ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Covishield Vaccine

ରାଜଧାନୀରେ ମିଳିବ କୋଭିିସିଲ୍ଡର…

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ କୋଭିସିଲ୍ଡର ପ୍ରିିକସନ ଡୋଜ୍‍ ଟିକା ଦିଆଯିବ। ଭୁବନେଶ୍ୱରର ଦୁଇଟି ୟୁପିଏଚ୍‍ସି ୟୁନିଟ୍‍-୯ ଏବଂ ଚନ୍ଦ୍ରଶେଖରପୁର ସ୍ୱାସ୍ଥ୍ୟକେନ୍ଦ୍ରରେ ଏହି ଟିକାକରଣ କରାଯିବ। ବର୍ତ୍ତମାନ ଏଠାରେ ସ୍ୱାସ୍ଥ୍ୟକର୍ମୀ, ସମ୍ମୁଖ ଯୋଦ୍ଧା ଓ ବରିଷ୍ଠ ନାଗରିକଙ୍କ ଟିକାକରଣ ପାଇଁ…

ଭାରତ ନିର୍ମିତ କୋଭିଶିଲ୍ଡ ଟିକାକୁ…

ନୂଆଦିଲ୍ଲୀ: ଭାରତ ନିର୍ମିତ କୋଭିଶିଲ୍ଡ ଟିକାକୁ ଫ୍ରାନ୍ସ ସ୍ୱୀକୃତି ଦେଇଛି। ଏଣିକି କୋଭିଶିଲ୍ଡ ଟିକା ନେଇଥିବା ଛାତ୍ରଛାତ୍ରୀ ଏବଂ ଯାତ୍ରୀ ଏଣିକି ଫ୍ରାନ୍ସ ଯାତ୍ରା କରିପାରିବେ। କୋଭିଶିଲ୍ଡ ଟିକା ଗ୍ରହଣ କରିଥିବା ଲୋକଙ୍କ ପାଇଁ ଫ୍ରାନ୍ସ ଯାତାୟାତ ଉପରେ କୌଣସି କଟକଣା ନାହିଁ। ଫ୍ରାନ୍ସରେ…

କୋଭିଶିଲ୍ଡର ଦୁଇ ଡୋଜ୍ ମଧ୍ୟରେ ବ୍ୟବଧାନ…

କୋଭିଶିଲ୍ଡ ଡୋଜ୍ ମଧ୍ୟରେ ବଢିଲା ବ୍ୟବଧାନ ସମୟ । କୋଭିଶିଲ୍ଡ ଟିକା ର ପ୍ରଥମ ଏବଂ ଦ୍ୱିତୀୟ ଡୋଜ ମଧ୍ୟରେ ବ୍ୟବଧାନକୁ ୧୨ରୁ ୧୬ ସପ୍ତାହକୁ ବୃଦ୍ଧି କରିବାକୁ କେନ୍ଦ୍ର ଗୁରୁବାର ଅନୁମୋଦନ କରିଛି। ଏନେଇ ନୀତି ଆୟୋଗ ସଦସ୍ୟ ଭିକେ ପଲ୍‌ କେନ୍ଦ୍ର ସରକାରଙ୍କୁ ସୁପାରିସ୍ କରିଥିଲେ । ପୂର୍ବରୁ ପ୍ରଥମ ଓ…

ପରିବର୍ତ୍ତନ ହେଲା କୋଭିସିଲ୍ଡ ଦ୍ୱିତୀୟ…

କୋ-ୱିନ୍ ପୋର୍ଟାଲରେ କୋଭିସିଲ୍ଡର ଦ୍ୱିତୀୟ ଡୋଜ୍ ଟିକା ବ୍ୟବଧାନ ନେଇ ପରିବର୍ତ୍ତନ କରିଛନ୍ତି କେନ୍ଦ୍ର ସରକାର । ପ୍ରଥମ ଡୋଜ୍ କୋଭିସିଲ୍ଡ ନେଇଥିବା ବ୍ୟକ୍ତି ୪୨ ଦିନ ଅର୍ଥାତ୍ ୬ ସପ୍ତାହ ପରେ ଦ୍ୱିତୀୟ ଡୋଜ୍ ଟିକା ନେବେ । ପୂର୍ବରୁ ଏହା ୪ ସପ୍ତାହ ବା ୨୮ ଦିନ ଥିଲା । ଏଥିରେ ସଂଶୋଧନ କରାଯାଇଛି । ଏବେ…

୧୮ରୁ ଊର୍ଦ୍ଧ୍ୱ ବୟସ୍କ ଙ୍କ ପାଇଁ…

ଭୁବନେଶ୍ୱର: ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ କୋଭିଡ୍ ଟିକା ଦିଆଯିବା ପାଇଁ ଓଡ଼ିଶାରେ ପହଁଚିଛି ୧ ଲକ୍ଷ ଡୋଜ୍ କୋଭିସିଲ୍ଡ ଟିକା । ଆସନ୍ତା ସୋମବାର ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହେବ ଟିକାକରଣ । ଆଜି ପୁଣେ ସ୍ଥିତ ସେରମ ଇନଷ୍ଟିଚ୍ୟୁଟରୁ ୧ ଲକ୍ଷ ଡୋଜ୍ କୋଭିସିଲ୍ଡ ଟିକା ଆସି ଭୁବନେଶ୍ୱର…