ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Disaster Management

ବିପର୍ଯ୍ୟୟ ପରିଚାଳନାରେ ଗତ ପାଞ୍ଚ…

ଭୁବନେଶ୍ୱର: ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଗତ ପାଞ୍ଚ ବର୍ଷରେ ଓଡିଶାକୁ ମିଳିଛି ଉଲ୍ଲେଖନୀୟ ସଫଳତା। ସଫଳ ବିପର୍ଯ୍ୟୟ ପରିଚାଳନା ପାଇଁ ଜାତୀୟ ସ୍ତରରେ ଓଡିଶା ପୁରସ୍କୃତ ହୋଇଛି। ରାଜ୍ୟ ସରକାର ଗ୍ରହଣ କରିଥିବା ଏକାଧିକ ପଦକ୍ଷେପ ଯୋଗୁଁ ଏଭଳି ସଫଳତା ମିଳିଥିବା କହିଛନ୍ତି ବିଜେଡିର ରାଷ୍ଟ୍ରୀୟ…

ବିପର୍ଯ୍ୟୟ ମୁକାବିଲା ନେଇ ସାରା ବିଶ୍ୱକୁ…

ଭୁବନେଶ୍ୱର : ଅକ୍ଟୋବର ୨୯, ୧୯୯୯ ମହାବାତ୍ୟା ପରେ ବିପର୍ଯ୍ୟୟ ମୁକାବିଲା ନେଇ ସାରା ବିଶ୍ୱକୁ ବାଟ ଦେଖାଉଛି ଓଡ଼ିଶା । ବିପର୍ଯ୍ୟୟ ସମୟରେ ମିଶନ ଜିରୋ କାଜୁଆଲଟିରେ କାମ କରୁଛନ୍ତି ଓଡ଼ିଶା ସରକାର । ପ୍ରତି ବର୍ଷ ଅକ୍ଟୋବର ୨୯କୁ ବିପର୍ଯ୍ୟୟ ପ୍ରଶମନ ଦିବସ ଭାବେ ପାଳନ କରାଯାଉଛି । ଏବର୍ଷର ଥିମ୍‌…

ବିପର୍ଯ୍ୟୟ ଓ ମହାମାରୀ ପରିଚାଳନା ତାଲିମ…

ଭୁବନେଶ୍ୱର: ବିପର୍ଯ୍ୟୟ ପରିଚାଳନା ଟ୍ରେନିଂ ନେବେ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀ । ରାଜ୍ୟ ମନ୍ତ୍ରୀ ପରିଷଦର ଏକ ଐତିହାସିକ ନିଷ୍ପତ୍ତିକ୍ରମେ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ଠାରୁ ଆରମ୍ଭ କରି ଗ୍ରୁପ୍ – ଡି ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କୁ ବିପର୍ଯ୍ୟୟ ଏବଂ ମହାମାରୀ ପରିଚାଳନା ସମ୍ବନ୍ଧୀୟ…

ରାଜ୍ୟ ପାଇଁ ଜୁନରୁ -ଅକ୍ଟୋବର…

ଭୁବନେଶ୍ବର: ରାଜ୍ୟ ପାଇଁ ଜୁନରୁ ଅକ୍ଟୋବର ଗୁରୁତ୍ବପୂର୍ଣ୍ଣ । ଏହି ସମୟ ମଧ୍ୟରେ ବାତ୍ୟା, ବନ୍ୟା ଓ ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥାଏ ଓଡ଼ିଶା । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନିକ ସ୍ତରରେ ସବୁ ପ୍ରକାର ପ୍ରସ୍ତୁତି କରିବାକୁ ରାଜ୍ୟ ସ୍ତରୀୟ ପ୍ରାକୃତିକ ଦୁର୍ବିପାକ କମିଟି ବୈଠକରେ…

ବିପର୍ଯ୍ୟୟ ମୁକାବିଲାରେ ବିଶ୍ୱରେ ଉଦାହରଣ…

ଭୁବନେଶ୍ୱର: ଭୌଗୋଳିକ ଦୃଷ୍ଟିକୋଣରୁ ଓଡ଼ିଶା ନିୟମିତ ପ୍ରାକୃତିକ ବିପର୍ଯ୍ୟୟର ଶିକାର ହୋଇଛି। ହାରାହାରି ପ୍ରତି ଦୁଇ ବର୍ଷରେ ଗୋଟିଏ ସାମୁଦ୍ରିକ ଝଡ଼ ଓଡ଼ିଶା ମୁହାଁ ହେଉଛି। କେବେ ଅତିବୃଷ୍ଟି ତ କେବେ ଅନାବୃଷ୍ଟି ଓଡ଼ିଶା ଉପରେ ଦାଉ ସାଜିଛି। ପ୍ରତି ବର୍ଷ ରାଜ୍ୟ ଏକାଧିକ ଥର ବନ୍ୟା ବାତ୍ୟାର ସମ୍ମୁଖୀ…

