ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Dhamnagar

ଧାମନଗର ଉପନିର୍ବାଚନ: ଶୃଙ୍ଖଳିତ ଭୋଟ…

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ନେଇ ସମୀକ୍ଷା କରିଛନ୍ତି ପୁଲିସ ଡିଜି  ସୁନୀଲ ବଂଶଲ। ଶୃଙ୍ଖଳିତ ଭୋଟ ଗ୍ରହଣ ନେଇ ଭିସିରେ ସମୀକ୍ଷା କରିଛନ୍ତି ଡିଜି ସୁନୀଲ ବଂଶଲ। ବୈଠକରେ ଏଡିଜି, ଆଇଜି, ଡିଆଇଜି ଓ ଭଦ୍ରକ ଏସପି ଉପସ୍ଥିତ ଥିଲେ । ଇସିଆଇଙ୍କ ଗାଇଡଲାଇନ ଅନୁପାଳନକୁ ଗୁରୁତ୍ୱ ଦେବାକୁ କୁହାଯାଇଛି ।…

ବିଜେଡିରୁ ବହିଷ୍କୃତ ହେଲେ ରାଜେନ୍ଦ୍ର…

ଭୁବନେଶ୍ବର : ବିଜେଡିରୁ ବହିଷ୍କୃତ ହେଲେ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ଦଳବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ରାଜୁ ଦାସଙ୍କୁ ବହିଷ୍କାର କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ଚଳିତ ଧାମନଗର ଉପ-ନିର୍ବାଚନରେ ଦଳୀୟ ଟିକେଟ ନ ମିଳିବା ପରେ ସ୍ୱାଧୀନ ପ୍ରାର୍ଥୀ ଭାବେ ମୈଦାନକୁ ଓହ୍ଲାଇଛନ୍ତି…

ଧାମନଗର ଉପନିର୍ବାଚନ: ନାମାଙ୍କନ ଭରିଲେ…

ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ  ଆଜି ବିଜେଡି ପକ୍ଷରୁ ଅବନ୍ତୀ ଦାସ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଅବନ୍ତୀ ଆଜି ସକାଳୁ ନିଜ ବାସଭବନରୁ ପୂଜାର୍ଚ୍ଚନା କରି ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ତିହିଡ଼ିରୁ ବାହାରି ଧାମନଗର ଓ ସେଠାରୁ ଭଦ୍ରକ ଆସିଥିଲେ। ଭଦ୍ରକର ନେହେରୁ…

ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ…

ଭୁବନେଶ୍ବର : ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ବାବା ହରେକୃଷ୍ଣ ସେଠୀ ହେଲେ କଂଗ୍ରେସର ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ।ରାଜ୍ୟ ନେତୃତ୍ୱ ହରେକୃଷ୍ଣଙ୍କ ନାଁ ସୁପାରିଶ କରିଥିବା ବେଳେ ଏଥିରେ ମୋହର ମାରିଛନ୍ତି ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ପ୍ରାର୍ଥୀ ଘୋଷଣା ସହ…

ଧାମନଗର ଉପନିର୍ବାଚନକୁ ନେଇ ଉଷ୍ମ ହେଉଛି…

ଭୁବନେଶ୍ୱର : ଧାମନଗର ଉପନିର୍ବାଚନ ପାଇଁ ଆସନ୍ତା ୧୪ ତାରିଖ ନାମାଙ୍କନ ଦାଖଲର ଶେଷଦିନ। ଏଥିପାଇଁ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ଏକ ଦଶନ୍ଧିରୁ ଊର୍ଦ୍ଧ୍ବକାଳ ଧରି ରାଜ୍ୟରେ ଉପନିର୍ବାଚନରେ ଅପରାଜେୟ ଥିବା ବିଜେଡି ବିଜୟ ଧାରା ଅବ୍ୟାହତ ରଖିବା ଓ ବିଜେପି ହାତରୁ…

ଆଜି ଧାମନଗର ଉପନିର୍ବାଚନ ପାଇଁ ପ୍ରକାଶ…

ଧାମନଗର: ଧାମନଗର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି । ଆଜିଠୁ ଆରମ୍ଭ ହେବ ନାମାଙ୍କନ ପ୍ରକ୍ରିୟା । ଅକ୍ଟୋବର ୧୪ ତାରିଖ ସୁଦ୍ଧା ନାମାଙ୍କନପତ୍ର ଦାଖଲ କରିବେ ପ୍ରାର୍ଥୀ । ୧୫ ତାରିଖରେ ପାର୍ଥିପତ୍ର ଯାଞ୍ଚ କରାଯିବ । ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି ଅକ୍ଟୋବର…

ଧାମନଗର ଉପନିର୍ବାଚନ ପାଇଁ ବିଜେଡିର ଆଜି…

ଭୁବନେଶ୍ବର: ବିଜେଡିର ଧାନନଗର ରଣନୀତି ନେଇ ଆଜି ସନ୍ଧ୍ଯାରେ ଏକ ପ୍ରସ୍ତୁତି ବୈଠକ ବସିବ । ସାଂଗଠନିକ ସ୍ଥିତି ନେଇ ଆଲୋଚନା ହେବ ।  ବୈଠକରେ ଜିଲ୍ଲାର  ସମସ୍ତ ବିଧାୟକ, ସାଂସଦ, ପର୍ଯ୍ଯବେକ୍ଷକ ଓ ତୃଣମୂଳ ସଙ୍ଗଠନର କର୍ମକର୍ତ୍ତା ମାନେ ଯୋଗ ଦେବେ ବୋଲି ଜଣାପଡ଼ିଛି।ସୂଚନା ଅନୁଯାୟୀ, ବିଜେପି ବିଧାୟକ…

ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ,…

ଭୁବନେଶ୍ବର : ଧାମନଗର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ନଭେମ୍ବର ୩ରେ ଧାମନଗର ଉପନିର୍ବାଚ ହେବ। ଏନେଇ ଆଜି ଭାରତୀୟ ନିର୍ବଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତେବେ ଉପନିର୍ବାଚନ ନେଇ ଅକ୍ଟୋବର ୭ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ । ଏହାପରେ ସେହିଦିନଠୁ ନାମାଙ୍କନ…