Browsing Tag

Draupadi Murmu

ନୂଆଁଖାଇର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି…

ନୂଆଦିଲ୍ଲୀ : ଆଜି ପ୍ରକୃତିର ପାର୍ବଣ ନୂଆଁଖାଇ। ନୂଆଁଖାଇ ହେଉଛି କୃଷି ଓ କୃଷକର ପର୍ବ। ନୂଆଁଖାଇକୁ ନବାନ୍ନ ଭାବେ ମଧ୍ୟ ଜଣାଯାଏ । ଚଳଚଞ୍ଚଳ ପଶ୍ଚିମ ଓଡ଼ିଶାର ଗାଁଠୁ ସହର। ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଓଡ଼ିଶାର ଭାଇ ଭଉଣୀ ବିଶେଷକରି ପଶ୍ଚିମା଼୍ଚଳର ଭାଇ…

ସ୍ପଷ୍ଟବାଦୀ ଦ୍ରୌପଦୀ ମୁର୍ମୁ : ଫେରାଇ…

ଭୁବନେଶ୍ବର : ଭାରତର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଦ୍ରୌପଦୀ ମୁର୍ମୁ । ଭାରତର ମହାମହିମ ରାଷ୍ଟ୍ରପତି ଭାବେ ଆସନ୍ତା ୨୫ ତାରିଖରେ ପଦ ଓ ଗୋପନୀୟତାର ଶପଥ ନେବେ ଦ୍ରୌପଦୀ ମୁର୍ମୁ ।ଦେଶର ପ୍ରଥମ ନାଗରୀକ ଭାବେ ନିବାଚିତ ହେବା ପରେ ଦ୍ରୌପଦୀ ମୁର୍ମୁଙ୍କୁ ଛୁଟୁଛି ଶୁଭେଛାର ସୁଅ।ଉପ…

ଦ୍ରୌପଦୀ ମୁର୍ମୁଙ୍କ ପ୍ରେମ କାହାଣୀ :…

ଭୁବନେଶ୍ୱର : ମୟୂରଭଞ୍ଜ ଜିଲ୍ଲାର ପାହାଡ଼ପୁର ଗାଁର ପାହାଡ଼ି ବୋହୂ ଦ୍ରୌପଦୀ ମୁର୍ମୁ ଏବେ ଦେଶର ସର୍ବୋଚ୍ଚ ପଦରେ ଅଭିଷିକ୍ତ। ଅନୁସୂଚୀତ ଜନଜାତି ବର୍ଗର ଏହି ମହିଳା ଏବେ ସାରା ଦେଶରେ ଚର୍ଚ୍ଚିତ। ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଦ୍ରୌପଦୀ ମୁର୍ମୁଙ୍କ ଜୀବନ ପରି ତାଙ୍କ ପ୍ରେମ ମଧ୍ୟ…

ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତିଭାବେ…

ନୂଆଦିଲ୍ଲୀ: ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତିଭାବେ ନିର୍ବାଚିତ । ବିଧିବଦ୍ଧ ରାଷ୍ଟ୍ରପତି ଘୋଷିତ ହୋଇଛନ୍ତି ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଏନେଇ ରାଜ୍ୟସଭା ସେକ୍ରେଟାରୀ ଜେନେରାଲ ସୂଚନା ଦେଇଛନ୍ତି । ମୋଟ ୪୭୫୪ ଭୋଟ ନିର୍ବାଚନ ପାଇଁ ପଡିଥିବା ବେଳେ ୪୭୦୧ ଭୋଟ ବୈଧ ହୋଇଥିଲା ଏବଂ ୫୩…

ଭାରତର ରାଷ୍ଟ୍ରପତିଭାବେ ନିର୍ବାଚିତ ହେବା…

ନୂଆଦିଲ୍ଲୀ: ଭାରତର ପଞ୍ଚଦଶତମ ରାଷ୍ଟ୍ରପତି ଭାବରେ ଦ୍ରୌପଦୀ ମୁର୍ମୁ ବିଜୟ ଲାଭ କରିଛନ୍ତି। ପ୍ରତିପକ୍ଷ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନାଙ୍କୁ ବଡ଼ ବ୍ୟବଧାନରେ ଦ୍ରୌପଦୀ ପରାସ୍ତ କରିଛନ୍ତି । ଓଡିଶାର ଏକ ଅଖ୍ୟାତ ପଲ୍ଲୀରୁ ଆସି ରାଷ୍ଟ୍ରପତି ହୋଇ ମୁର୍ମୁ ଇତିହାସ ସୃଷ୍ଟି କରିଛନ୍ତି । ରାଷ୍ଟ୍ରପତି ହେବା…

