ବହୁ ଚର୍ଚ୍ଚିତ ଗଣଦୁଷ୍କର୍ମ ମାମଲା; ୨୨…
ଭୁବନେଶ୍ବର: ଦୀର୍ଘ ୨୨ ବର୍ଷ ପରେ ପୁଲିସ ହାତରେ ଧରାପଡିଛି ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ। ଏହି ଗଣଦୁଷ୍କର୍ମ ମାମଲାର ସିବିଆଇ ତଦନ୍ତ କରୁଥିଲା । ୧୯୯୯ ଜାନୁଆରୀ ୯ରେ ବାରଙ୍ଗ ନିକଟରେ ଗଣଦୁଷ୍କର୍ମ ଓ ହତ୍ୟାକାଣ୍ଡ ଘଟିଥିଲା । ସେବେଠୁ ମୁଖ୍ୟ…