ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Cyclone alert for Odisha

ବିଭିନ୍ନ ମଡେଲର ଆକଳନ: ଅକ୍ଟୋବରରେ…

ଭୁବନେଶ୍ବର: ଆଇଏମଡି ଦ୍ୱାରା ପ୍ରକାଶିତ  ଦୀର୍ଘ ମିଆଦୀ ଆକଳନ ଅନୁସାରେ ୨୨-୨୮ ସେପ୍ଟେମ୍ବର ମଧ୍ୟରେ କୌଣସି ସିଷ୍ଟମର ସମ୍ଭାବନା ନ ଥିବା ବେଳେ, ୨୯ ସେପ୍ଟେମ୍ବର ରୁ ୫ ଅକ୍ଟୋବର ମଧ୍ୟରେ ସାଇକ୍ଲୋଜେନେସିସ ଅର୍ଥାତ ଅବପାତ ହେବାର ସମ୍ଭାବନା (୧-୩୩ ପ୍ରତିଶତ) କମ ଦର୍ଶାଯାଇଛି।ତେବେ କେତେକ…

୨୪ ଘଣ୍ଟାରେ ବାତ୍ୟାର ରୂପ ନେବ ଗଭୀର…

ଭୁବନେଶ୍ବର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ରବିବାର ତୀବ୍ର ଅବପାତରେ ପରିଣତ ହେବ । ୨୪ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ବାତ୍ୟା ରୂପ ନେବ । ୨୫ ତାରିଖ ସକାଳୁ ବାଂଲାଦେଶ ଉପକୂଳ ଛୁଇଁବ ସି-ତ୍ରଙ୍ଗ । ଏହାର ପ୍ରଭାବରେ ଓଡ଼ିଶାରେ ୨୩ ଓ ୨୪ ଦୁଇ ଦିନ ପ୍ରବଳ…

ଓଡିଶା ଉପକୂଳ ଛୁଇଁବନି ବାତ୍ୟା: ଧାମରା…

ଭୁବନେଶ୍ବର : ଓଡ଼ିଶା ଉପକୂଳ ଛୁଇଁବ ନାହିଁ ବାତ୍ୟା ‘ସିତ୍ରାଙ୍ଗ’। ଧାମରା ଠାରୁ ୨୦୦ କିମି ଦୂରରେ ଅତିକ୍ରମ କରି ପଶ୍ଚିମବଙ୍ଗ-ବାଂଲାଦେଶ ମଧ୍ୟରେ  ଲ୍ୟାଣ୍ଡଫଲ କରିପାରେ ବାତ୍ୟା । ଲଘୁଚାପଟି ଆସନ୍ତା କାଲି ଅବପାତର ରୂପ ନେବ । ୨୩ ଅକ୍ଟୋବରର ସୁଦ୍ଧା ତୀବ୍ର ଅବପାତ ରୂପ ନେବ ବୋଲି ଆକଳନ କରାଯାଇଛି। ୨୪…

ସମ୍ଭାବ୍ୟ ବାତ୍ୟା ପାଇଁ ସରକାରୀ…

ଭୁବନେଶ୍ବର : ଆସୁଛି ବାତ୍ୟା। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଗତକାଲିର ଘୂର୍ଣ୍ଣିବଳୟ ଆଜି ସକାଳ ସାଢ଼େ ୮ଟାରେ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮…

ବାତ୍ୟା ନେଇ ସ୍ପଷ୍ଟ କଲା ପାଣିପାଗ…

ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବ ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି । ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ…

ଡରାଇଲେ ବିଦେଶୀ ପାଣିପାଗ ବିଜ୍ଞାନୀ: ଏଥର…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରୁ ଡିସେମ୍ବର ମାସରେ ବଙ୍ଗୋପସାଗରରେ ଏକାଧିକ ବାତ୍ୟା ସୃଷ୍ଟି ହେବ। ଏହି ସମୟରେ ବାତ୍ୟା ସୃଷ୍ଟି ହେବା ପାଇଁ ସମସ୍ତ ପ୍ରକାର ପାଣିପାଗ ସ୍ଥିତି ଅନୁକୁଳ ରହିବ। ତେଣୁ ବାତ୍ୟା ସୃଷ୍ଟି ହେବା ସହ ଏହା ଅଧିକ ଘନୀଭୂତ ହେବା ପାଇଁ ବଳ ମଧ୍ୟ ପାଇବ। ଗତ କିଛି ବର୍ଷ ହେବ…

ବଢୁଛି ବାତ୍ୟା ଆଶଙ୍କା : ୫ରୁ ସମୁଦ୍ରରେ…

ଭୁବନେଶ୍ୱର : ସମୟ ଗଡ଼଼ିବା ସହିତ ବାତ୍ୟା ଆଶଙ୍କା ବଢ଼଼ି ବଢି ଚାଲିଛି। ଆସନ୍ତା ୪ ତାରିଖରେ ଘୂର୍ଣ୍ଣିବଳୟ ହେବାକୁ ଥିବା ବେଳେ ୫ ତାରିଖରୁ ଏହାର ପ୍ରଭାବ ଆରମ୍ଭ ହୋଇଯିବ। ପ୍ରାଥମିକ ପର୍ଯ୍ୟାୟରେ ସମୁଦ୍ର ମଧ୍ୟରେ ଏହା ଶକ୍ତି ଦେଖାଇବ। ଶକ୍ତିଶାଳୀ ଲଘୁଚାପ ଯୋଗୁଁ ୫ ତାରିଖରୁ ସମୁଦ୍ର ମଧ୍ୟରେ ବର୍ଷା ପବନର…