ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Debagarh

ଘର କାନ୍ଥ ଭାଙ୍ଗି ଦୁଇ ଜଣଙ୍କୁ ଦଳିଦେଲା…

ଦେବଗଡ଼: ଦେବଗଡ଼ ବନାଞ୍ଚଳ ଲଇମୁରା ଫରେଷ୍ଟ ସେକ୍ସନରେ ଅଘଟଣ। ଟିପିରିସିଙ୍ଗା ଗ୍ରାମରେ ଦୁଇ ଜଣଙ୍କୁ ଦଳିଦେଲା ଦନ୍ତା ହାତୀ। ଘଟଣା ସ୍ଥଳରେ ଜଣେ ଯୁବତୀ ଓ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ସୁରୁବାଲି କିସାନ ଓ ଖଇରି କିସାନ ବୋଲି ଜଣାପଡ଼ିଛି। ବିଳମ୍ବିତ ରାତି କାନ୍ଥ ଭାଙ୍ଗି ଘର ଭିତରେ…

ଦେବଗଡ଼ରୁ ଅପହୃତ ୬ ବର୍ଷୀୟା ଶିଶୁକନ୍ୟା…

ଦେବଗଡ଼: ଗତକାଲି ଦେବଗଡ଼ରୁ ଅପହୃତ ହୋଇଥିବା ୬ ବର୍ଷର ଶିଶୁକନ୍ୟା ସୁନ୍ଦରଗଡ଼ରୁ ଉଦ୍ଧାର ହୋଇଛି।  ସୁନ୍ଦରଗଡ଼ ଜିଲ୍ଲାର ବଡ଼ ଗାଁ ରାସ୍ତା କଡ଼ରୁ ସ୍ଥାନୀୟ ଲୋକେ ଆଜି ସକାଳେ ଉଦ୍ଧାର କରିଛନ୍ତି। ଏହା ପରେ ସେମାନେ ପରିବାର ଲୋକଙ୍କ ସହିତ ଯୋଗାଯୋଗ କରିଛନ୍ତି। ଝିଅକୁ ଆଣିବା ପାଇଁ ସୁନ୍ଦରଗଡ଼ ବାହାରିଛନ୍ତି…

ପୁଲିସକୁ ଧକ୍କା ଦେଇ ଚମ୍ପଟ ମାରିଲା…

ଦେବଗଡ଼: ପୁଲିସ ହେପାଜତରୁ ଚମ୍ପଟ ମାରିଲା ଅଭିଯୁକ୍ତ । ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଳା ଥାନାରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଳା ଥାନାର ଏକ ଅପହରଣ ମାମଲାରେ ଗିରଫ ଅଭିଯୁକ୍ତକୁ କୋର୍ଟରେ ହାଜର ପରେ ଜାମିନ ନାମଞ୍ଜୁର ହେବାରୁ ବିଚାର ବିଭାଗୀୟ ହାଜତକୁ ପୁଲିସ…

ବିଲ୍ ପାସ ପାଇଁ ନେଉଥିଲେ ଲାଞ୍ଚ,…

ଦେବଗଡ଼: ଭିଜିଲାନ୍ସ ପଞ୍ଝାରେ ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ ଆକାଉଣ୍ଟସ ଅଫିସର। ଅଙ୍ଗନବାଡି କୋଠା ନିର୍ମାଣ ପରେ ବିଲ୍ ପାସ ପାଇଁ ଠିକାଦାରଙ୍କ ଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ ରାଜେନ୍ଦ୍ର। ଲାଞ୍ଚ ନେବା ବେଳେ ରେଡ୍ ହ୍ୟାଣ୍ଡେଡ ମାଡି ବସିଥିଲା ଭିଜିଲାନ୍ସ।ରିଆମାଳ ବ୍ଲକ ଅଧୀନ ଟିଙ୍କବୀର…

ପୁଣି ଅଲୋଡ଼ା ହେଲା ଶିଶୁକନ୍ୟା: ନବଜାତ…

ଦେବଗଡ଼: ପୁଣି ଅଲୋଡ଼ା ହେଲା ଶିଶୁକନ୍ୟା। ରିଆମାଳ ଥାନା ଟିଂକବିର ଗ୍ରାମ ଜଙ୍ଗଲରୁ ସଦ୍ୟ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଜଙ୍ଗଲରେ ଏକ ଶିଶୁକନ୍ୟା ପଡିଥିବାର ଦେଖି ଗ୍ରାମବାସୀମାନେ ଅଙ୍ଗନବାଡି ଦିଦିଙ୍କୁ ସୂଚନା ଦେଇଥିଲେ। ପରେ ଅଙ୍ଗନବାଡି ଦିଦିଙ୍କ ଉପସ୍ଥିତିରେ ଶିଶୁକନ୍ୟାକୁ ଉଦ୍ଧାର…

