଣ ହେତୁ ରାଜ୍ୟରେ ଟିକାକରଣ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି । ଆଜି ପର୍ଯ୍ୟନ୍ତ ରାଜ୍ୟ…

ଗ୍ରୀଷ୍ମ ପ୍ରବାହ ପାଇଁ ରାଜ୍ଯରେ ବଦଳିଲା…

ଭୁବନେଶ୍ଵର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢିବାରେ ଲାଗିଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଟିକାକରଣ ସମୟରେ ପରିବର୍ତ୍ତନ କରାଯାଇଛି।   ଏବେ ସକାଳ ୮ଟାରୁ ୧୨ଟା ଏବଂ ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ଯାଏଁ ଟିକାକରଣ ଜାରି ରହିବ। ଏ ନେଇ ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ପ୍ରଦୀପ୍ତ ମହାପାତ୍ର…