ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

DHENKANALA

ଆସନ୍ତାକାଲି ଠାରୁ ଆରମ୍ଭ ହେବ…

ଢେଙ୍କାନାଳ: ଆସନ୍ତାକାଲି  ଠାରୁ ଆରମ୍ଭ ହେବ ବିଶ୍ବପ୍ରସିଦ୍ଧ ଜୋରନ୍ଦା ମାଘ ମେଳା ।  ଚଳଚଞ୍ଚଳ ହୋଇଉଠିଛି ମହିମା ଧର୍ମର ମୁଖ୍ୟ ପୀଠ । ପ୍ରତିବର୍ଷ ମାଘ ଶୁକ୍ଳ ଚତୁର୍ଦ୍ଦଶୀ ରେ ଏହି ମେଳା ଅନୁଷ୍ଠିତ ହୋଇଥାଏ । ଆସନ୍ତା ୨୨ ରୁ ୨୪ ତାରିଖ ପର୍ଯ୍ୟନ୍ତ ୩ ଦିନ ବ୍ୟାପୀ ପାଳିତ ହେବ ଏହି ମେଳା । ମହିମା…

ଗରିବ ରୋଗୀମାନଙ୍କ ପାଇଁ ବରଦାନ ପାଲଟିଛି…

କାମାକ୍ଷାନଗର: ମୁଖ୍ୟମନ୍ତ୍ରୀଙ୍କ ବିଜୁ ସ୍ୱାସ୍ଥ୍ୟ କାର୍ଡ ଗରିବ ଅସହାୟଲୋକଙ୍କ ପାଇଁ ଆର୍ଶିବାଦ ପାଲଟିଛି। ରାଜ୍ୟରେ ଯେ କୌଣସି ଗରିବ ଲୋକ ଯେପରି ଜଟିଳରୁ ଜଟିଳ ରୋଗର ଚିକିତ୍ସା ସୁବିଧାରେ ପାଇପାରିବ ସେନେଇ ମୁଖ୍ୟମନ୍ତ୍ରୀଙ୍କ ଯୁଗାନ୍ତକାରୀ ପଦକ୍ଷେପ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ। ଯାହାର ସୁଫଳ…

ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ହାତୀ…

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ କୁମୁରି ସିଙ୍ଗା ଗ୍ରାମରରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତ ବୃଦ୍ଧଙ୍କ ନାଁ କାଳିଆ ସାହୁ ବୋଲି ଜଣାପଡିଛି। କାଳିଆ ଆଜି ଭୋରରୁ ଆମ୍ବ ଗୋଟାଇବା ପାଇଁ ପାଖ ଜଙ୍ଗଲକୁ ଯାଇଥିଲେ। ସେଠାରେ ସେ ହାତୀ ହାବୁଡର…

ଭିଜିଲାନ୍ସ ଜାଲରେ ଶିକ୍ଷାଧିକାରୀ, ଦରମା…

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ହିନ୍ଦୋଳ ବ୍ଲକ ଶିକ୍ଷାଧିକାରୀ ଶାନ୍ତନୁ କୁମାର ମଲ୍ଲିକ । ହିନ୍ଦୋଳ ବ୍ଲକ ବ୍ରହ୍ମପୁର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଅଦ୍ୱୈତ ସାମଲଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ। ଏହାପରେ ଏକକାଳୀନ ୩ଟି ଜାଗାରେ ଚଢ଼ାଉ କରିଛି ଭିଜିଲାନ୍ସ।…

ପରୀକ୍ଷା ସାରି ଫେରୁଥିବା ବେଳେ ବାଇକକୁ…

କାମାକ୍ଷାନଗର:  ଆମ୍ବୁଲାନ୍ସ ଧକ୍କାରେ ଦଶମ ଶ୍ରେଣୀ ସ୍କୁଲ ଛାତ୍ରଙ୍କ ସମେତ ୩ଜଣ ଗୁରୁତର ହୋଇଛନ୍ତି । ଏଭଳି ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ମୁକ୍ତାପଶି କେନାଲ ଛକ ନିକଟରେ । ଗୁରୁତର ମାନେ ହେଲେ ପରଜଙ୍ଗ ଥାନା କଙ୍କିଳି ଗାଁର ଦଶମ ଶ୍ରେଣୀ ଛାତ୍ର ଅମିତ ଦାସ…

ରାସ୍ତା କଡରେ ଥିବା ଗଛରେ ପିଟି ହେଲା କାର…

ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ଥାନା କାମାକ୍ଷାନଗର-କଙ୍କଡାହାଡ଼ ପୂର୍ତ୍ତ ବିଭାଗ ରାସ୍ତାର ତଣ୍ଡିମୁଣ୍ଡା ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ କାମାକ୍ଷାନଗର ଥାନା ମହୁଲପାଳ ଗାଁର ସନ୍ତୋଷ ସାସମାଲ । ସେ କୌଣସି କାମରେ ଘରୁ କଙ୍କଡାହାଡ଼ ଯାଉଥିବା ବେଳେ…

ବୋମା ଓ ଗୁଳିରେ ଗର୍ଜିଲା କାମାକ୍ଷାନଗର:…

କାମାକ୍ଷାନଗର: ବୋମା ଆଉ ଗୁଳିରେ ଥରିଲା କାମାକ୍ଷାନଗର ସହର । ବୁଧବାର ବିଳମ୍ବିତ ରାତିରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ଫୁଟିଲା ୬ ରାଉଣ୍ଡ ଗୁଳି ଆଉ ବୋମା । ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣେ ଆହତ ହୋଇଥିବା ଜଣାପଡ଼ିଛି । ମୃତକ ଜଣଙ୍କ ହେଲେ କାମାକ୍ଷାନଗର ଅନନ୍ତପୁର କଲୋନୀ ସାହିର…

ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା ପାଇଁ…

ଢେଙ୍କାନାଳ : ବିଶ୍ବ ପ୍ରସିଦ୍ଧ ଯୋରନ୍ଦା ମେଳା ପାଇଁ  କଟକଣା ଜାରି କଲା ଢେଙ୍କାନାଳ ଜିଲ୍ଲା ପ୍ରଶାସନ। ଢ଼େଙ୍କାନାଳ ଜିଲ୍ଲା ମହିମା ଗାଦୀରେ ଆସନ୍ତା ୨୫ରୁ ହେବାକୁ ଥିବା ଯୋରନ୍ଦା ମେଳା ପ୍ରସ୍ତୁତିରେ ପରିବର୍ତ୍ତନ କରାଯାଇଛି। ପୂର୍ବରୁ ଯୋରନ୍ଦା ମେଳା ସରିଥିବା ପ୍ରସ୍ତୁତି ବୈଠକର ନିଷ୍ପତ୍ତି ଉପରେ…