ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Cyclone Asani

ଶକ୍ତିହରାଇଲା ବାତ୍ୟା ‘ଆସାନି’ :…

ଭୁବନେଶ୍ବର : ସିଭିୟର ସାଇକ୍ଲୋନିକ ଷ୍ଟର୍ମ ‘ଅସାନି’ ଗତ ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଦିଗରେ ଗତି କରି ଧିରେ ଧିରେ ଦୁର୍ବଳ ହୋଇଛି। ଆଜି ରାତିରେ ଗଭୀର ଅବପାତ ଏବଂ ଆସନ୍ତାକାଲି ସକାଳ ସୁଦ୍ଧା ଅବପାତର ରୂପ ନେବ ବାତ୍ୟା ଅସାନି। ବର୍ତ୍ତମାନ ଉତ୍ତର-ପଶ୍ଚିମ ଦିଗରେ ‘ଅସାନି’ ଗତ କରୁଛି । ଘଣ୍ଟାପ୍ରତି ୬…

ବାତ୍ୟା ‘ଅସାନି’ ପ୍ରଭାବ : ୩ ଦିନ ଧରି…

ଭୁବନେଶ୍ବର : ଆଜିଠୁ ଦୁର୍ବଳ ହେବ ସମୁଦ୍ର ଭିତରେ କମ୍ପମାନ କରୁଥିବା ଭୀଷଣ ବାତ୍ୟା ‘ଅସାନି’ । ଦିଗ ବଦଳିବା ସହ ଏହାର ଦୁର୍ବଳ ହେବା ପ୍ରକ୍ରିୟା ଆରମ୍ଭ ହୋଇଯିବ। ବର୍ତମାନ ଏହାର ଗତି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୦କିମି ରହିଛି। ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ୪୯୦  କିମି…

ବାତ୍ୟାକୁ ନେଇ ଏସଆରସିଙ୍କ ବଡ଼ ସୂଚନା :…

ଭୁବନେଶ୍ବର : ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଥିବା ଗଭୀର ଅବପାତ ଗତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ପରେ ତୀବ୍ରତର ହୋଇ ସାମୁଦ୍ରିକ ବାତ୍ୟା ‘ଆସାନୀ’ ପାଲଟି ଯାଇଛି। ଆଉ କିଛି ଘଣ୍ଟା ପରେ ଏହା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ଗତ ୬ ଘଣ୍ଟା ହେବ ଏହା ୧୩ କିଲୋମିଟର…

ବାତ୍ୟାର ରୂପ ନେଲା ଦକ୍ଷିଣ ପୂର୍ବ…

ଭୁବନେଶ୍ବର: ବାତ୍ୟାର ରୂପ ନେଲା ଦକ୍ଷିଣ ଆଣ୍ଡାମାନ୍ ସାଗରରେ ସୃଷ୍ଟ ଗଭୀର ଅବପାତ । ଘନୀଭୂତ ହୋଇ ସ୍ଥଳଭାଗ ମୁହାଁ ବାତ୍ୟା ଆସନୀ। ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୬ କିମି ବେଗରେ ଗତି କରୁଛି…

ସମ୍ଭାବ୍ଯ ବାତ୍ଯା ମୁକାବିଲା: ଆଗୁଆ…

ଭୁବନେଶ୍ୱର: ସମ୍ଭାବ୍ଯ ବାତ୍ଯା ମୁକାବିଲା ପାଇଁ ରାଜ୍ଯସରକାର ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ କରି ଦେଇଛନନ୍ତି। ବାତ୍ୟା ମୁକାବିଲା ପାଇଁ ୧୮ ଜିଲ୍ଲାପାଳ ସଜାଗ ଅଛନ୍ତି । କାଲି ସନ୍ଧ୍ୟା ସୁଦ୍ଧା ବାତ୍ୟାର ଗତିପଥ ଆହୁରି ସ୍ପଷ୍ଟ ହେବ। କେଉଁଠି ଉପକୂଳ ଛୁଇଁବ ବାତ୍ୟା ଏଯାଏ ସ୍ପଷ୍ଟ ହୋଇନାହିଁ । ଚିତ୍ର…

ସମ୍ଭାବ୍ୟ ବାତ୍ୟାକୁ ନେଇ ଶକ୍ତି ବିଭାଗ…

ଭୁବନେଶ୍ବର : ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ପରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୭ ତାରିଖରେ ଅବପାତ ଏବଂ ୮ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ରୂପ ନେବ। ଲଘୁଚାପ ଘନୀଭୂତ ହୋଇ ବାତ୍ୟା ରୂପରେ ୧୦…

ବାତ୍ୟାକୁ ନେଇ ଆସିଲା ବଡ଼ ଖବର : ୮ରେ…

ଭୁବନେଶ୍ବର : ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ପରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୭ ତାରିଖରେ ଅବପାତ ଏବଂ ୮ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ରୂପ ନେବା ଆଶଙ୍କା ରହିଛି । ଏହି ଅବପାତ ରବିବାର…

ଲଘୁଚାପ ପାଲଟିଲା ଦକ୍ଷିଣ ଆଣ୍ଡାମାନ ସାଗର…

ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ଆଖପାଖ ଜଳରାଶି ଉପରେ ସଂଘଠିତ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଏକ ଲଘୁଚାପ ‌କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏହି…

ବାତ୍ୟା ହେବ କି ନାହିଁ ସ୍ପଷ୍ଟ ସୂଚନା…

ଭୁବନେଶ୍ବର : ବାତ୍ୟା ହେବ କି ନାହିଁ । ଯଦି ହେଲା ଓଡ଼ିଶା ଉପରେ ଏହାର କଣ ପ୍ରଭାବ ରହିବ ତାହା ଏଯାଏଁ ସ୍କଷ୍ଟ ହୋଇନାହିଁ। ଏଣୁ ଆଗୁଆ ଆତଙ୍କିତ ହେବାର କିଛି କାରଣ ନାହିଁ ବୋଲି କହିଛନ୍ତି ଏସଆରସି ପ୍ରଦୀପ କୁମାର ଜେନା। ସମ୍ଭାବ୍ୟ ବାତ୍ୟା ନେଇ ଆଜି ବିଭିନ୍ନ ବିଭାଗ ସହ ବୈଠକରେ ପରେ ସନ୍ଧ୍ୟାରେ…

ପ୍ରସ୍ତୁତ ରଖ ବାତ୍ୟା ଆଶ୍ରୟସ୍ଥଳୀ,…

ଭୁବନେଶ୍ବର : ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାଯୋଗୁଁ ଦକ୍ଷିଣ ଆଣ୍ଡାମାନ ସାଗର ଅଶାନ୍ତ ହେଉଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ଅର୍ଥାତ ୬ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ରୂପ ନେବା ପରେ ଏହା ଉତ୍ତର-ପଶ୍ଚିମ ଦିଗରେ…