ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Debasnana Purnima

ସ୍ନାନମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନବେଳେ…

ପୁରୀ: ଶ୍ରୀମନ୍ଦିରରେ ଅଘଟଣ । ସ୍ନାନବେଦୀରେ ମହାପ୍ରଭୁଙ୍କ ଦର୍ଶନ କରି ଫେରିବାବେଳେ ଅଣନିଶ୍ୱାସୀ ହୋଇ ଟଳିପଡିଲେ ଜଣେ ଶ୍ରଦ୍ଧାଳୁ । ମୃତକ ଜଣକ ହେଲେ ରାଜସ୍ଥାନର ଅମ୍ବାଲାଲ ଭୋଇ( ୪୮) । ପରିବାର ସହ ଦର୍ଶନ କରିବାକୁ ଆସିଥିବା ବେଳେ ସ୍ନାନମଣ୍ଡପ ନିକଟରେ ସେ ଅସୁସ୍ଥ ଅନୁଭବ କରିଥିଲେ । ପରେ ପୁଲିସ…

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା; ୧୦୮…

ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ସକାଳ ୭ଟା ସୁଦ୍ଧା ମହାପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରା ଓ ମହାପ୍ରଭୁ ଜଗନ୍ନାଥଙ୍କ ପହଣ୍ଡି ସରିଯାଇଛି। ଶ୍ରୀଜିଉମାନେ ସ୍ନାନ ବେଦୀରେ ଉପବିଷ୍ଟ ହୋଇ ସାରିଲେଣି। ଶ୍ରୀଜିଉମାଙ୍କୁ ଧାଡି ପହଣ୍ଡିରେ ଅଣାଯାଇଛି । ଆଉ କିଛି ସମୟ ପରେ ପ୍ରତିଦିନ ବିମ୍ବ (ଦର୍ପଣ)…

ଦିନକ ପରେ ଶ୍ରୀଜୀଉଙ୍କ ଦେବସ୍ନାନ…

ପୁରୀ: ଆସନ୍ତା ରବିବାର ଦେବସ୍ନାନ ପୂର୍ଣ୍ଣିମା । ସ୍ନାନ ମଣ୍ଡପରେ ପ୍ରତ୍ୟେକ୍ଷ ସ୍ନାନ କରିବେ ମହାପ୍ରଭୁ । ୧୦୮ ଗରା ଜଳରେ ସ୍ନାନ କରିବା ପରେ ଆରମ୍ଭ ହେବ ଦାରୁବିଗ୍ରହଙ୍କ ଅଣସର ନୀତି । ମହାପ୍ରଭୁଙ୍କର ଏହି ଗୁପ୍ତ ନୀତିକୁ ସମ୍ପାଦନ କରିବେ ଶ୍ରୀଅଙ୍ଗ ଲାଗି ସେବକ ଦଇତାପତି । ତେଣୁ ଶୁକ୍ରବାର ମଙ୍ଗଳ…

ରଥଯାତ୍ରା ଓ ସ୍ନାନଯାତ୍ରା ପାଇଁ ନୀତି…

ପୁରୀ: ଆସନ୍ତା ୧୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା । ପରେ ପରେ ରଥଯାତ୍ରା, ବାହୁଡ଼ା, ସୁନାବେଶ, ଅଧରପଣା, ନୀଳାଦ୍ରିବିଜେ ରହିଛି । ଦୁଇବର୍ଷ ପରେ ମହାପ୍ରଭୁଙ୍କର ଏହି ବିଶେଷ ଯାନିଯାତ୍ରାରେ ଏଥର ସାମିଲ ହେବେ ଭକ୍ତ । ତେଣୁ ଏହାକୁ କିପରି ଶୃଙ୍ଖଳିତ କରାଯିବ ଏବଂ ଏଥିଲାଗି ପ୍ରସ୍ତୁତ ନୀତିକାନ୍ତି କିପରି…

ଏଥର ବି ସ୍ନାନଯାତ୍ରାରେ ଛେରା ପହଁରା…

ଆସନ୍ତାକାଲି ଶ୍ରୀଜିଉଙ୍କ ପ୍ରସିଦ୍ଧ ସ୍ନାନଯାତ୍ରା । ଏଥିପାଇଁ ସରିଲାଣି ସମସ୍ତ ପ୍ରସ୍ତୁତି । ହେଲେ ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ଏଥର ଛେରା ପହଁରା କରିବେନି ଗଜପତି ମହାରାଜା ଦିବ୍ୟସିଂହ ଦେବ । ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଜପତି ଛେରାପହଁରା ନୀତି କରିବେ ନାହିଁ ବୋଲି ଗଜପତି…

ଶ୍ରୀଜୀଉଙ୍କ ସ୍ନାନଯାତ୍ରା : ଭୋରୁ…

ପୁରୀ: ଆସନ୍ତା ଜୁନ୍ ୨୪ତାରିଖରେ ମହାପ୍ରଭୁଙ୍କ ପ୍ରସିଦ୍ଧ ଦେବସ୍ନାନ ପୂର୍ଣ୍ଣିମା । କରୋନା କଟକଣା ମଧ୍ୟରେ ଦେବସ୍ନାନ ପୂର୍ଣ୍ଣିମା କିପରି ହେବ ଏ ନେଇ ଆଜି ଶ୍ରୀମନ୍ଦିର ପ୍ରଶାସନ ଓ ଦଇତାପତି ନିଯୋଗ ମଧ୍ୟରେ ବୈଠକ ବସିଥିଲା । ଶୃଙ୍ଖଳିତ ଭାବେ ସ୍ନାନଯାତ୍ରା କରିବା ସହ ସ୍ନାନଯାତ୍ରା ଦିନ ଭୋରୁ ଶୀଘ୍ର…

ଜୁନ୍ ୨୪ରେ ମହାପ୍ରଭୁଙ୍କ ପ୍ରସିଦ୍ଧ…

ପୁରୀ: ଜୁନ୍ ୨୪ତାରିଖରେ ମହାପ୍ରଭୁଙ୍କ ପ୍ରସିଦ୍ଧ ଦେବସ୍ନାନ ପୂର୍ଣ୍ଣିମା, ଏ ବର୍ଷ ମଧ୍ୟ ଗତ ବର୍ଷ ପରି ବିନାଭକ୍ତରେ ହୋଇପାରେ ଦେବସ୍ନାନ ପୂର୍ଣ୍ଣିମା । ଦେବସ୍ନାନ ପୂର୍ଣ୍ଣିମା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଭର୍ଚ୍ୟୁଆଲ୍ ବୈଠକରେ ନିଆଯାଇଛି ଏଭଳି ନିଷ୍ପତ୍ତି । ନିଷ୍ପତ୍ତି…