ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

cyclone odisha

୨୪ ଘଣ୍ଟାରେ ବାତ୍ୟାର ରୂପ ନେବ ଗଭୀର…

ଭୁବନେଶ୍ବର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ରବିବାର ତୀବ୍ର ଅବପାତରେ ପରିଣତ ହେବ । ୨୪ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ବାତ୍ୟା ରୂପ ନେବ । ୨୫ ତାରିଖ ସକାଳୁ ବାଂଲାଦେଶ ଉପକୂଳ ଛୁଇଁବ ସି-ତ୍ରଙ୍ଗ । ଏହାର ପ୍ରଭାବରେ ଓଡ଼ିଶାରେ ୨୩ ଓ ୨୪ ଦୁଇ ଦିନ ପ୍ରବଳ…

ଓଡିଶା ଉପକୂଳ ଛୁଇଁବନି ବାତ୍ୟା: ଧାମରା…

ଭୁବନେଶ୍ବର : ଓଡ଼ିଶା ଉପକୂଳ ଛୁଇଁବ ନାହିଁ ବାତ୍ୟା ‘ସିତ୍ରାଙ୍ଗ’। ଧାମରା ଠାରୁ ୨୦୦ କିମି ଦୂରରେ ଅତିକ୍ରମ କରି ପଶ୍ଚିମବଙ୍ଗ-ବାଂଲାଦେଶ ମଧ୍ୟରେ  ଲ୍ୟାଣ୍ଡଫଲ କରିପାରେ ବାତ୍ୟା । ଲଘୁଚାପଟି ଆସନ୍ତା କାଲି ଅବପାତର ରୂପ ନେବ । ୨୩ ଅକ୍ଟୋବରର ସୁଦ୍ଧା ତୀବ୍ର ଅବପାତ ରୂପ ନେବ ବୋଲି ଆକଳନ କରାଯାଇଛି। ୨୪…

ସମ୍ଭାବ୍ୟ ବାତ୍ୟା ପାଇଁ ସରକାରୀ…

ଭୁବନେଶ୍ବର : ଆସୁଛି ବାତ୍ୟା। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଗତକାଲିର ଘୂର୍ଣ୍ଣିବଳୟ ଆଜି ସକାଳ ସାଢ଼େ ୮ଟାରେ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮…

ସମ୍ଭାବ୍ୟ ବାତ୍ୟାକୁ ନେଇ ଶକ୍ତି ବିଭାଗ…

ଭୁବନେଶ୍ବର : ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ପରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୭ ତାରିଖରେ ଅବପାତ ଏବଂ ୮ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ରୂପ ନେବ। ଲଘୁଚାପ ଘନୀଭୂତ ହୋଇ ବାତ୍ୟା ରୂପରେ ୧୦…

ପ୍ରସ୍ତୁତ ରଖ ବାତ୍ୟା ଆଶ୍ରୟସ୍ଥଳୀ,…

ଭୁବନେଶ୍ବର : ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାଯୋଗୁଁ ଦକ୍ଷିଣ ଆଣ୍ଡାମାନ ସାଗର ଅଶାନ୍ତ ହେଉଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ଅର୍ଥାତ ୬ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ରୂପ ନେବା ପରେ ଏହା ଉତ୍ତର-ପଶ୍ଚିମ ଦିଗରେ…