ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Cyclone Jawad

ବାତ୍ୟା ଜୱାଦ କ୍ଷତିଗ୍ରସ୍ତଙ୍କ ପାଇଁ ୫୦୭…

ଭୁବନେଶ୍ବର : ଚଳିତ ଡିସେମ୍ବର ୪ ଓ ୫ ତାରିଖ ଦୁଇ ଦିନ ଧରି ସଂଗଠିତ ହୋଇଥିବା ବାତ୍ୟା ଜୱାଦ ଦ୍ବାରା କ୍ଷତିଗ୍ରସ୍ତ ଚାଷୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି । ୩୩ ପ୍ରତିଶତ ଫସଲ ନଷ୍ଟ ହୋଇଥିବା କ୍ଷୁଦ୍ର ଓ ନାମମାତ୍ର ଚାଷୀ ମାନଙ୍କୁ…

ପଶ୍ଚିମବଙ୍ଗ ମୁହାଁ…

ଭୁବନେଶ୍ବର: ପଶ୍ଚିମବଙ୍ଗ ମୁହାଁ ବାତ୍ୟା ଜଓ୍ବାଦ । ଏହାର ପ୍ରଭାବରେ ଦୀଘାରେ ବର୍ଷା ଆରମ୍ଭ ହୋଇଯାଇଛି।  ପୁରୀ ପାଖ ଦେଇ ପଶ୍ଚିମବଙ୍ଗକୁ ଚାଲିଯିବ ‘ଜୱାଦ୍’ । ସମୁଦ୍ର ଭିତରେ ଦୁର୍ବଳ ହେଉଛି ଜୱାଦ । ଆଗାମୀ ୩ ଘଣ୍ଟାରେ ଅବପାତର ରୂପ ନେବ ଜୱାଦ । ଓଡ଼ିଶା ଉପକୂଳ ଦେଇ ଉତର ଓ ଉତର ପୂର୍ବ ଦିଗରେ…

ଜୱାଦ ପ୍ରଭାବ : ଆଜି ସନ୍ଧ୍ୟା ଯାଏଁ…

ଭୁବନେଶ୍ବର :ସମୁଦ୍ରରେ ଶକ୍ତି ହରାଉଛି ‘ଜୱାଦ’ । ବାତ୍ୟାରୁ ଗଭୀର ଅବପାତରେ ପରିଣତ ହୋଇ ସାରିଥିବା ଜୱାଦ ଆଉ କିଛି ସମୟ ପରେ ଅବପାତରେ ପରିଣତ ହେବ । ଏବେ ଗଭୀର ଅବପାତ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଗତି କରୁଛି । ଏହା ଦକ୍ଷିଣ-ଦକ୍ଷିଣପୂର୍ବରେ ଗୋପାଳପୁର ଠାରୁ ୧୩୦ କିଲୋମିଟର ଦୂରରେ ରହିଛି ।…

ବାତ୍ୟାର ଭୁଲ୍‌ ଆକଳନ ପାଇଁ ସଂକଟରେ…

ଭୁବନେଶ୍ୱର : ଶନିବାର ସକାଳ ପର୍ଯ୍ୟନ୍ତ ଅଧା ଓଡ଼ିଶାର ଲୋକେ ବାତ୍ୟା ଭୟରେ ଥିଲେ। ପ୍ରାୟ ୧୦ଟା ପରେ ଆଇଏମ୍‌ଡି ସ୍ପଷ୍ଟ କଲା ବାତ୍ୟା ହେବାର ନାହିଁ; ଶକ୍ତିହୀନ ହୋଇସାରିଛି ‘ଜୱାଦ’। ଠିକ୍ ଏହାପରେ ପରେ ରାଜ୍ୟ ସ୍ବତନ୍ତ୍ର ରିଲଫ୍ କମିସନର ପ୍ରଦୀପ ଜେନାଙ୍କ ଟ୍ବିଟ୍ ‘ ପ୍ରଭୁ ଜଗନ୍ନାଥ ଆମକୁ ରକ୍ଷା…

‘ଜୱାଦ’ ଶକ୍ତିହୀନ : ଉପକୂଳ ଜିଲ୍ଲାରେ…

ଭୁବନେଶ୍ୱର : ସମୁଦ୍ର ମଧ୍ୟରେ ଦୁର୍ବଳ ହୋଇଛି ବାତ୍ୟା ‘ଜୱାଦ’। ବର୍ତ୍ତମାନ ଏହା ସାମୁଦ୍ରିକ ଝଡ଼ରୁ ଦୁର୍ବଳ ହୋଇ ଗଭୀର ଅପପାତ ଆକାରରେ ରହିଛି। କ୍ରମାଗତ ଭାବେ ଏହା ଦୁର୍ବଳ ହୋଇ ରବିବାର ସକାଳ ସୁଦ୍ଧା ଏହା ଅବପାତ ଅବସ୍ଥାକୁ ଖସି ଆସିଛି। ଆଗକୁ ଆହୁରି ଦୁର୍ବଳ ହୋଇ ପଶ୍ଚିମବଙ୍ଗ ମୁହାଁ ହେବ। ଏହା…

