ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Cyclone Gulab

ଓଡ଼ିଶା ଉପରେ ଆଉ ୧୨ ଘଣ୍ଟା ରହିବ…

ଭୁବନେଶ୍ବର : ଅବପାତର ରୁପ ନେଇ ସାରିଛି ବାତ୍ୟା ‘ଗୁଲାବ’। ଆଉ ୬ ଘଣ୍ଟା ପରେ ଏହା ଲଘୁଚାପରେ ପରିଣତ ହେବ। ବର୍ତ୍ତମାନ ଗୁଲାବର କେନ୍ଦ୍ରସ୍ଥଳ ମାଲକାନଗିରି ଜିଲ୍ଲାରୁ ୬୫ କିଲୋମେଟର ଓ ଛତିଶଗଡର ଜଗଦଲପୁର ଠାରୁ ୯୦ କିଲୋମେଟର ଦୂରରେ ଅଛି। ଧୀରେ ଧୀରେ ଏହା ପଶ୍ଚିମ ଦିଗକୁ ଗତି କରୁଛି । ଏନେଇ ଭୁବନେଶ୍ୱର…

୫ ଦିନ ମଧ୍ଯରେ କ୍ଷୟକ୍ଷତି ରିପୋର୍ଟ…

ଭୁବନେଶ୍ୱର: ବର୍ତ୍ତମାନ ବାତ୍ୟାର କେନ୍ଦ୍ରବିନ୍ଦୁ ମାଲକାନଗିରି ଜିଲ୍ଲାରେ ରହିଛି । ୨ ରୁ ୩ ଘଣ୍ଟା ଭିତରେ ଏହା ସମ୍ପୂର୍ଣ୍ଣ ଭାବେ ଓଡ଼ିଶା ଅତିକ୍ରମ କରିବ । ତେବେ ପବନରବେଗ କେଉଁଠି ବି ଅଧିକ ହୋଇନାହିଁ । ଗଜପତି ଓ କୋରାପୁଟରେ କେବଳ ଦୁଇଟି ତିନୋଟି ସ୍ଥାନରେ ମାଟି ଅତଡ଼ା ଖାସିଥିଲା । ୨୧ଟି ବ୍ଲକରେ…

ବାତ୍ୟା ଗୁଲାବ ପ୍ରଭାବ: କୋରାପୁଟରେ ପବନ…

କୋରାପୁଟ: ବାତ୍ୟା ଗୁଲାବ୍‌ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ସରିଛି । ପ୍ରଭାବରେ କୋରାପୁଟରେ ପବନ ସହ ପ୍ରବଳ ବର୍ଷା ଜାରି ରହିଛି । କିନ୍ତୁ ଗୁଲାବର ପ୍ରଭାବରେ କୋରାପୁଟରେ ପବନ ସହ ପ୍ରବଳ ବର୍ଷା ଜାରି ରହିଛି। ଆଜି ପାହାନ୍ତିଆରେ ପଟ୍ଟାଙ୍ଗି ଓ କୁନ୍ଦୁଲି ମଧ୍ୟରେ ଜାତୀୟ ରାଜପଥ ଉପରେର ଏକ ବିଶାଳ ଗଛ ଭାଙ୍ଗି…

ବାତ୍ଯା ଗୁଲାବ ପ୍ରଭାବ: ମାଲକାନଗିରିରେ…

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବାତ୍ୟା ଗୁଲାବ ପ୍ରଭାବରେ ଲଗାଣ ବର୍ଷା ଜାରି ରହିବା ସହ ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ ହେବା ସହ ଘର ମଧ୍ୟ ଭାଙ୍ଗିଯାଇଛି। ମାଲକାନଗିରି ଜିଲ୍ଲା ସଦର ମହକୁମାର ବାଲିମେଳା ଓ ମାଲକାନଗିରିକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ଗଛ ପଡି ରାସ୍ତା ଅବରୋଧ…

ଆରମ୍ଭ ହେଲା ବାତ୍ୟା ‘ଗୁଲାବ’ର…

ଭୁବନେଶ୍ବର : ବାତ୍ୟା ‘ଗୁଲାବ’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ।ବର୍ତ୍ତମାନ ୫୦ ରୁ ୬୦ କିମି ବେଗରେ ପବନ ବହୁଛି ଆଗକୁ ଏହା ବଢିବ। ପାଖାପାଖି ୩ ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା।  ଏହି ପ୍ରକ୍ରିୟା ମଧ୍ୟରାତ୍ରି ଯାଏଁ ଜାରି ରହିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା…

