ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Cyclone Yass

ବାତ୍ୟା କ୍ଷୟକ୍ଷତି ସମୀକ୍ଷା ପାଇଁ…

ଭୁବନେଶ୍ୱର: ବାତ୍ୟା ପ୍ରଭାବତ ଅଞ୍ଚଳ ପରିଦର୍ଶନ ନେଇ ଶୁକ୍ରବାର ଓଡ଼ିଶାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାତ୍ୟା କ୍ଷୟକ୍ଷତିର ଆକଳନ କରିବା ସହ ଆକାଶମାର୍ଗରୁ କରିବେ ସ୍ଥିତିର ଅନୁଧ୍ୟାନ । ଦିନ ୧୧ଟାରେ କ୍ଷୟକ୍ଷତି ଆକଳନ ନେଇ ଏକ ବୈଠକରେ ଯୋଗ ଦେବେ । ଏନେଇ ବିମାନବନ୍ଦରରେ…

ଆନନ୍ଦପୁରଠାରେ ବୈତରଣୀ ବିପଦ ସଂକେତ ଉପରେ…

ଭୁବନେଶ୍ୱର: ବାତ୍ୟା ୟସ୍ ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ଫଳରେ ବୈତରଣୀ ନଦୀ ଫୁଲୁଛି । ଜଳସ୍ତର ବଢ଼ିବାରେ ଲାଗିଛି । ବର୍ତ୍ତମାନ ଆଖୁଆପଦାଠାରେ ଜଳସ୍ତର ବିପଦ ସଙ୍କେତ ଟପିଛି। ବୈତରଣୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଛି । ଏ ନେଇ ସ୍ୱତନ୍ତ୍ର ରିଲିଫ କମିଶନର ସୂଚନା…

ବାତ୍ୟା ‘ୟସ୍’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା…

ଭୁବନେଶ୍ୱର: ବାତ୍ୟା ‘ୟାସ୍’ର ସମ୍ପୂର୍ଣ୍ଣ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହୋଇଛି । ଏହା ଏବେ ସ୍ଥଳଭାଗରେ ଆଗକୁ ଆଗକୁ ମାଡ଼ି ଚାଲିଛି । ଫଳରେ ଭଦ୍ରକ, ବାଲେଶ୍ଵରର ବହାନଗା, ସଦର, ରେମୁଣାରେ ବର୍ଷା କମିଛି। କିନ୍ତୁ ନୀଳଗିରିରେ ବର୍ଷା ଓ ପବନ ବଢୁଛି । ତେବେ ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁରରେ ବଡ଼…

ବାତ୍ୟା ‘ୟସ’ର ଲ୍ୟାଣ୍ଡଫଲ୍ ପରେ ମଧ୍ୟ…

ଭୁବନେଶ୍ବର: ଆରମ୍ଭ ହୋଇ ସାରିଛି ବାତ୍ୟା ‘ୟସ’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ସକାଳ ୯ଟାରୁ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଥିବା ନେଇ ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ବାତ୍ୟା ଲ୍ୟାଣ୍ଡଫଲ୍ କଲା ପରେ ମଧ୍ୟ ସନ୍ଧ୍ୟା ଯାଏଁ ପବନର ବିପଦ ରହିବ…

ମାଡ଼ି ଆସୁଛି ବାତ୍ୟା ‘ୟଶ୍’: ଓପକୂଳ…

ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ‘ୟଶ୍’ । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ବିଗତ ୬ ଘଣ୍ଟା ହେଲା ଘଣ୍ଟାପ୍ରତି ୪ କିଲୋମିଟର ବେଗରେ ବାତ୍ୟା ‘ୟଶ୍’ ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହେଉଛି । ପାରାଦୀପରୁ ସାଗର ଦ୍ୱୀପ ମଧ୍ୟରେ ୟାସ୍ ଲ୍ୟାଣ୍ଡଫଲ କରିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବା ବେଳେ…

ବାତ୍ୟା ୟଶ ମୁକାବିଲା: ୫ ଜିଲ୍ଲା ପାଇଁ…

ଭୁବନେଶ୍ୱର: ବାତ୍ୟା ୟଶ ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ହୋଇଛନ୍ତି। ସବୁ ପ୍ରକାର ଆଗୁଆ ପଦକ୍ଷେପ ନେଇଛନ୍ତି।  ପ୍ରଭାବିତ ଆଶଙ୍କା ଥିବା ୫ଟି ଜିଲ୍ଲାରେ ମୁକାବିଲା ପାଇଁ ୫ ଜଣ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ଦାୟିତ୍ୱ ଦେଇଛନ୍ତି ସରକାର। କେନ୍ଦ୍ରାପଡା ଜିଲ୍ଲା ପାଇଁ ହେମନ୍ତ ଶର୍ମା, ଜଗତସିଂହପୁର…

ଟିକାର ସୁରକ୍ଷା ପାଇଁ ସମ୍ଭାବ୍ୟ ବାତ୍ୟା…

ସମ୍ଭାବ୍ୟ ବାତ୍ୟା ଯୋଗୁଁ ବନ୍ଦ ରହିବ ଟିକାକରଣ । ବାତ୍ୟାରେ ପ୍ରଭାବିତ ଜିଲ୍ଲାରେ ଟିକାକରଣ ବନ୍ଦ ରଖିବା ନେଇ ପରିବାର ଓ କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଏନେଇ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ଟିକାର ସୁରକ୍ଷାକୁ ଦୃଷ୍ଟିରେ…