ଟଳିଲା ବଡ଼ ବିପଦ : ଓଡ଼ିଶାରେ ଲ୍ୟାଣ୍ଡଫଲ…

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଜଓ୍ବାଦ ଧୀରେ ଧୀରେ ଦୁର୍ବଳ ହେବା ଆରମ୍ଭ କରିଛି । ଆଜି ଅପରାହ୍ଣ ସାଢେ ୨ଟା ବେଳେ ଏହା ବିଶାଖାପାଟଣାଠାରୁ ୨୦୦ କିଲୋମିଟର ପୂର୍ବ, ଦକ୍ଷିଣ-ପୂର୍ବ ଦିଗରେ ତଥା ଗୋପାଳପୁରଠାରୁ ୩୧୦ କିଲୋମିଟର ପୂର୍ବ, ଦକ୍ଷିଣ-ପୂର୍ବ ଦିଗରେ ପଶ୍ଚିମ-କେନ୍ଦ୍ରୀୟ…

ଉତ୍ତର ଦିଗରେ ଗତି କରି ସ୍ଥଳଭାଗ ମୁହାଁ…

ଭୁବନେଶ୍ବର : ବାତ୍ୟା ଜୱାଦ ଏବେ ସମୁଦ୍ର ମଝିରେ ଥିବା ବେଳେ ଆସନ୍ତାକାଲି ସ୍ଥଳଭାଗ ଛୁଇଁପାରେ । ବର୍ତ୍ତମାନ ଉତ୍ତର ଦିଗକୁ ଗତି କରୁଛି ବାତ୍ୟା ‘ଜୱାଦ’ । ୧୨ ଘଣ୍ଟା ଯାଏଁ ଉତ୍ତର ଦିଗକୁ ଗତି କରି ଦୁର୍ବଳ ହେବ। ଆସନ୍ତାକାଲି ମଧ୍ୟାହ୍ନ ସୁଦ୍ଧା ପୁରୀରେ ପହଞ୍ଚିବା ବେଳକୁ ଆହୁରି ଦୁର୍ବଳ ହୋଇଯାଇଥିବ…

ପୁରୀ ଉପକୂଳ ଛୁଇଁବା ବେଳେ ଗଭୀର ଅବପାତର…

ଭୁବନେଶ୍ୱର: ପୁରୀକୁ ନାହିଁ ବାତ୍ୟା ବିପଦ । ପୁରୀ ଉପକୂଳ ଛୁଇଁବା ବେଳକୁ ଦୁର୍ବଳ ହୋଇଯିବ ବାତ୍ୟା ‘ଜୱାଦ’ । ଗଭୀର ଅବପାତ ରୂପରେ ଆସନ୍ତାକାଲି ମଧ୍ୟାହ୍ନରେ ‘ଜୱାଦ’ ପୁରୀ ଉପକୂଳରେ ପହଞ୍ଚିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ସାମୁଦ୍ରିକ ଝଡ଼ ‘ଜୱାଦ’ ଏବେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ…

ବାତ୍ୟା ‘ଜୱାଦ’ ପାଇଁ ଶକ୍ତି ବିଭାଗର…

ଭୁବନେଶ୍ୱର: ବାତ୍ୟା ଜଓ୍ବାଦକୁ ନେଇ ଜୋରଦାର ପ୍ରସ୍ତୁତି।  ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ମିଶନ ଜିରୋ କାଜୁଆଲିଟି ଲକ୍ଷ୍ୟରେ ପ୍ରଶାସନ । ସରକାରୀ ଅଧିକାରୀଙ୍କ ଛୁଟି ବାତିଲ ହୋଇଥିବା ବେଳେ, ବାତ୍ୟା ଆଶ୍ରୟସ୍ଥଳୀରେ ସମସ୍ତ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଭଳି ସ୍ଥିତିରେ…

୫ ତାରିଖ ଅପରାହ୍ନରେ ପୁରୀ ଛୁଇଁବ ବାତ୍ଯା…

ଭୁବନେଶ୍ୱର: ବାତ୍ୟା ଜୱାଦର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ରୁପେ ପ୍ରସ୍ତୁତ ଅଛନ୍ତି । ଏ ନେଇ ଏସଆରସି ଏକ ପ୍ରେସମିଟ୍ କରିଛନ୍ତି। ୫ ତାରିଖ ଅପରାହ୍ନରେ ପୁରୀ ଜିଲ୍ଲା ଉପକୂଳ ପାଖାପାଖି ପହଞ୍ଚିବ ଜୱାଦ। ସ୍ଥଳଭାଗ ଛୁଇଁବ କି ନାହିଁ ଏ ପର୍ଯ୍ଯନ୍ତ ସ୍ପଷ୍ଟ ହୋଇନାହିଁ । ବାତ୍ୟା ପ୍ରଭାବରେ ପବନର ବେଗ…