ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Daringbadi

ସିମନବାଡ଼ି ଅଞ୍ଚଳରେ ବ୍ୟାନର ଲଗାଇଲା ମାଓ…

ଦାରିଙ୍ଗବାଡି: ପୁଣି ଉପସ୍ଥିତି ଜାହିର କଲେ ସିପିଆଇ ପୂର୍ବ ଜୋନାଲ ବ୍ୟୁର ମାଓବାଦୀ । ଦାରିଙ୍ଗବାଡି ଥାନା ଅଞ୍ଚଳ ୫୯ ନମ୍ବର ଜାତୀୟ ରାଜପଥ ସ୍ଥିତ ସିମନବାଡ଼ିର ଟୋଲଗେଟ୍ ଓ ବୁଡ଼ାଗୁଡ଼ା ଛକଠାରେ ଲାଲ ବ୍ୟାନର ମାରି ନିଜର ଉପସ୍ଥିତି ଜାହିର କରିଛନ୍ତି । ଏହି ବ୍ୟାନର ମାଧ୍ୟମରେ ୧୨ ଗୋଟି ଦାବୀ ଉପସ୍ଥାପନ…

ଭୋଜି ଖାଇବାକୁ ଯିବାବେଳେ ଯାତ୍ରୀବାହୀ…

ଦାରିଙ୍ଗବାଡି: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଥାନା ସିଜିଗାଣ୍ଡା ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା l ଦୁର୍ଘଟଣାରେ ୮୦ରୁ ଉର୍ଦ୍ଧ୍ଵ ଲୋକେ ଆହତ ହୋଇଥିବା ବେଳେ ଅନେକଙ୍କ ଅବସ୍ଥା ଗୁରତର ରହିଛି l ସୂଚନା ମୁତାବକ ଗଦାପୁର ପଞ୍ଚାୟତ ପୁଟୁଡୁ ମାହା ଗ୍ରାମରୁ କନ୍ୟା ଯାତ୍ରୀ ଲୋକେ ଏକ ଟ୍ରକ ଯୋଗେ ଭୋଜି…

ହାଡଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା;…

ଭୁବନେଶ୍ୱର: ଦୁଇ ଦିନର ହାଲୁକା ବିରତି ପରେ ରାଜ୍ୟକୁ ପୁଣି ଶୀତ ଫେରିଛି। ରବିବାର ରାତିଠାରୁ ବିଭିନ୍ନ ସ୍ଥାନରେ ତାପମାତ୍ରା ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି। ଫଳରେ ସାରା ରାଜ୍ୟରେ ଶୀତର ପ୍ରକୋପ ବଢ଼଼ିଛି। ସୋମବାର ସକାଳ ସୁଦ୍ଧା ରାଜ୍ୟର ୧୩ ଟି ସହରରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବା ବେଳେ…

ଶୀତରେ ଥରୁଛି ଦାରିଙ୍ଗବାଡ଼ି: ୧୫ ଡିଗ୍ରୀ…

ଦାରିଙ୍ଗବାଡ଼ି/ଭୁବନେଶ୍ୱର: ଚଳିତ ବର୍ଷ ପ୍ରଥମ ଥର ପାଇଁ ପାରଦ ତଳମୁହାଁ ହୋଇଛି। ବାରମ୍ବାର ବର୍ଷା ଜନିତ ସ୍ଥିତି ଓ ମେଘୁଆ ପାଗ ପାଇଁ ତାପମାତ୍ରା ବିଶେଷ ହ୍ରାସ ହୋଇ ପାରୁ ନ ଥିଲା। କିନ୍ତୁ ସୋମବାର ରାତିରୁ ମଙ୍ଗଳବାର ମଧ୍ୟରେ ହଠାତ୍‍ ବିଭିନ୍ନ ସ୍ଥାନରେ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ…

ଖସୁଛି ପାରଦ: ଓଡ଼ିଶାର କାଶ୍ମୀର…

ଦାରିଙ୍ଗବାଡ଼ି: ଦାରିଙ୍ଗବାଡ଼ିରେ ଦିନକୁ ଦିନ ଥଣ୍ଡା ଅସହ୍ୟ ହେବାରେ ଲାଗିଛି। ପ୍ରତ୍ୟେକ ଦିନ ପାରଦ ନିମ୍ନଗାମୀ ହେଉଛି। ଗତ ଦୁଇ ଦିନରେ ୪ ଡିଗ୍ରୀ ସେଲସିଅସ ତାପମାତ୍ରା ଖସିଛି। ଶୁକ୍ରବାର ଦିନ ୧୩ ଡିଗ୍ରୀ ସେଲସିଅସ ତାପମାତ୍ରା ରହିଥିବା ବେଳେ ଶନିବାର ଦିନ ୨ ଡିଗ୍ରୀ ହ୍ରାସ ପାଇ ୧୧ ଡିଗ୍ରୀ…

ଜାଡରେ ଥରୁଛି ଦାରିଙ୍ଗବାଡ଼ି; ୧୫ ଡିଗ୍ରୀ…

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଆରମ୍ଭ ହୋଇଯାଇଛି । କ୍ରମାଗତ ଭାବେ ତାପମାତ୍ରା ହ୍ରାସ କାରଣରୁ ଥଣ୍ଡାର ପ୍ରକୋପ ବୃଦ୍ଧି ହେଉଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୮ ଟି ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିବା ବେଳେ ଦାରିଙ୍ଗବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି।…

ବିକାଶ ଅପେକ୍ଷାରେ ଶେଷାୱିଓସି, ମାଡ଼ଃହେଜୁ…

ଦାରିଙ୍ଗବାଡ଼ି : ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର କନ୍ଧମାଳ ଜିଲ୍ଲାରେ ଏଭଳି ଅନେକ ପର୍ଯଟନ ସ୍ଥଳି ରହିଛି, ଯାହା ଆଜି ପର୍ଯ୍ୟନ୍ତ ଲୋକ ଲୋଚନକୁ ଆସିପାରିନାହିଁ। ସେଗୁଡ଼ିକର ଚିଠା ପର୍ଯ୍ୟଟନ ବିଭାଗ ପାଖରେ ମଧ୍ୟ ନାହିଁ। ସ୍ଥାନୀୟ ଲୋକଙ୍କ ଦ୍ୱାରା ହିଁ, ଯାହା କିଛି ପରିଚୟ ହାସଲ କରିଛି। ଦାରିଙ୍ଗବାଡ଼ି…

ଦାରିଙ୍ଗବାଡ଼ି ପୋଲିସ୍ ପଞ୍ଝାରେ ୪ଜଣ…

ଦାରିଙ୍ଗବାଡ଼ି: ଦାରିଙ୍ଗବାଡ଼ି ପୋଲିସ୍ ପଞ୍ଝାରେ ୪ଜଣ ନକଲି ମାଓବାଦୀ । ଗତ ୧୦ତାରିଖ ରାତିରେ ନିଜକୁ ମାଓବାଦୀର ପରିଚୟ ଦେଇ ଦାରିଙ୍ଗବାଡ଼ି ଥାନା ମକପାଟା ଗାଁ ର ପ୍ରମୋଦ ପ୍ରଧାନ ଓ ଟେପାରୀ ଗାଁ ର ବିଶ୍ବନାଥ ପ୍ରଧାନଙ୍କ ପରିବାର ଲୋକଙ୍କୁ ଧମକାଇ ଟଙ୍କା,ସୁନା ଡାଲି,ଚାଉଳ ଲୁଟି ନେଇଥିଲେ ୬ଜଣ…