ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Droupadi Murmu

ବାଚସ୍ପତିଙ୍କ ନେତୃତ୍ବରେ ରାଷ୍ଟ୍ରପତି…

ଭୁବନେଶ୍ୱ: ରାରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାକୁ ଆସନ୍ତାକାଲି ଓଡ଼ିଶାର ବିଧାୟକ ଦିଲ୍ଲୀ ଅଭିମୁଖେ ବାହାରିବେ। ମୋଟ ୨୬ ଜଣିଆ ଟିମ ଦିଲ୍ଲୀ ଗସ୍ତରେ ବାହାରିବେ। ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ସମସ୍ତ ବିଧାୟକ ଦିଲ୍ଲୀ ଯିବେ। ଅଗଷ୍ଟ ୩ରେ ରାଷ୍ଟ୍ରପତିଙ୍କୁ ଭେଟିବେ ଓଡ଼ିଶଆ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ…

ନୂଆଦିଲ୍ଲୀ : ମର୍ଯ୍ୟାଦାର ସବୁ ସୀମା ଉଲ୍ଲଂଘନ କରିଛି କଂଗ୍ରେସ । ଦେଶର ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବିଷୟରେ ଆପତ୍ତିଜନକ ଟିପ୍ପଣୀ ଦେଇ ଅଡ଼ୁଆରେ ଫସିଛନ୍ତି କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀ। କଂଗ୍ରେସ ନେତା ଅଧୀର ରଂଜନ ଚୌଧୁରୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ…

ଦେଶର ରାଷ୍ଟ୍ରପତି ପଦବୀ ଗ୍ରହଣ କରି…

ଭୁବନେଶ୍ବର : ଖବରକାଗଜରେ ସମ୍ପାଦକୀୟ ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଦେଶର ସର୍ବୋଚ୍ଚ ଆସନରେ ଅଧିଷ୍ଠିତ ହେବା ପରେ ତାଙ୍କ ଉଦ୍ଦେଶ୍ୟରେ ନବୀନ ‘ଏ ମାଟିର କନ୍ୟା’ ଶୀର୍ଷକରେ ଏକ ସମ୍ପାଦକୀୟ ଲେଖିଛନ୍ତି। ନବୀନ କହିଛନ୍ତି, ସଂସଦ ଭବନର ସେଣ୍ଟ୍ରାଲ ହଲରେ ଯେତେବେଳେ…

ରାଷ୍ଟ୍ରପତି ଭାବେ କାର୍ଯ୍ୟଭାର ଗ୍ରହଣ…

ନୂଆଦିଲ୍ଲୀ : ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ। ପ୍ରଧାନ ବିଚାରପତି ଜଷ୍ଟିସ ଏନଭି ରମନ୍ନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଦ୍ରୌପଦୀ ମୁର୍ମୁ ପ୍ରଥମ ଆଦିବାସୀ ମହିଳା ଭାବେ ରାଷ୍ଟ୍ରପତି ପଦ ସମ୍ଭାଳିଛନ୍ତି। ରାଷ୍ଟ୍ରପତି ଭାବେ ଶପଥ ନେବା ପରେ…

ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ…

ନୂଆଦିଲ୍ଲୀ: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିଲ୍ଲୀରେ ବିଜେଡି ସାଂସଦଙ୍କ ସହ ସହ ଭେଟି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ । ଲୋକସଭା ଓ ରାଜ୍ୟସଭା ସାଂସଦମାନେ ଏହି ଅବସରରେ ସାମିଲ ଥିଲେ। ଦ୍ରୌପଦୀଙ୍କୁ ଭେଟିବା ପରେ ପ୍ରତିକ୍ରିୟା…

