ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Delhi

କେଜ୍ରିଓ୍ବାଲଙ୍କୁ ହାଇକୋର୍ଟରୁ ମିଳିଲାନି…

ନୂଆଦିଲ୍ଲୀ: ଦିଲ୍ଲୀ ମଦ ନୀତି ମାମଲାରେ ଗିରଫ ହୋଇଥିବା ଅରବିନ୍ଦ କେଜ୍ରିୱାଲଙ୍କୁ ଦିଲ୍ଲୀ ହାଇକୋର୍ଟ କୌଣସି ଆଶ୍ୱସ୍ତି ଦେଇନାହାନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ ୩ରେ ହେବ। ଅରବିନ୍ଦ କେଜ୍ରିୱାଲ ବୁଧବାର ଦିଲ୍ଲୀ ହାଇକୋର୍ଟଙ୍କୁ ଇଡି ହେପାଜତରୁ ତୁରନ୍ତ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେବାକୁ…

୪୦ ଫୁଟ ଗଭୀର ବୋରୱେଲରେ ଖସିପଡ଼ିଲେ…

ନୂଆଦିଲ୍ଲୀ: ପୁଣି ଗଭୀର ବୋରୱେଲରେ ଖସିପଡ଼ିଲେ ବ୍ୟକ୍ତି। ୪୦ ଫୁଟ ଗଭୀର ବୋରୱେଲରେ ଜଣେ ବ୍ୟକ୍ତି ଖସିପଡ଼ିଥିବା ଜଣାପଡିଛି । ଦିଲ୍ଲୀର କେଶୋପୁର ମଣ୍ଡି ନିକଟ ଜଳ ବୋର୍ଡ ପ୍ଲାଣ୍ଟ ଭିତରେ ଥିବା ଏକ ବୋରୱେଲରେ ଏହି ଅଘଟଣ ଘଟିଛି । ଘଟଣାସ୍ଥଳରେ ଦିଲ୍ଲୀ ଅଗ୍ନିଶମ ବାହିନୀ, ଏନ୍ଡିଆରଏଫ୍ ଓ ଦିଲ୍ଲୀ…

ଫିଟିଲା ସମାଧାନର ବାଟ, ଦିଲ୍ଲୀରେ ଲୋକସଭା…

ନୂଆଦିଲ୍ଲୀ:  ଆମ୍‌ ଆଦମୀ ପାର୍ଟି ଏବଂ କଂଗ୍ରେସ ମଧ୍ୟରେ ସିଟ୍‌‌ ଭଗବଣ୍ଟାକୁ ନେଇ ଲାଗି ରହିଥିବା ଟଣାଓଟରା ଶେଷରେ ସମାଧାନ ହୋଇଛି। ଯଦି ସବୁ କିଛି ଠିକ୍‌ ରୁହେ ତେବେ ଦିଲ୍ଲୀରେ ଲୋକସଭା ନିର୍ବାଚନ ଏକାଠି ଲଢ଼ିବେ ଆପ୍‌‌-କଂଗ୍ରେସ। ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶରେ ସମାଜବାଦୀ ପାର୍ଟି ସହିତ କଂଗ୍ରେସର…

ଦିଲ୍ଲୀର ଏକ ରଙ୍ଗ କାରଖାନାରେ ଭୟାବହ…

ନୂଆଦିଲ୍ଲୀ: ଦିଲ୍ଲୀର ଆଲିପୁର ଅଞ୍ଚଳରେ ଥିବା ରଙ୍ଗ କାରଖାନାରେ ଗୁରୁବାର ସନ୍ଧ୍ୟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଅଗ୍ନିକାଣ୍ଡ ଯୋଗୁଁ କୋଟି କୋଟି ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ଘଟଣାସ୍ଥଳରେ ୨୨ଟି ଦମକଳ ବାହିନୀ…

ଦିଲ୍ଲୀ-ଏନସିଆରରେ ଭୂମିକମ୍ପ ଝଟକା,…

ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆରରେ ଭୂମିକମ୍ପ ଝଟକା ଅନୁଭୂତ । ତିନି ଦିନରେ ଦ୍ୱିତୀୟ ଥର ଭୂକମ୍ପ ଝଟକା ଲାଗିଛି । ନେପାଳରେ ଭୂକମ୍ପ ଝଟକା ଲାଗିଛି । ଯାହାର ତୀବ୍ରତା ୫.୬ ରହିଛି । ଅପରାହ୍ନ ୪.୧୬ ମିନିଟରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା । ନ୍ୟାସନାଲ ସେଣ୍ଟର ଫର ସେସ୍ମୋଲୋଜି ସୂଚନା ଦେଇଛି ।…