ବିପର୍ଯ୍ୟୟ ପରିଚାଳନାରେ ସର୍ବୋତ୍କୃଷ୍ଟ…

ଭୁବନେଶ୍ୱର: ବିପର୍ଯ୍ୟୟ ପରିଚାଳନାରେ ସର୍ବୋତ୍କୃଷ୍ଟ ପାରଦର୍ଶିତା ପାଇଁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓସ୍‌‌ଡମା)କୁ ଶୁକ୍ରବାର ‘ସୁଭାଷ ଚନ୍ଦ୍ର ବୋଷ ଆପଦ ପ୍ରବନ୍ଧନ ପୁରସ୍କାର-୨୦୨୩’ ମିଳିବ।ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ…

ଡିଜାଷ୍ଟର୍‌ ମ୍ୟାନେଜ୍‌ମେଣ୍ଟରେ…

ଜଳବାୟୁ ପରିବର୍ତ୍ତନ କାରଣରୁ ଏବେ ଅନେକ ଥର ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେବାକୁ ପଡ଼ୁଛି। ଏଥିରେ ଧନଜୀବନ ହାନି ହେବା ସହିତ ଯାତାୟାତ, ପରିବହନ ଓ ବିଦ୍ୟୁତ୍‌ ସରବରାହ କ୍ଷେତ୍ର କ୍ଷତିଗ୍ରସ୍ତ ହେଉଛି। ଏହି ପରିସ୍ଥିତିରେ ଲୋକଙ୍କୁ ସାହାଯ୍ୟ କରିବା ସହ ବିପର୍ଯ୍ୟସ୍ତ ପରବର୍ତ୍ତୀ ସହାୟତା ପାଇଁ…

ଓଡ଼ିଶାଠାରୁ ବିପର୍ଯ୍ୟୟ ପରିଚାଳନା…

୧୯୯୮ ମସିହାର କଥା । ଆସ୍କାରେ ନିର୍ବାଚନ ପ୍ରଚାର ଅବସରରେ ନବୀନ ଗାଁ ଗାଁ ବୁଲୁଥାଆନ୍ତି । ସେତେବେଳେ ଗଞ୍ଜାମ ଜିଲ୍ଲାର ସ୍ଥିତି ଦେଖି ସେ ଅତ୍ୟନ୍ତ ବିମର୍ଷ ହୋଇ ପଡ଼ିଥିଲେ । ପ୍ରଚାର ଅବସରରେ ଦିଲ୍ଲୀର ଜଣେ ସାମ୍ବାଦିକ ସୁନୀଲ ସେଠୀ (ରେଡ଼ିଫ୍‌ ଡ଼ଟ୍‌ କମ୍‌)କୁ ସାକ୍ଷାତକାର ଦେବା ଅବସରରେ ସ୍ୱତଃ…

ଅଧିକ ଦୃଢ଼ୀଭୂତ ହେବ ବିପର୍ଯ୍ୟୟ ପରିଚାଳନା…

ଭୁବନେଶ୍ୱର : ବିପର୍ଯ୍ୟୟ ପରିଚାଳନାରେ ଆନ୍ତର୍ଜାତିକ ସ୍ୱୀକୃତି ହାସଲ ସହ ରାଜ୍ୟ ସରକାର ବର୍ତ୍ତମାନ ବିପର୍ଯ୍ୟୟ ପରିଚାଳନା ଦକ୍ଷତାକୁ ଅଧିକ ଦୃଢ଼ିଭୁତ ଏବଂ ଶାଣିତ କରିବା ନିମନ୍ତେ ପଦକ୍ଷେପ ଆରମ୍ଭ କରିଛନ୍ତି । ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିପର୍ଯ୍ୟୟ…

ବିପର୍ଯ୍ୟୟରେ ମହାମେରୁ; ମନ୍ତ୍ର ‘ଶୂନ୍ୟ…

ମନ୍ତ୍ର ‘ଶୂନ୍ୟ ଜୀବନ ହାନି’ ବାତ୍ୟା ଆସୁଛି, ବାତ୍ୟା ଯାଉଛି। ମାତ୍ର ଆଉ ପୂର୍ବପରି ଓଡ଼ିଶା ବାତ୍ୟାକୁ ଡରୁ ନାହିଁ। ଭୌଗୋଳିକ ଦୃଷ୍ଟିକୋଣରୁ ନିୟମିତ ଆଘାତ ଦେଉଥିବା ବାତ୍ୟାକୁ ନିଜର ସହଚର କରିଛି ଓଡ଼ିଶା। ନିଜ ପ୍ରଥମ ପାଳି ସରକାରରୁ ବାତ୍ୟା ମୁକାବିଲା ପାଇଁ ଯେଉଁ ଛୋଟ ବିହନଟି ପୋତା ଯାଇଥିଲା ତାହା…