ଗିରଫ ହେଲେ ନକଲି ଡାକ୍ତର, ଲକ୍ଷାଧିକ…

ଦେବଗଡ଼: ରାଜ୍ୟ ସରକାର ମେଡିକାଲଗୁଡ଼ିକର ଉନ୍ନତି ପାଇଁ ଟଙ୍କା ପାଣି ଭଳି ଖର୍ଚ୍ଚ କରୁଥିବା ବେଳେ ମେଡିକାଲରେ ଡାକ୍ତର ଅଭାବ କାରଣରୁ ରୋଗୀ ସେବା ବ୍ୟାହତ ହେଉଛି। ଏହାର ସୁଯୋଗ ନେଇ ନକଲି ଡାକ୍ତର ବା କ୍ୱାକମାନେ ଗାଁ ଗହଳିରେ ମାଳ ମାଳ କ୍ଲିନିକ ଖୋଲି ଲୋକଙ୍କୁ ଚିକିତ୍ସା କରୁଛନ୍ତି। ଦେବଗଡ଼ ଜିଲ୍ଲା…

4 ଲକ୍ଷ ଟଙ୍କାର ବିଲ କରାଇବାକୁ 8000…

ଦେବଗଡ଼ - 4 ଲକ୍ଷ ଟଙ୍କାର ବିଲ କରାଇବାକୁ ଠିକାଦାର ଠାରୁ 8000 ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ପଞ୍ଝାରେ କନିଷ୍ଠ ଯନ୍ତ୍ରୀ । ପୌର ପରିଷଦର ଏକ ଠିକା କାମର 4 ଲକ୍ଷ ଟଙ୍କା ବିଲ କରାଇବାକୁ ଦାବୀ କରିଥଲେ ଅର୍ଥ । ଠିକାଦାର କଳିତ କୁମାର କରଙ୍କ ଅଭିଯୋଗ ଆଧାରରେ କନିଷ୍ଠ ଯନ୍ତ୍ରୀ ବିଜୟାନନ୍ଦ…

ଜଳିଗଲା ବାଇକ୍, ଅଳ୍ପକେ ବର୍ତ୍ତିଲେ ଚାଳକ

ଦେବଗଡ଼:  ଦେବଗଡ ଜିଲ୍ଲା ବାରକୋଟ ଥାନା ଅନ୍ତର୍ଗତ ୧୦ ନମ୍ୱର ରାଜ୍ୟ ରାଜପଥର ବଲଣ୍ଡା ଘାଟି ରାସ୍ତାରେ ଏକ ବାଇକ୍‌ ଜଳି ଯାଇଥିବା ଦେଖିବାକୁ ମିଳିଛି । ବାହାଡାପୋଷୀ ଠାରୁ ଅଳ୍ପ ଦୂରରେ ବଲଣ୍ଡା ଘାଟି ରାସ୍ତାରେ ମଟରସାଇକଲ ଚାଳକ ଜଣକ ପରିସ୍ରା କରିବା ପାଇଁ ରାସ୍ତା କଡ଼ରେ ଗାଡ଼ିକୁ ଛିଡା କରିଥିବା ବେଳେ…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଦେବଗଡ଼: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକ କନିଷ୍ଠ ଯନ୍ତ୍ରୀ ବିକାଶ ବେହେରାଙ୍କ ଘରେ ଭିଜିଲାନ୍ସ  ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ଭିଜିଲାନ୍ସ ଟିମ୍ ତାଙ୍କ ଘର, ସମ୍ପର୍କୀୟଙ୍କ ଘର ଓ ଅଫିସରେ ରେଡ୍ ଚଳାଇଛନ୍ତି ।…

ପ୍ରଣବଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ…

ଭୁବନେଶ୍ୱର: ପ୍ରଣବଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଲେ ଦେବଗଡ଼ ବିଜେପି ନେତା । ପଦ୍ମ ଛାଡି ଶଙ୍ଖ ଫୁଙ୍କିଲେ ବିଜେପି କର୍ମୀ । ଅଧିକ ଶକ୍ତିଶାଳୀ ହେଉଛି ବିଜେଡି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଓ ଆଦର୍ଶ ଓ ବିଜେଡ଼ି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କକ ସାଂଗଠନିକ ନେତୃତ୍ୱରେ…