ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Cyclone in Odisha

୨୪ ଘଣ୍ଟାରେ ବାତ୍ୟାର ରୂପ ନେବ ଗଭୀର…

ଭୁବନେଶ୍ବର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ରବିବାର ତୀବ୍ର ଅବପାତରେ ପରିଣତ ହେବ । ୨୪ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ବାତ୍ୟା ରୂପ ନେବ । ୨୫ ତାରିଖ ସକାଳୁ ବାଂଲାଦେଶ ଉପକୂଳ ଛୁଇଁବ ସି-ତ୍ରଙ୍ଗ । ଏହାର ପ୍ରଭାବରେ ଓଡ଼ିଶାରେ ୨୩ ଓ ୨୪ ଦୁଇ ଦିନ ପ୍ରବଳ…

ସମ୍ଭାବ୍ୟ ବାତ୍ୟା ପାଇଁ ସରକାରୀ…

ଭୁବନେଶ୍ବର : ଆସୁଛି ବାତ୍ୟା। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଗତକାଲିର ଘୂର୍ଣ୍ଣିବଳୟ ଆଜି ସକାଳ ସାଢ଼େ ୮ଟାରେ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮…

ବାତ୍ୟା ନେଇ ସ୍ପଷ୍ଟ କଲା ପାଣିପାଗ…

ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବ ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି । ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ…

ଦାନା ବାନ୍ଧୁଛି ବାତ୍ୟା, ବଙ୍ଗୋପସାଗରରେ…

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟ। ସୋମବାର ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ୩.୧ କିମି ଯାଏଁ ବ୍ୟାପିଛି। ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର…

ବାତ୍ୟା-ଋତୁ ପାଇଁ ପ୍ରସ୍ତୁତ ରହିବାକୁ…

ଭୁବନେଶ୍ୱର: ଓଡ଼ିଶାର ଭୌଗଳିକ ସ୍ଥିତି ଓ ଜଳବାୟୁ ସର୍ବଦା ବନ୍ୟା, ବାତ୍ୟା ପ୍ରବଣ ହୋଇ ରହିଛି । ଚଳିତ ମାସ ଠାରୁ ଫେରନ୍ତା ଦକ୍ଷିଣ ପଶ୍ଚିମ ମୌସୁମୀ-ବାୟୁ ପ୍ରଭାବରେ (ବିଶେଷତଃ ଅକ୍ଟୋବର ଓ ନଭେମ୍ବର ମାସରେ) ଓଡ଼ିଶାରେ ଭୀଷଣ ବାତ୍ୟା ଅନୁଭୁତ ହୁଏ। ବେଳେବେଳେ ଏହି ସମୟ ଅବଧି ଡିସେମ୍ବର ୧୫ ପର୍ଯ୍ୟନ୍ତ…

ଡରାଇଲେ ବିଦେଶୀ ପାଣିପାଗ ବିଜ୍ଞାନୀ: ଏଥର…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରୁ ଡିସେମ୍ବର ମାସରେ ବଙ୍ଗୋପସାଗରରେ ଏକାଧିକ ବାତ୍ୟା ସୃଷ୍ଟି ହେବ। ଏହି ସମୟରେ ବାତ୍ୟା ସୃଷ୍ଟି ହେବା ପାଇଁ ସମସ୍ତ ପ୍ରକାର ପାଣିପାଗ ସ୍ଥିତି ଅନୁକୁଳ ରହିବ। ତେଣୁ ବାତ୍ୟା ସୃଷ୍ଟି ହେବା ସହ ଏହା ଅଧିକ ଘନୀଭୂତ ହେବା ପାଇଁ ବଳ ମଧ୍ୟ ପାଇବ। ଗତ କିଛି ବର୍ଷ ହେବ…

ବାତ୍ୟାର ରୂପ ନେଲା ଦକ୍ଷିଣ ପୂର୍ବ…

ଭୁବନେଶ୍ବର: ବାତ୍ୟାର ରୂପ ନେଲା ଦକ୍ଷିଣ ଆଣ୍ଡାମାନ୍ ସାଗରରେ ସୃଷ୍ଟ ଗଭୀର ଅବପାତ । ଘନୀଭୂତ ହୋଇ ସ୍ଥଳଭାଗ ମୁହାଁ ବାତ୍ୟା ଆସନୀ। ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୬ କିମି ବେଗରେ ଗତି କରୁଛି…

ପଶ୍ଚିମବଙ୍ଗ ମୁହାଁ…

ଭୁବନେଶ୍ବର: ପଶ୍ଚିମବଙ୍ଗ ମୁହାଁ ବାତ୍ୟା ଜଓ୍ବାଦ । ଏହାର ପ୍ରଭାବରେ ଦୀଘାରେ ବର୍ଷା ଆରମ୍ଭ ହୋଇଯାଇଛି।  ପୁରୀ ପାଖ ଦେଇ ପଶ୍ଚିମବଙ୍ଗକୁ ଚାଲିଯିବ ‘ଜୱାଦ୍’ । ସମୁଦ୍ର ଭିତରେ ଦୁର୍ବଳ ହେଉଛି ଜୱାଦ । ଆଗାମୀ ୩ ଘଣ୍ଟାରେ ଅବପାତର ରୂପ ନେବ ଜୱାଦ । ଓଡ଼ିଶା ଉପକୂଳ ଦେଇ ଉତର ଓ ଉତର ପୂର୍ବ ଦିଗରେ…

ଜୱାଦ ପ୍ରଭାବ : ଆଜି ସନ୍ଧ୍ୟା ଯାଏଁ…

ଭୁବନେଶ୍ବର :ସମୁଦ୍ରରେ ଶକ୍ତି ହରାଉଛି ‘ଜୱାଦ’ । ବାତ୍ୟାରୁ ଗଭୀର ଅବପାତରେ ପରିଣତ ହୋଇ ସାରିଥିବା ଜୱାଦ ଆଉ କିଛି ସମୟ ପରେ ଅବପାତରେ ପରିଣତ ହେବ । ଏବେ ଗଭୀର ଅବପାତ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଗତି କରୁଛି । ଏହା ଦକ୍ଷିଣ-ଦକ୍ଷିଣପୂର୍ବରେ ଗୋପାଳପୁର ଠାରୁ ୧୩୦ କିଲୋମିଟର ଦୂରରେ ରହିଛି ।…

ଉତ୍ତର ଦିଗରେ ଗତି କରି ସ୍ଥଳଭାଗ ମୁହାଁ…

ଭୁବନେଶ୍ବର : ବାତ୍ୟା ଜୱାଦ ଏବେ ସମୁଦ୍ର ମଝିରେ ଥିବା ବେଳେ ଆସନ୍ତାକାଲି ସ୍ଥଳଭାଗ ଛୁଇଁପାରେ । ବର୍ତ୍ତମାନ ଉତ୍ତର ଦିଗକୁ ଗତି କରୁଛି ବାତ୍ୟା ‘ଜୱାଦ’ । ୧୨ ଘଣ୍ଟା ଯାଏଁ ଉତ୍ତର ଦିଗକୁ ଗତି କରି ଦୁର୍ବଳ ହେବ। ଆସନ୍ତାକାଲି ମଧ୍ୟାହ୍ନ ସୁଦ୍ଧା ପୁରୀରେ ପହଞ୍ଚିବା ବେଳକୁ ଆହୁରି ଦୁର୍ବଳ ହୋଇଯାଇଥିବ…