ମଞ୍ଜୁରୀ ଦେଲା ଏନଟିସିଏ: ଦେବ୍ରିଗଡ଼କୁ…
ଭୁବନେଶ୍ବର: ଦେବ୍ରିଗଡ଼କୁ ମିଳିଲା ବ୍ୟାଘ୍ର ପ୍ରକଳ୍ପ ମାନ୍ୟତା । ରାଜ୍ୟ ସରକାରଙ୍କ ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି ଏନଟିସିଏ। ଏଭଳି ଘୋଷଣା ପରେ ୨ ମାସ ମଧ୍ୟରେ ଶେଷ ହେବ ସର୍ଭେ କାମ । ୮୦୪ ଦଶମିକ ୫୧ ବର୍ଗ କିଲୋମିଟର ଅଞ୍ଚଳ ପରିବ୍ୟାପ୍ତ ହେବ ପ୍ରକଳ୍ପ। ଶିମିଳିପାଳ ଓ ସାତକୋଶିଆ ପରେ ରାଜ୍ୟର ତୃତୀୟ…