ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Crime Branch

STF ପଞ୍ଝାରେ ନକଲି ସୂଚନା ଅଧିକାର…

ଭୁବନେଶ୍ବର: ବନ୍ଧା ହେଲେ ନକଲି ସୂଚନା ଅଧିକାର କର୍ମୀ । ନିଜକୁ ସୂଚନା ଅଧିକାର କର୍ମୀ ବୋଲି ପରିଚୟ ଦେଇ ଲୋକଙ୍କୁ ଭୟଭୀତ କରିବା ସହ ଚାକିରି ଆଶାୟୀ, କ୍ରଶର ଲାଇସେନ୍ସ, ମଦ ଲାଇସେନ୍ସ, ବଦଳି ଓ ଚାକିରି ଦେବାକୁ କହି ଲୋକଙ୍କଠାରୁ ଟଙ୍କା ଆଦାୟ କରୁଥିବା ମାଷ୍ଟର ମାଇଣ୍ଡ ଠକ କିଶୋର ମିଶ୍ରକୁ ଆଜି ଏସଟିଏଫ…

ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ତଦନ୍ତ…

ଭୁବନେଶ୍ୱର: ଦିବଂଗତ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ତଦନ୍ତ ପାଇଁ ଏଫ୍‌ବିଆଇକୁ ସହାୟତା ମଗାଯାଇଥିଲା । ଏ ନେଇ ସ୍ପଷ୍ଟୀକରଣ ରଖିଛି କ୍ରାଇମବ୍ରାଞ୍ଚ । ସିଧାସଳଖ ଭାବେ ଏଫବିଆଇ ସହ ଯୋଗାଯୋଗ ସମ୍ଭବ ନୁହେଁ । ଏଥିପାଇଁ କେନ୍ଦ୍ର ଗୃହମନ୍ତ୍ରାଳୟର ଅନୁମତି ଲୋଡାଯାଇଛି । ନବ ଦାସ ହତ୍ୟା ମାମଲାରେ ଏଫବିଆଇ…

ନବ ଦାସଙ୍କୁ ଗୁଳିମାଡ଼ ଘଟଣା: ହତ୍ୟାକାରୀ…

ଭୁବନେଶ୍ବର: ନବ ଦାସଙ୍କ ହତ୍ୟା ମାମଲାରେ ବଡ଼ ଟୁଇଷ୍ଟ । ନବଦାସଙ୍କ ହତ୍ୟାକାରୀ ଗୋପାଳଙ୍କ ଭାଇ ସତ୍ୟନାରାୟଣ ଦାସଙ୍କୁ କ୍ରାଇମବ୍ରାଞ୍ଚ ଉଠାଇନେଇଛି। ଜଳେଶ୍ୱରପୁର ଘରୁ ଉଠାଇ ନେଇଛି କ୍ରାଇମବ୍ରାଞ୍ଚ । ସତ୍ୟନାରାୟଣଙ୍କୁ ଜେରାର କିଛି ଘଣ୍ଟା ପରେ ଉଠାଇ ନେଲା କ୍ରାଇମବ୍ରାଞ୍ଚ । ତେବେ ଗୋପାଳର ଭାଇଙ୍କୁ…

ମାନସ ସ୍ବାଇଁ ହତ୍ୟା ମାମଲା : ଖୋଲିବ…

ଭୁବନେଶ୍ବର : ବହୁ ଚର୍ଚ୍ଚିତ କ୍ୟାମେରା ମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କୁ ଆଉ ତିନି ଦିନ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ। ଏଥିପାଇଁ ଆଜି ଅନୁମତି ଦେଇଛନ୍ତି ଭଦ୍ରକ ଜିଲ୍ଲା ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟ। ଶର୍ମିଷ୍ଠାଙ୍କ ସହିତ ଅନ୍ୟତମ ଅଭିଯୁକ୍ତ…

ଭାଲେଣ୍ଟାଇନ୍ ସପ୍ତାହ ପାଇଁ ସତର୍କ…

ଭୁବନେଶ୍ବର: ଚାଲିଛି ପ୍ରେମ ସପ୍ତାହ ବା ଭାଲେଣ୍ଟାଇନ୍‌ ୱିକ୍। ସମୟ ସହ ବଢିଛି ମୋବାଇଲର ବ୍ଯବାହାର ।  ସୋସିଆଲ ମିଡିଆରେ ଅଭ୍ୟୁଦୟ ଫଳରେ ପ୍ରେମ ନିବେଦନ କରିବା ସହଜ ହୋଇଛି। ପ୍ରେମିକ ପ୍ରେମିକମାନେ ମେସେଜ୍‌ ଦ୍ବାରା ନିଜର ମନର କଥା କହିବା ସହ ଅନଲାଇନରେ ଉଭୟ ଉଭୟଙ୍କୁ ଗିଫ୍ଟ ଦେଇଥାନ୍ତି । ଫଳରେ…

ସଞ୍ଜୟ ଦାସବର୍ମାଙ୍କ ବ୍ୟକ୍ତିଗତ ସହାୟକ…

ପୁରୀ: ବହୁ ଚର୍ଚ୍ଚିତ ଚିତ୍ତରଞ୍ଜନ ପଲେଇ ହତ୍ୟା ମାମଲାରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ୨ ଜଣଙ୍କୁ ଗିରଫ କରିଛି । ଅପରାହ୍ନରେ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି କ୍ରାଇମବ୍ରାଞ୍ଚ। ଦୁଇ ଅଭିଯୁକ୍ତ ହେଉଛନ୍ତି ଜଗନ୍ନାଥ ଷଡଙ୍ଗୀ ଓ ତାଙ୍କ ସହଯୋଗୀ ଅଶୋକ…

କ୍ରାଇମବ୍ରାଞ୍ଚ ଅଫିସରେ ପହଞ୍ଚିଲେ…

ଲକ୍ଷ୍ନୗେ: କ୍ରାଇମବ୍ରାଞ୍ଚ ନିକଟରେ ଶନିବାର ଦିନ ହାଜର ହୋଇଛନ୍ତି କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ର। ନିର୍ଦ୍ଧାରିତ ସମୟର ୧୫ ମିନଟ ପୂର୍ବରୁ ହାଜର ହୋଇଛନ୍ତି ଆଶିଷ । ଉତ୍ତରପ୍ରଦେଶର ଲଖିମପୁର-ଖେରି ଚାଷୀ ମୃତ୍ୟୁ ମାମଲାରେ ତାଙ୍କୁ ସମନ କରିଥିଲା ପୋଲିସ। ଜେରା ସମୟରେ…

ଏସିଏଫ୍ ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା :…

ଭୁବନେଶ୍ୱର: ଏସିଏଫ୍ ସୌମ୍ୟରଂଜନ ମୃତ୍ୟୁ ମାମଲା । କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର ହେଲା ତଦନ୍ତ ଭାର । ଡିଜିପିଙ୍କ ନିର୍ଦ୍ଦେଶରେ ତଦନ୍ତ ଦାୟିତ୍ୱ ନେଲା କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚ ଡିଏସପିଙ୍କ ନେତୃତ୍ୱରେ ୩ଜଣିଆ ଟିମ୍ ଗଠନ ହୋଇଛି । ଏନେଇ ପୋଲିସ ଡିଜି ସୂଚନା ଦେଇଛନ୍ତି । ବହୁ ଚର୍ଚ୍ଚିତ…