ଦିଲ୍ଲୀରେ ପ୍ରଦୂଷଣ ରୋକିବାକୁ ନିର୍ମାଣ…

ନୂଆଦିଲ୍ଲୀ: ଦିଲ୍ଲୀରେ ପ୍ରଦୂଷଣ ରୋକିବାକୁ ପଦକ୍ଷେପ ନେଲେ ସରକାର। ନିର୍ମାଣ କାର୍ଯ୍ୟ ଓ ଭଙ୍ଗାଭଙ୍ଗି କାମ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି । ଏ ବାବଦରେ ଏକ ନିର୍ଦ୍ଦେଶ ଜାରି କରାଯାଇଛି । ନିୟମ ପାଳନ କରାଯିବା ନିଶ୍ଚିତ କରିବାକୁ ସଂପୃକ୍ତ ଅଧିକାରୀଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।  କେବଳ ରେଳ,…

ଶୀତଦିନେ ପ୍ରଦୂଷଣ ହ୍ରାସ ପାଇଁ ଦିଲ୍ଲୀରେ…

ନୂଆଦିଲ୍ଲୀ: ଶୀତଦିନେ ପ୍ରଦୂଷଣ ସ୍ତରକୁ ହ୍ରାସ କରିବା ପାଇଁ ଦିଲ୍ଲୀ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ରାଜଧାନୀରେ ସମସ୍ତ ପ୍ରକାର ବାଣ ଉତ୍ପାଦନ, ବିକ୍ରି, ସଂରକ୍ଷଣ ଏବଂ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି ଦିଲ୍ଲୀ ସରକାର। ସହରରେ ଏହି ନିଷେଧାଦେଶ ଲାଗୁ କରିବାକୁ ଦିଲ୍ଲୀ…

୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର: ୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ଓ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ। ଏହି ସମୟରେ ଓଡ଼ିଶା ସ୍ୱାର୍ଥ ସମ୍ବଳିତ ବିଭିନ୍ନ ଦାବି କେନ୍ଦ୍ର ପାଖରେ ଦୋହରାଇବେ। ଦିଲ୍ଲୀ ରହଣୀ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ…

ଗଣତନ୍ତ୍ର ଦିବସରେ ଦିଲ୍ଲୀରୁ ଶୁଭିବ…

ଭୁବନେଶ୍ୱର: ଗଣତନ୍ତ୍ର ଦିବସରେ ଦିଲ୍ଲୀରୁ ଶୁଭିବ ଓଡ଼ିଆ ଝିଅର କମାଣ୍ଡ୍ । ଦେଶର ଭବିଷ୍ୟତ ଯୋଦ୍ଧାର ଗର୍ଜନ ଶୁଣିବ ଶତ୍ରୁ ଦେଶ । ଓଡ଼ିଶା ପାଇଁ ଗର୍ବ ଓ ଗୌରବ ସାଜିଛନ୍ତି ପାଇକ ମାଟିର ଝିଅ ସୋନାଲି ସାହୁ । ଦିଲ୍ଲୀ ଗଣତନ୍ତ୍ର ଦିବସ ପରେଡରେ ଏନସିସି ବାଳିକା ବିଭାଗର ନେତୃତ୍ବ ନେଉଛନ୍ତି ଖୋର୍ଦ୍ଧାର…

ପୁଣି ଦିଲ୍ଲୀରେ ଅମାନୁଷିକ ଘଟଣା: ମହିଳା…

ନୂଆଦିଲ୍ଲୀ: ଦିଲ୍ଲୀରେ ପୁଣି ଏକ ଅମାନୁଷିକ ଘଟଣା ଘଟିଛି । ଏଥର ସାଧାରଣ ମହିଳା ନୁହନ୍ତି ବରଂ ଖୋଦ୍ ଦିଲ୍ଲୀ ମହିଳା କମିଶନ ଅଧ୍ୟକ୍ଷା ସ୍ବାତୀ ମାଲିଓ୍ବାଲ ହୋଇଛନ୍ତି ଅସାମାଜିକ ଲୋକଙ୍କ ଆତଙ୍କରାଜର ଶିକାର। ଜଣେ ମଦ୍ୟପ ଡ୍ରାଇଭର ତାଙ୍କ କାରରେ ସ୍ବାତୀଙ୍କୁ ପ୍ରାୟ ୧୫ ମିଟର ଘୋଷାଡ଼ି ନେଇଥିବା ଅଭିଯୋଗ…