ଗୋପାଳପୁରଠୁ ୯୫ କିମି ଦୂରରେ ‘ଗୁଲାବ’,…

ଭୁବନେଶ୍ବର : ଗୋପାଳପୁରର ନିକଟତର ହେଉଛି ବାତ୍ୟା ଗୁଲାବ । ପାଣିପାଗ ବିଭାଗର ସଦ୍ୟ ସୂଚନା ଅନୁସାରେ ଗୋପାଳପୁର ଠାରୁ ପୂର୍ବ ଦକ୍ଷିଣ ପୂର୍ବ ଦିଗକୁ ୯୫ କିଲୋମିଟର ଦୂରରେ ଓ ଆନ୍ଧ୍ରର କଳିଙ୍ଗପଟ୍ଟନମ ଠାରୁ ୮୫ କିମି ଦୂରରେ ରହିଛି। ଗତ ୩ ଘଣ୍ଟାରେ ଏହା ଘଣ୍ଟା ପ୍ରତି ୨୫ କିଲୋମିଟର ବେଗରେ ଗତି କରୁଛି।…

ସ୍ଥଳଭାଗ ମୁହାଁ ‘ଗୁଲାବ’: ସୁରକ୍ଷା ଓ…

ଭୁବନେଶ୍ବର : ଉତ୍ତରପଶ୍ଚିମ ଓ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ’ଗୁଲାବ’ ସ୍ଥଳଭାଗ ଆଡକୁ ମାଡିଆସୁଛି। ପାଣିପାଗ ବିଭାଗର ଅପଡେଟ ଯାହା ରହିଛି ଏବେ ଗୋପାଳପୁର ଠାରୁ ପୂର୍ବ ଦକ୍ଷିଣ ପୂର୍ବ ଦିଗକୁ ୧୦୦କିଲୋମିଟର ଦୂରରେ ରହିଛି । ସେହିପରି କଳିଙ୍ଗପଟନମର ପୂର୍ବ ଓ…

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା:…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ଦିଲ୍ଲୀରୁ ବାତ୍ୟା ଗୁଲ୍‌ଆବର ମୁକାବିଲାର ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଥିଲେ ଏବଂ ଏହା ସୁନିଶ୍ଚିତ କରିବା ପାଇଁ ଆବଶ୍ୟକାତା…

ସମ୍ଭାବ୍ଯ ବାତ୍ୟା ମୁକାବିଲା ପାଇଁ ୭…

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ଗୁଲାବ ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ୭ଟି ଜିଲ୍ଲାର ସମସ୍ତ ପୌର କର୍ମଚାରୀଙ୍କ ଛୁଟି ବାତିଲ୍ କରି ଦିଆଯାଇଛି। ବାତ୍ୟା ଗୁଲାବ ପାଇଁ ଦକ୍ଷିଣ ଓଡ଼ିଶାର ୭ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଏସବୁ ଜିଲ୍ଲା ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା,…

ସ୍ଥଳଭାଗ ମୁହାଁ ବାତ୍ୟା ଗୁଲାବ୍: ରାତି…

ଭୁବନେଶ୍ବର: ରାତି ୯ ଟାରୁ ୧୦ ଟା ମଧ୍ୟରେ ଆରମ୍ଭ ହେବ ବାତ୍ୟା ଗୁଲାବର ଲ୍ୟାଣ୍ଡଫଲ ପ୍ରକ୍ରିୟା । ଏହି ପ୍ରକ୍ରିୟା ୩ରୁ ୪ ଘଣ୍ଟା ପର୍ଯ୍ୟନ୍ତ ଚାଲିବ। ଲ୍ୟାଣ୍ଡଫଲ ସମୟରେ ପବନର ବେଗ ୭୦ ରୁ ୮୦ ଏବଂ ଝଟକା ପବନ ଘଣ୍ଟାପ୍ରତି ସର୍ବାଧିକ ୯୫ ପର୍ଯ୍ୟନ୍ତ ରହିବ। ଲ୍ୟାଣ୍ଡଫଲ ସମୟରେ ଗଞ୍ଜାମ ଓ ଗଜପତି ବିଶେଷ…