ଦ୍ରୌପଦୀ ମୁର୍ମୁଙ୍କ ପ୍ରେମ କାହାଣୀ :…

ଭୁବନେଶ୍ୱର : ମୟୂରଭଞ୍ଜ ଜିଲ୍ଲାର ପାହାଡ଼ପୁର ଗାଁର ପାହାଡ଼ି ବୋହୂ ଦ୍ରୌପଦୀ ମୁର୍ମୁ ଏବେ ଦେଶର ସର୍ବୋଚ୍ଚ ପଦରେ ଅଭିଷିକ୍ତ। ଅନୁସୂଚୀତ ଜନଜାତି ବର୍ଗର ଏହି ମହିଳା ଏବେ ସାରା ଦେଶରେ ଚର୍ଚ୍ଚିତ। ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଦ୍ରୌପଦୀ ମୁର୍ମୁଙ୍କ ଜୀବନ ପରି ତାଙ୍କ ପ୍ରେମ ମଧ୍ୟ…

ଦ୍ରୌପଦୀ, ଯଶୋବନ୍ତଙ୍କ ଭାଗ୍ୟ ପରୀକ୍ଷା…

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ସକାଳେ ଭୋଟ ଗଣତି ସହ ମଧ୍ୟାହ୍ନ ସୁଦ୍ଧା ଫଳାଫଳ ପ୍ରକାଶ କରାଯିବ ବୋଲି ଆଶା କରାଯାଉଥିବା ବେଳେ ଦୁଇ ମୁଖ୍ୟ ପ୍ରତିଦ୍ବନ୍ଦ୍ବୀ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଏବଂ ବିରୋଧୀ ମେଣ୍ଟ ପ୍ରାର୍ଥୀ ଯଶୋବନ୍ତ ସିହ୍ନାଙ୍କ ମଧ୍ୟରୁ କିଏ ରାଇସିନା…

ଆସନ୍ତାକାଲି ରାଷ୍ଟ୍ରପତି ନିର୍ବାଚନ:…

ଭୁବନେଶ୍ୱର: ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଦେଶର ସର୍ବୋଚ୍ଚ ପଦବୀ ପାଇଁ ମନୋନିତ ହୋଇଛନ୍ତି। ଚଳିତ ମାସ ୧୮ ତାରିଖରେ ରାଷ୍ଟ୍ରପତି ପଦବୀ ପାଇଁ ନିର୍ବାଚନ ହେବ। ଦ୍ରୌପଦୀଙ୍କୁ ରାଇସିନା ହିଲ୍‍ ପଠାଇବାର ମଙ୍ଗ ଧରିଛି ବିଜୁ ଜନତା ଦଳ। ଏହି ପରିପ୍ରେକ୍ଷୀରେ ଆଜି ବିଧାନସଭାରେ ବିଜେଡିର ସମସ୍ତ ବିଧାୟକଙ୍କୁ…

ରାଷ୍ଟ୍ରପତି ନିର୍ବାଚନ: ଏନଡିଏ ପ୍ରାର୍ଥୀ…

ମୁମ୍ବାଇ: ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିପାରେ ଶିବସେନା । ଶିବସେନାର ଦଳୀୟ ବୈଠକରୁ ଏନେଇ ସଙ୍କେତ ମିଳିଛି। ଲୋକସଭାରେ ଥିବା ଶିବସେନାର ୧୮ ଜଣ ସାଂସଦଙ୍କ ମଧ୍ୟରୁ ୧୩ ଜଣ ଗୁରୁତ୍ୱପୂର୍ଣ୍ଣ ରାଷ୍ଟ୍ରପତି ନିର୍ବାଚନ ପାଇଁ ଅନୁଷ୍ଠିତ ବୈଠକରେ ଯୋଗଦେଇଛନ୍ତିଅଧିକାଂଶ ସାଂସଦ…

ମାଗିବା ଆଗରୁ ସମର୍ଥନ ଦେଇ ଉପହାର…

ଭୁବନେଶ୍ୱର: ଓଡ଼ିଶାରେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ।  ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ ଦ୍ରୌପଦୀ ମୁର୍ମୁ । ଏହା ପରେ ସେ ଅତିଥି ଭବନ ଯାଇଥିଲେ ଓ ସେଠାରୁ ବିଧାନସଭା ଆସିଥିଲେ । ବିଧାନସଭାରେ ଭବ୍ୟ ସ୍ୱାଗତ କରି ସମ୍ମିଳନୀ କକ୍ଷକୁ…