ମଙ୍ଗଳବାର ରାଶିଫଳ ( ୨୩-୦୪-୨୦୨୪ )
ମେଷ: କର୍ମଚଞ୍ଚଳ ରହିବେ। ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ବ୍ୟବସାୟରୁ ଲାଭ ମିଳିବ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।ବୃଷ: କଳା, ମନୋରଞ୍ଜନ ପ୍ରତି ଆଗ୍ରହ ବଢ଼ିବ। ପରିବାର ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ।…