ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

cyclone storm gulab

ଆରମ୍ଭ ହେଲା ବାତ୍ୟା ‘ଗୁଲାବ’ର…

ଭୁବନେଶ୍ବର : ବାତ୍ୟା ‘ଗୁଲାବ’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ।ବର୍ତ୍ତମାନ ୫୦ ରୁ ୬୦ କିମି ବେଗରେ ପବନ ବହୁଛି ଆଗକୁ ଏହା ବଢିବ। ପାଖାପାଖି ୩ ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା।  ଏହି ପ୍ରକ୍ରିୟା ମଧ୍ୟରାତ୍ରି ଯାଏଁ ଜାରି ରହିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା…

ସ୍ଥଳଭାଗ ମୁହାଁ ‘ଗୁଲାବ’: ସୁରକ୍ଷା ଓ…

ଭୁବନେଶ୍ବର : ଉତ୍ତରପଶ୍ଚିମ ଓ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ’ଗୁଲାବ’ ସ୍ଥଳଭାଗ ଆଡକୁ ମାଡିଆସୁଛି। ପାଣିପାଗ ବିଭାଗର ଅପଡେଟ ଯାହା ରହିଛି ଏବେ ଗୋପାଳପୁର ଠାରୁ ପୂର୍ବ ଦକ୍ଷିଣ ପୂର୍ବ ଦିଗକୁ ୧୦୦କିଲୋମିଟର ଦୂରରେ ରହିଛି । ସେହିପରି କଳିଙ୍ଗପଟନମର ପୂର୍ବ ଓ…

ଗୋପାଳପୁର ଠାରୁ ୧୧୦ କିମି ଦୂରରେ ବାତ୍ୟା…

ଭୁବନେଶ୍ବର : ଉତ୍ତରପଶ୍ଚିମ ଓ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ’ଗୁଲାବ’ ସ୍ଥଳଭାଗ ଆଡକୁ ମାଡିଆସୁଛି । ପ୍ରାୟ ୫ ଘଂଟା ହେଲା ୧୭ କିଲୋମିଟର ବେଗରେ ଉତ୍ତରପଶ୍ଚିମ ଦିଗରେ ଗତି କରୁଥିବା ବାତ୍ୟା ଗୁଲାବ ଗୋପାଳପୁର ଠାରୁ ୧୧୦ କିମି ଦୂରରେ ରହିଥିବା ବେଳେ କଳିଙ୍ଗପଟନମ…

ସମ୍ଭାବ୍ୟ ବାତ୍ୟା ଗୁଲାବର ମୁକାବିଲା…

ବ୍ରହ୍ମପୁର : ସମ୍ଭାବ୍ୟ ବାତ୍ୟା ଗୁଲାବର ମୁକାବିଲା ପାଇଁ  ଗଞ୍ଜାମ ଜିଲ୍ଲା ପ୍ରଶାସନ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ କରିଦେଇଛି। ବିଶେଷକରି ରୂଷିକୁଲ୍ୟା ଓ ବାଘୁଆ ନଦୀରେ ବନ୍ୟା ସୃଷ୍ଟି ହେବାର ଆଶଙ୍କା ଥିବା ଜଣାପଡିଛି । ଏହାକୁ ନେଇ ବୁଗୁଡା ଜଳ ସେଚନ ବିଭାଗ ପକ୍ଷରୁ ନଦୀ ତଟରେ ଥିବା ଗାଁ ଗୁଡିକରେ…

ବାତ୍ୟା ‘ଗୁଲାବ’କୁ ନେଇ ସତର୍କ ରାଜ୍ୟ…

ଭୁବନେଶ୍ବର : ସମ୍ଭାବ୍ୟ ବାତ୍ୟା ଗୁଲାବ ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ। ସମ୍ଭାବ୍ୟ ବାତ୍ୟା ଆନ୍ଧ୍ର ଉପକୂଳରେ ସ୍ଥଳଭାଗ ଛୁଇଁବାକୁ ଥିବାବେଳେ ଓଡିଶା ଉପରେ ଏହାର ପ୍ରଭାବ ପଡିବ। ରାଜ୍ୟର ୭ ଜିଲ୍ଲାରେ ଏହାର ପ୍ରଭାବରୁ ପ୍ରବଳ ବର୍ଷା ହେବା ସହ ପାହାଡ଼ିଆ ଅଞ୍ଚଳରେ ଭୁସ୍ଖଳନ ହୋଇପାରେ, ତଳିଆ…