ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Dutee Chand

‘ଡ଼ିପ୍ ଫେକ’ର ଶିକାର ହେଲେ…

ଭୁବନେଶ୍ବର: ସୁନ୍ଦରୀ ରଶ୍ମିକା ଆଉ ସାରାଙ୍କ ପରେ 'ଡ଼ିପ୍ ଫେକ'ର ଶିକାର ହେଲେ ଦୌଡ଼ରାଣୀ ଦୂତି ଚାନ୍ଦ । ନିକଟରେ ଦୂତି ଏକ ଫଟୋ ସୋସିଆଲ ମିଡିଆ 'ଏକ୍ସ'ରେ  ପୋଷ୍ଟ କରିଥିଲେ। ଯାହାର ସମାନ ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଦୂତି ଚାନ୍ଦଙ୍କ ସ୍ଥାନରେ ତାମିଲର ଜଣେ ହିରୋଇନ କାଶ୍ମିରା…

ଷ୍ଟେଜ ୱାନ୍ କ୍ୟାନସରରେ ପୀଡିତ ଥିଲେ…

ଭୁବନେଶ୍ୱର: ଓଡ଼ିଆ ଧାବିକା ଦୂତୀ ଚାନ୍ଦଙ୍କୁ ହୋଇଥିଲା କ୍ୟାନସର । ଷ୍ଟେଜ ୱାନ୍ କ୍ୟାନସରରେ ପୀଡିତ ଥିଲେ ଆଥଲେଟ୍ ଦୂତୀ ଚାନ୍ଦ । ପ୍ରାରମ୍ଭିକ ଅବସ୍ଥାରେ ଚାଲିଥିଲା ଚିକିତ୍ସା । କ୍ୟାନସର ହୋଇଥିବା ଯୋଗୁଁ ଅଲଟ୍ରାସାଉଣ୍ଡ ଓ ଏମଆରଆଇ କରିଥିଲେ ଏବଂ ଡାକ୍ତରଙ୍କ ପରାମର୍ଶ କ୍ରମେ ଔଷଧ ସେବନ କରିଥିଲେ ।…

ଧାବିକା ଦୂତୀ ଚାନ୍ଦଙ୍କୁ ବଡ ଝଟକା;…

ଭୁବନେଶ୍ବର: ଭାରତର ଦ୍ରୁତତମ ଧାବିକା ଦୂତୀ ଚାନ୍ଦଙ୍କୁ ଲାଗିଛି ବଡ ଝଟକା । ଡୋପ ଟେଷ୍ଟରେ ବିଫଳ ହେବା ପରେ ୪ ବର୍ଷ ପାଇଁ ବାସନ୍ଦ ହୋଇଛନ୍ତି ଦୂତୀ ଚାନ୍ଦ । ତେଣୁ ସେ ଜାନୁଆରୀ ୨୦୨୭ ପର୍ଯ୍ୟନ୍ତ କୌଣସି ରାଜ୍ୟ, ଜାତୀୟ କିମ୍ବା ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ପାରିବେ ନାହିଁ । ଚଳିତ ବର୍ଷ…

ଡୋପ ଟେଷ୍ଟରେ ଧରାପଡ଼ି ସସ୍‌ପେଣ୍ଡ…

ଭୁବନେଶ୍ୱର: ଡୋପ ଟେଷ୍ଟରେ ଧରାପଡ଼ି ସସ୍‌ପେଣ୍ଡ ହୋଇଥିବା ଖବରକୁ ଅସ୍ବୀକାର କଲେ ଦୂତୀ ଚାନ୍ଦ । ଏସୀୟ କ୍ରୀଡ଼ା ପାଇଁ ହୋଇଥିବା ଡୋପ୍ ଟେଷ୍ଟରେ ଭାରତୀୟ ସ୍ପ୍ରିଣ୍ଟର ଦୂତୀ ଫେଲ୍‌ ହୋଇଥିଲେ । ଓ୍ୱାର୍ଲ୍ଡ ଆଣ୍ଟି ଡୋପିଂ ଏଜେନ୍ସି ତାଙ୍କୁ ସସପେଣ୍ଡ କରିଛନ୍ତି ବୋଲି ଏକ ଖବର ଆସିଛି। ବିଭିନ୍ନ…

