ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Cyclone Yash

ବାତ୍ୟା ୟଶ ମୁକାବିଲା: ୫ ଆଇଏଏସ…

ଭୁବନେଶ୍ବର: ବାତ୍ୟା ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ରାଜ୍ୟ ସରକାର। ୫ ଆଇଏଏସ ଅଫିସରଙ୍କ ପରେ ଏବେ ୫ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ରାଜ୍ୟ ସରକାର ଦାୟିତ୍ୱ ପ୍ରଦାନ କରିଛନ୍ତି । ଦାୟିତ୍ୱ ପ୍ରଦାନ କରଯାଇଥିବା ୫ ଆଇପିଏସ ଅଧିକାରୀ ହେଲେ ବାଲେଶ୍ୱର ପାଇଁ ଦିପ୍ତେଶ କୁମାର ପଟ୍ଟନାୟକ,…

ବାତ୍ୟା ପାଇଁ ପାରାଦୀପ ବନ୍ଦରକୁ ୩ନମ୍ବର…

ଜଗତସିଂହପୁର: ପାରାଦୀପ ବନ୍ଦରକୁ ୩ନମ୍ବର ବିପଦ ସଂକେତ ଜାରି । ବାତ୍ୟା ୟଶକୁ ନେଇ ପାରାଦ୍ଵୀପ ବନ୍ଦର ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ୟ୍ୟାୟରେ । ବନ୍ଦରର ବର୍ଥରେ ଲାଗିଥିବା ଜାହାଜ ଓ ଆଙ୍କରେଜ ମଧ୍ୟରେ ଥିବା ଜାହାଜ ଗୁଡିକୁ ଗଭୀର ସମୁଦ୍ର ମଧ୍ୟକୁ ପଠାଇବା ଆରମ୍ଭ ହୋଇଛି । ବାତ୍ୟା ୟଶ ପାରାଦ୍ଵୀପରୁ…

ବାତ୍ୟା ପାଇଁ ୧୦ ଜିଲ୍ଲାରେ ଲକ୍‌ଡାଉନ୍‌…

ଭୁବନେଶ୍ୱର: ବାତ୍ୟା ପାଇଁ ଓଡ଼ିଶାର ୧୦ ଜିଲ୍ଲାରେ ଲକ୍‌ଡାଉନ୍‌ କଟକଣା ସାମାନ୍ୟ କୋହଳ ହୋଇଛି। ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ସମୟ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏନେଇ SRCଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। କୋହଳ କରାଯାଇଥିବା ୧୦ ଜିଲ୍ଲା ଗୁଡିକ ହେଲେ ବାଲେଶ୍ୱର,…

ବାତ୍ୟା ମୁକାବିଲା: ଜଳ ସମ୍ପଦ ବିଭାଗର…

ଭୁବନେଶ୍ଵର: ବାତ୍ୟା ୟାଶ’ର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏହାକୁ ଦୃଷ୍ଟିରେ ସରକାର ଜଳ ସମ୍ପଦ ବିଭାଗର ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରିଦେଇଛନ୍ତି। ଏ ନେଇନ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ସୂଚନା ଦେଇଛନ୍ତି।ସେ କହିଛନ୍ତି ଯେ,…

ପାରାଦୀପ ଓ ସାଗରଦ୍ୱୀପ ମଧ୍ୟରେ…

ଭୁବନେଶ୍ୱର: ପାରାଦୀପ ଓ ସାଗରଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ୟଶ୍’। ଅବପାତର ରୂପ ନେଇଛି ଲଘୁଚାପ। ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଆସନ୍ତାକାଲି ସୁଦ୍ଧା ବାତ୍ୟାରେ ପରିଣତ ହେବ ୟଶ୍‌। ୨୬ ତାରିଖ ସନ୍ଧ୍ୟାରେ ସ୍ଥଳଭାଗ ଛୁଇଁବ ବାତ୍ୟା। ବାତ୍ୟା ପ୍ରଭାବରେ ୨୪ ତାରିଖ…

ଟିକାର ସୁରକ୍ଷା ପାଇଁ ସମ୍ଭାବ୍ୟ ବାତ୍ୟା…

ସମ୍ଭାବ୍ୟ ବାତ୍ୟା ଯୋଗୁଁ ବନ୍ଦ ରହିବ ଟିକାକରଣ । ବାତ୍ୟାରେ ପ୍ରଭାବିତ ଜିଲ୍ଲାରେ ଟିକାକରଣ ବନ୍ଦ ରଖିବା ନେଇ ପରିବାର ଓ କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଏନେଇ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ଟିକାର ସୁରକ୍ଷାକୁ ଦୃଷ୍ଟିରେ…

ମାଡ଼ି ଆସୁଛି ବାତ୍ୟା ‘ୟଶ୍’, ୨୫ରୁ ଉପକୂଳ…

ଭୁବନେଶ୍ୱର: ଆଗୁଆ ଆସିବ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ୨୧ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଦକ୍ଷିଣପଶ୍ଚିମ ମୌସୁମୀ ଆସିପାରେ । ଅନ୍ୟପଟେ ଉତ୍ତର ଆଣ୍ଡାମାନ ସାଗର ଓ ତତସଂଲଗ୍ନ ଉତ୍ତରକେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର…