ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

cyclone 2022

୨୪ ଘଣ୍ଟାରେ ବାତ୍ୟାର ରୂପ ନେବ ଗଭୀର…

ଭୁବନେଶ୍ବର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ରବିବାର ତୀବ୍ର ଅବପାତରେ ପରିଣତ ହେବ । ୨୪ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ବାତ୍ୟା ରୂପ ନେବ । ୨୫ ତାରିଖ ସକାଳୁ ବାଂଲାଦେଶ ଉପକୂଳ ଛୁଇଁବ ସି-ତ୍ରଙ୍ଗ । ଏହାର ପ୍ରଭାବରେ ଓଡ଼ିଶାରେ ୨୩ ଓ ୨୪ ଦୁଇ ଦିନ ପ୍ରବଳ…

ଓଡିଶା ଉପକୂଳ ଛୁଇଁବନି ବାତ୍ୟା: ଧାମରା…

ଭୁବନେଶ୍ବର : ଓଡ଼ିଶା ଉପକୂଳ ଛୁଇଁବ ନାହିଁ ବାତ୍ୟା ‘ସିତ୍ରାଙ୍ଗ’। ଧାମରା ଠାରୁ ୨୦୦ କିମି ଦୂରରେ ଅତିକ୍ରମ କରି ପଶ୍ଚିମବଙ୍ଗ-ବାଂଲାଦେଶ ମଧ୍ୟରେ  ଲ୍ୟାଣ୍ଡଫଲ କରିପାରେ ବାତ୍ୟା । ଲଘୁଚାପଟି ଆସନ୍ତା କାଲି ଅବପାତର ରୂପ ନେବ । ୨୩ ଅକ୍ଟୋବରର ସୁଦ୍ଧା ତୀବ୍ର ଅବପାତ ରୂପ ନେବ ବୋଲି ଆକଳନ କରାଯାଇଛି। ୨୪…

ସମ୍ଭାବ୍ୟ ବାତ୍ୟା ପାଇଁ ସରକାରୀ…

ଭୁବନେଶ୍ବର : ଆସୁଛି ବାତ୍ୟା। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଗତକାଲିର ଘୂର୍ଣ୍ଣିବଳୟ ଆଜି ସକାଳ ସାଢ଼େ ୮ଟାରେ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮…

ବାତ୍ୟା ନେଇ ସ୍ପଷ୍ଟ କଲା ପାଣିପାଗ…

ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବ ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି । ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ…

ଶକ୍ତିହରାଇଲା ବାତ୍ୟା ‘ଆସାନି’ :…

ଭୁବନେଶ୍ବର : ସିଭିୟର ସାଇକ୍ଲୋନିକ ଷ୍ଟର୍ମ ‘ଅସାନି’ ଗତ ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଦିଗରେ ଗତି କରି ଧିରେ ଧିରେ ଦୁର୍ବଳ ହୋଇଛି। ଆଜି ରାତିରେ ଗଭୀର ଅବପାତ ଏବଂ ଆସନ୍ତାକାଲି ସକାଳ ସୁଦ୍ଧା ଅବପାତର ରୂପ ନେବ ବାତ୍ୟା ଅସାନି। ବର୍ତ୍ତମାନ ଉତ୍ତର-ପଶ୍ଚିମ ଦିଗରେ ‘ଅସାନି’ ଗତ କରୁଛି । ଘଣ୍ଟାପ୍ରତି ୬…

ଆନ୍ଧ୍ରପ୍ରଦେଶରେ ବାତ୍ୟା ଅସାନିର ପ୍ରଭାବ…

ଅମରାବତୀ: ଆନ୍ଧ୍ରପ୍ରଦେଶରେ ବାତ୍ୟା ଅସାନିର ପ୍ରଭାବ ଦେଖିବାକୁ ମିଳିଛି । ଆଜି ସକାଳେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏହା ଦୁର୍ବଳ ହୋଇ ସାଇକ୍ଲୋନିକ ଷ୍ଟର୍ମ ବା ଘୂର୍ଣ୍ଣିବାତ୍ୟାର ରୂପ ନେଇଛି। ଏହା ମଛଲିପାଟନମ୍ ପାଖରୁ ପ୍ରାୟ ୪୦ କିମି ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ଅଛି। ଏହା କ୍ରମଶ…

ବାତ୍ୟା ଅସାନି ପ୍ରଭାବରେ ରାଜଧାନୀରେ…

ଭୁବନେଶ୍ୱର: ଦୁର୍ବଳ ହେଲା ଭୀଷଣ ବାତ୍ୟା ’ଅସାନି’ । ବର୍ତ୍ତମାନ ଏହା ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣ-ପଶ୍ଚିମ ଦିଗରେ ୫୪୦ କିମି ଦୂରରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ । ଗତ ୬ ଘଣ୍ଟାରେ ଏହା ୧୨ କିମି ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିଛି କ୍ଷ ବାତ୍ୟା ଅସାନି…

ବାତ୍ୟା ଅସାନି ପାଇଁ ଆଗୁଆ ପଦକ୍ଷେପ, ସବୁ…

ମାଲକାନଗିରି: ବାତ୍ୟା ‘ଆସାନି’ର ମୁକାବିଲା କରିବା ଲାଗି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛି ମାଲକାନଗିରି ଜିଲ୍ଲା ପ୍ରଶାସନ । ଜିଲ୍ଲାପାଳ ବିଶାଲ ସିଂଙ୍କ ନିର୍ଦ୍ଦେଶ କ୍ରମେ ସମସ୍ତ ବିଡିଓ, ତହସିଲଦାର ଏବଂ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କୁ ସମସ୍ତ ପ୍ରକାର ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି…

ସମ୍ଭାବ୍ୟ ବାତ୍ୟା ପାଇଁ ସଜାଗ୍‍…

ବ୍ରହ୍ମପୁର/ଛତ୍ରପୁର: ସମ୍ଭାବ୍ୟ ବାତ୍ୟା ‘ଅସନି’ ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ସଜାଗ୍‍ ରହିଛି। ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶନାମା ପ୍ରକାରେ କାର୍ଯ୍ୟ କରାଯାଉଛି। ଆସନ୍ତା ଦୁଇଦିନ ପାଇଁ ଗୋପାଳପୁର ସମେତ ଜିଲ୍ଲାର ସମସ୍ତ ବେଳାଭୂମି ପର୍ଯ୍ୟଟକଙ୍କୁ ଯିବା ପାଇଁ ବାରଣ…

ଓଡ଼ିଶା ଉପରେ କମ୍ ରହିବ ବାତ୍ଯା…

ନୂଆଦିଲ୍ଲୀ: ବାତ୍ଯା ' ଅସାନି' ନେଇ ଏସଆରସି ପ୍ରଦୀପ ଜେନା ସାମ୍ବାଦିକ ସମ୍ମିଳନୀରେ ସୂଚାନା ଦେଇଛନ୍ତି। କାକିନଡାଠାରୁ ୨୦୦ କିଲୋମିଟର ଦୂରରେ ରହିଛି ଅସାନି। ଗତକାଲି ଆକଳନଠାରୁ ଆଜି ଭିତରେ ଅନେକ ପରିବର୍ତ୍ତନ ହୋଇଛି। କାକିନଡ଼ା ପାଖାପାଖି ଲ୍ଯାଣ୍ଡଫଲର କରିପାରେ ଅସାନି। ସ୍ଥଳଭାଗ ଛୁଇଁଛୁଇଁ ସମୁଦ୍ରକୁ…