ଜୁଲାଇ ୨୫ରେ ଶପଥ ନେବେ ଭାରତର ୧୫ତମ…

ନୂଆଦିଲ୍ଲୀ: ଭାରତର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଦ୍ରୌପଦୀ ମୁର୍ମୁ । ଭାରତର ମହାମହିମ ରାଷ୍ଟ୍ରପତି ଭାବେ ଆସନ୍ତା ୨୫ ତାରିଖରେ ପଦ ଓ ଗୋପନୀୟତାର ଶପଥ ନେବେ ଦ୍ରୌପଦୀ ମୁର୍ମୁ । ପ୍ରଥମ ଆଦିବାସୀ ମହିଳା ଯିଏକି ଦେଶର ସର୍ବୋଚ୍ଚ ପଦ ପାଇଁ ନେବେ ଶପଥ। ଦେଶର ସର୍ବୋଚ୍ଚ ସାମ୍ବିଧାନିକ…

ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ…

ଭୁବନେଶ୍ୱର: ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହୋଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ବିରୋଧୀ ପ୍ରାର୍ଥୀ ଯଶଓ୍ବନ୍ତ ସିଂହ୍ନାଙ୍କୁ ବିପୁଳ ଭୋଟରେ ପରାସ୍ତ କରି ସେ ରାଇସିନା ହିଲକୁ ଯାଇଛନ୍ତି । ନିର୍ବାଚନ ଜିତିବା ପରେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରତି…

ଦେଶକୁ ମିଳିଲା ନୂଆ ରାଷ୍ଟ୍ରପତି; ଭାରତର…

ନୂଆଦିଲ୍ଲୀ: ଓଡିଶା ପାଇଁ ଐତିହାସିକ ଦିନ । ରାଷ୍ଟ୍ରପତି ନିର୍ବାଚନ ଜିତିଲେ ଓଡିଆ ଝିଅ ଦ୍ରୌପଦୀ ମୁର୍ମୁ । ୩ୟ ପର୍ଯ୍ୟାୟ ଭୋଟ ଗଣତି ପରେ ଜିତିଲେ ଦ୍ରୌପଦୀ । ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେଲେ ଦ୍ରୌପଦୀ ମୁର୍ମୁ । ଏନଡିଏ ପକ୍ଷରୁ ପ୍ରାର୍ଥୀ ହୋଇ ନିର୍ବାଚନ ଲଢିଥିଲେ ମୁର୍ମୁ । ତାଙ୍କ…

ରାଷ୍ଟ୍ରପତି ନିର୍ବାଚନ ଫଳାଫଳ : ଦ୍ୱିତୀୟ…

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ଗଣତିର ଦ୍ୱିତୀୟ ପର୍ଯ୍ୟାୟ ଫଳାଫଳ ପ୍ରକାଶ ପାଇଛି । ପ୍ରଥମ ରାଉଣ୍ଡ ଭଳି ଦ୍ୱିତୀୟ ରାଉଣ୍ଡରେ ବି ବହୁ ଆଗରେ ଦ୍ରୌପଦୀ ମୁର୍ମୁ । ଦ୍ୱିତୀୟ ପର୍ଯ୍ୟାୟରେ ବି ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବିରୋଧୀ ମେଣ୍ଟର ପ୍ରାର୍ଥୀ ୟଶୱନ୍ତ ସିହ୍ନାଙ୍କ ଠାରୁ ଆଗରେ ଅଛନ୍ତି ।…

ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ…

ଭୁବନେଶ୍ବର : ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ । କଂଗ୍ରେସ ଦଳର ନିଷ୍ପତ୍ତି ହୋଇଥିଲା ମିଳିତ ବିରୋଧୀ ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଭୋଟ୍ ଦେବା ପାଇଁ ନିର୍ଦ୍ଦେଶ ଥିଲା କିନ୍ତୁ ଦଳର ନିଷ୍ପତ୍ତି ବିରୋଧରେ ଯାଇ ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେଇଛନ୍ତି ବିଧାୟକ ମହମ୍ମଦ…