ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Dhamnagar by-election

ଧାମନଗର ଉପନିର୍ବାଚନ: କିଏ ଜିତିବ ଧାମନଗର…

ଧାମନଗର: ଆଜି ଆସିବ ଧାମନଗର ଉପନିର୍ବାଚନ ଫଳାଫଳ । ଆରମ୍ଭ ହୋଇଛି ଭୋଟ ଗଣତି । ଗଣତି କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଭୋଟ୍ ଗଣତି ପାଇଁ ଭଦ୍ରକ ସଂସ୍କୃତି ଭବନରେ ବ୍ୟବସ୍ଥା କରାଯାଇଛି । ଭୋଟ ଗଣତି ପାଇଁ ୧୪ଟି ଟେବୁଲର ବ୍ୟବସ୍ଥା କରାଯାଇଛି । ୧୮ଟି ରାଉଣ୍ଡରେ ହେବ ଭୋଟ୍…

ଆସନ୍ତାକାଲି ଆସିବ ଧାମନଗର ଉପନିର୍ବାଚନ…

ଭଦ୍ରକ: କାଲି ଆସିବ ଧାମନଗର ଉପନିର୍ବାଚନର ରାୟ । ଏଥିପାଇଁ ଆରମ୍ଭ ହୋଇଯାଇଛି କାଉଣ୍ଟଡାଉନ୍ । ଇଭିଏମରେ ପ୍ରାର୍ଥୀ ଭାଗ୍ୟ ସିଲ ଥିବା ବେଳେ ଫଳାଫଳକୁ ରହିଛି ଅପେକ୍ଷା । ଉପନିର୍ବାଚନ ଭୋଟ ଗଣତି ପାଇଁ ଚୂଡ଼ାନ୍ତ ହୋଇଛି ପ୍ରସ୍ତୁତି । ଭଦ୍ରକ ସଂସ୍କୃତି ଭବନରେ ଭୋଟ୍ ଗଣତି ପାଇଁ ବ୍ୟବସ୍ଥା କରାଯାଇଛି ।…

ଧାମନଗର ଉପନିର୍ବାଚନ: ସରିଲା ମତଦାନ,…

ଧାମନଗର: ଧାମନଗର ଉପନିର୍ବାଚନ ପାଇଁ ସରିଲା ମତଦାନ । ଇଭିଏମରେ ସିଲ ହେଲା ନେତାଙ୍କ ଭାଗ୍ୟ । ନିଜର ନୂଆ ବିଧାୟକ କିଏ ହେବ, ତାଙ୍କୁ ବାଛିବା ପକ୍ରିୟା ପୂର୍ଣ୍ଣ କରିଛନ୍ତି ଧାମନଗରବାସୀ । ତେବେ ଯେଉଁମାନେ ମତଦାନ କେନ୍ଦ୍ର ଭିତରେ ରହିଛନ୍ତି ସେମାନେ ଏବେବି ଭୋଟ ଦେଉଛନ୍ତି । ଭୋଟ ଦାନ ପକ୍ରିୟା ଯଦି ବା…

ପ୍ରତିଟି ଭୋଟ ଗଣତନ୍ତ୍ରକୁ ମଜବୁତ କରିବ :…

ଭୁବନେଶ୍ବର : ଧାମନଗର ଉପ ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଦିନ ୧୧ଟା ସୁଦ୍ଧା ୨୨.୩୬ ପ୍ରତିଶତ ଭୋଟିଂ ହୋଇଛି। ଏହାପୂର୍ବରୁ ସକାଳ ୯ଟା ସୁଦ୍ଧା ୧୦.୨୫ ମତଦାନ ହୋଇଥିଲା । ତେବେ ଦିନ ବଢିବା ସହ ଭୋଟଦାନର ପ୍ରତିଶତ ମଧ୍ୟ ବଢିବ ବୋଲି ସୂଚନା ଦେଇଛନ୍ତି…

ଉପନିର୍ବାଚନ ପାଇଁ କ୍ୟାମ୍ପେନିଂରେ…

ଭୁବନେଶ୍ବର : ଧାମନଗର ଉପନିର୍ବାଚନ ପାଇଁ ପ୍ରଚାରରେ କମ୍ପୁଛି ଧାମନଗର। ଉପନିର୍ବାଚନ ପାଇଁ ସବୁ ଦଳର ପ୍ରାର୍ଥୀ ଏବେ ପ୍ରଚାରପ୍ରସାର ଚଳାଇଛନ୍ତି । ଷ୍ଟାର୍ ପ୍ରଚାରକମାନେ ମଧ୍ୟ ନିଜ ଦଳୀୟ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଭରପୁର ପ୍ରୟାସ କରୁଛନ୍ତି। ୩ ତାରିଖରେ ଭୋଟ୍‌ ଗ୍ରହଣ ହେବାକୁ ଥିବା ବେଳେ ୧…

ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଛନ୍ତି…

ଭୁବନେଶ୍ବର : ଧାମନଗର ଉପନିର୍ବାଚନରେ ରାଜ୍ୟ ବିଜେପିକୁ ଘାରିଛି ହାରିବା ଭୟ। ଯାହା ଫଳରେ ଭୋକ ବିକଳରେ ତାଟିଆ କାମୁଡିବା ଭଳି ହେଉଛି ବିଜେପି। କେତେବେଳେ ମାଆମାନଙ୍କୁ ଅପମାନିତ କରୁଛି ତ ଆଉ କେତେ ବେଳେ କେନ୍ଦ୍ରମନ୍ତ୍ରୀ ପ୍ରଚାରରେ ଆସି ବିବାଦୀୟ ମନ୍ତବ୍ୟ ଦେଉଛନ୍ତି । ଏବେ ପୁଣି ଧାମନଗରରେ ଗାଁ ଗାଁରେ…

ଧାମନଗରରେ ରକ୍ତମୁଖା ହୋଇଛି ବିଜେପି,…

ଭୁବନେଶ୍ବର : ଧାମନଗର ଉପନିର୍ବାଚନ ପାଇଁ ସବୁ ଦଳର ପ୍ରାର୍ଥୀ ଏବେ ପ୍ରଚାରପ୍ରସାର ଚଳାଇଛନ୍ତି । ଷ୍ଟାର୍ ପ୍ରଚାରକମାନେ ମଧ୍ୟ ନିଜ ଦଳୀୟ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ପ୍ରୟାସ କରୁଥିବା ବେଳେ ଆଗୁଆ ପରାଜୟ ଭୟରେ ରକ୍ତ ମୁଖା ହୋଇଛି ରାଜ୍ୟ ବିଜେପି। ଏନେଇ ପୁଣି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ…

ଭଦ୍ରକରେ ରାଜ୍ୟ ମୁଖ୍ୟ ନିର୍ବାଚନ…

ଭଦ୍ରକ: ଧାମନଗର ବିଧାନସଭା ଉପ-ନିର୍ବାଚନ ଲାଗି ଆଜି ଭଦ୍ରକ ଆସିଥିଲେ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି । ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚିବା ପରେ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଲୋହାନି ଜିଲାପାଳ ତଥା ଜିଲ୍ଲା ମୁଖ୍ୟ ନିର୍ବାଚନ ଅଧିକାରୀ ସିଧେଶ୍ୱର ବଳିରାମ…

ଧାମନଗର ଉପନିର୍ବାଚନକୁ ନେଇ କଠୋର ହେଲେ…

ଭୁବନେଶ୍ବର : ଧାମନଗର ଉପନିର୍ବାଚନକୁ ନେଇ ଶେଷ ପର୍ଯ୍ୟାୟରେ ପ୍ରଶାସନର ପ୍ରସ୍ତୁତି । ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବା ବେଳେ ରାଜନୈତିକ ଦଳ ବିରୋଧରେ ଆସିଛି ଅନେକ ଅଭିଯୋଗ । ରାଜନୈତିକ ଦଳ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରିଥିବା ଭଳି ଅଭିଯୋଗ ହୋଇଛି ବୋଲି ପ୍ରେସମିଟରେ ସୂଚନା ଦେଇଛନ୍ତି ମୁଖ୍ୟ…

ଧାମନଗର ଉପନିର୍ବାଚନ: ବିଜେପିର ଅନୈତିକ…

ନୂଆଦିଲ୍ଲୀ: ଧାମନଗର ଉପନିର୍ବାଚନ ପାଇଁ ଚାଲିଥିବା ପ୍ରଚାରରେ ବିଜେପିର ଅନୈତିକ କାର୍ଯ୍ୟକୁ ନେଇ ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହୋଇଛି ବିଜେଡି । ସାଂସଦ ସସ୍ମିତ ପାତ୍ରଙ୍କ ନେତୃତ୍ବରେ କମିଶନଙ୍କୁ ଭେଟିଛନ୍ତି ବିଜେଡିର ୪ଜଣିଆ ପ୍ରତିନିଧି ଦଳ । ବିଜେପି ଏସଏଚଜି ମହିଳାଙ୍କୁ ଅପମାନିତ କରୁଛି ।…