ପୁଣି ପଦାରେ ପଡ଼ିଲା ଦୁଇ ଆଥ୍‌ଲେଟ୍‌…

ଭୁବନେଶ୍ବର : ପୁଣି ଚର୍ଚ୍ଚାରେ ଦୁଇ ଆଥ୍‌ଲେଟ୍‌ ଭଉଣୀ ଦୂତୀ ଚାନ୍ଦ ଓ ସରସ୍ୱତୀ ଚାନ୍ଦଙ୍କ କଳି। ବେଶ୍‌ କିଛି ଦିନର ନିରବତା ପରେ ସୋଶାଲ୍ ମିଡିଆରେ ପରସ୍ପର ବିରୋଧରେ ପୋଷ୍ଟ କରି ବର୍ଷିଛନ୍ତି ଧାବିକା ଦୂତୀ ଚାନ୍ଦ ଓ ଭଉଣୀ ସରସ୍ୱତୀ ଚାନ୍ଦ। ପରସ୍ପରର ଚରିତ୍ର ସଂହାର କରିଛନ୍ତି ଦୁଇ ଭଉଣୀ। ଏପରିକି ଉଭୟ…

ଅଲିମ୍ପିକ୍ସରୁ ଫେରିବା ପରେ ୱେବ…

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରୁ ଫେରିବା ପରେ ସାମ୍ବାଦିକ ସମ୍ମିଳନୀ ଡ଼ାକିଥିଲେ ଧାବିକା ଦୂତୀ ଚାନ୍ଦ । ଅଲିମ୍ପିକ୍ସରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ କିଛି ଗଣମାଧ୍ୟମରେ ତାଙ୍କ ପରିବାରକୁ ନେଇ ଖବର ପ୍ରସାରଣ ହୋଇଥିଲା । ଦୂତୀ ଏହାକୁ ବିରୋଧ କରିବା ସହ ଖେଳରେ ହାର ଜିତ ରହିଛି । ଜଣେ ଖେଳାଳିକୁ ଏପରି…

ଦୂତିଙ୍କ ବିରୋଧରେ ଏତଲା ରୁଜୁ ନ ହେବା…

କଟକ,୧୩ା୮(ସମିସ): ଅନ୍ତର୍ଜାତୀୟ ଆଥଲେଟ ତଥା ଧାବିକା ଦୂତି ଚାନ୍ଦଙ୍କ ବିରୋଧରେ ଲକ୍ଷ୍ମୀସାଗର ଥାନା ପୁଲିସ ଆବେଦନକାରୀଙ୍କ ଅଭିଯୋଗ ଆଧାରରେ ଏତଲା ରୁଜୁ ନ କରିବା ନେଇ ଦାୟର ମାମଲାରେ ଆଇନ ଅନୁସାରେ ନିଷ୍ପତ୍ତି ନେବାକୁ ଭୁବନେଶ୍ୱର ଡିସିପିଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ ସୁଧାଂଶୁ…

ସ୍ପ୍ରିଣ୍ଟର ଦୂତୀ ଚାନ୍ଦଙ୍କୁ ଅଲିମ୍ପିକ…

ଭୁବନେଶ୍ୱର: ସ୍ପ୍ରିଣ୍ଟର ଦୂତୀ ଚାନ୍ଦଙ୍କୁ ଅଲିମ୍ପିକ ଟିକେଟ୍‌ ମିଳିଛି। ଟୋକିଓ ଅଲିମ୍ପିକ୍ସରେ ୨୦୦ ମିଟର ଓ ୧୦୦ ମିଟର ରେସ୍‌ରେ ଭାଗ ନେବାକୁ ସେ ଯୋଗ୍ୟ ବିବେଚିତ ହୋଇଛନ୍ତି। ୱାର୍ଲଡ ରାଙ୍କିଙ୍ଗ ଆଧାରରେ ତାଙ୍କୁ ଚୟନ କରାଯାଇଛି। ଦୂତୀ ଚାନ୍ଦ ଅଲିମ୍ପିକ୍ସ ପାଇଁ ଯୋଗ୍ଯତା ହାସଲ କରିବାପରେ…