ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

cyclone jawad update

ଜୱାଦ ପ୍ରଭାବ : ଆଜି ସନ୍ଧ୍ୟା ଯାଏଁ…

ଭୁବନେଶ୍ବର :ସମୁଦ୍ରରେ ଶକ୍ତି ହରାଉଛି ‘ଜୱାଦ’ । ବାତ୍ୟାରୁ ଗଭୀର ଅବପାତରେ ପରିଣତ ହୋଇ ସାରିଥିବା ଜୱାଦ ଆଉ କିଛି ସମୟ ପରେ ଅବପାତରେ ପରିଣତ ହେବ । ଏବେ ଗଭୀର ଅବପାତ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଗତି କରୁଛି । ଏହା ଦକ୍ଷିଣ-ଦକ୍ଷିଣପୂର୍ବରେ ଗୋପାଳପୁର ଠାରୁ ୧୩୦ କିଲୋମିଟର ଦୂରରେ ରହିଛି ।…

କଟକ ଓ ଭୁବନେଶ୍ବର ପାଇଁ ଅରେଞ୍ଜ…

ଭୁବନେଶ୍ବର : ବାତ୍ୟା ‘ଜୱାଦ’ ଦୁର୍ବଳ ହୋଇଥିଲେ ବି ବର୍ଷା ଓ ପବନ ଥମିନି । ଭୁବନେଶ୍ୱର ଓ କଟକ ଟ୍ୱିନସିଟି ପାଇଁ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଟ୍ୱିନସିଟିରେ ଆକାଶ ମେଘାଛନ୍ନ ରହିବା ସହ ଘଣ୍ଟାକୁ ୨ରୁ ୩ ସେଣ୍ଟିମିଟର ବର୍ଷା ହେବା ଆକଳନ କରିଛି…

ଆଜି ବାତ୍ୟାରେ ପରିଣତ ହେବ…

ଭୁବନେଶ୍ବର :  ବଙ୍ଗୋପସାଗରରେ ସୃଷ୍ଟି ଅବପାତ ଗଭୀର ଅବପାତର ରୂପ ନେଇସାରିଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ତୀବ୍ର ହୋଇ ସାମୁଦ୍ରୀକ ଝଡ଼ ଅର୍ଥାତ ବାତ୍ୟାର ରୂପ ନେବ। ବାତ୍ୟାର ରୂପ ନେବା ପରେ ଆସନ୍ତାକାଲି ସକାଳୁ ଓଡିଶା ଓ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ହେଲେ, କେଉଁଠି…