ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ୪…
ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ୪ ମହଲା ଛାତରୁ ଡେଇଁ ଆଉ ଜଣେ ରୋଗୀର ମୃତ୍ୟୁ । ପରଜଙ୍ଗ ଥାନା ଅନ୍ତର୍ଗତ ଲୋଧଣୀ ଗ୍ରାମର ଦୁର୍ଯୋଧନ ନାୟକ (୫୦) ଉଚ୍ଚ ରକ୍ତଚାପ ରୋଗରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିଲା । ଗୁରୁବାର ଭୋର ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ୪ ମହଲା ଛାତରୁ…